2025

ଗରିବ ରଥ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଜଳିଗଲା ୩ଟି ବଗି

ନୂଆଦିଲ୍ଲୀ: ଶନିବାର ସକାଳେ ଅର୍ଥାତ୍ ଆଜି ଲୁଥିଆନାରୁ ଦିଲ୍ଲୀ ଯାଉଥିବା ଗରିବ ରଥ ଏକ୍ସପ୍ରେସ ଟ୍ରେନରେ ଘଟିଛି ଅଗ୍ନିକାଣ୍ଡ । ଜଳିଗଲା ଟ୍ରେନର ତିନୋଟି ଏସି ବଗି । ସିରହିନ୍ଦ ରେଳ ଷ୍ଟେସନରୁ ଅମ୍ବାଲା ଅଭିମୁଖେ ପ୍ରାୟ ଅଧ କିଲୋମିଟର ଦୂରରେ…

ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ଦୀପାବଳି ଛୁଟି

ଭୁବନେଶ୍ବର: ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ଦୀପାବଳି ପାଇଁ ଛୁଟି। ଅର୍ଥାତ୍ ୨୦୨୫ ଅକ୍ଟୋବର ୨୦ ଓ ୨୧ ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। କିନ୍ତୁ ଆସନ୍ତା…

୨୧ ସୁଦ୍ଧା ଲଘୁଚାପ, ପରେ ଅବପାତ: ‘ବାତ୍ୟା ନେଇ ଜାରି କରାଯାଇ ନାହିଁ ସତର୍କ ସୂଚନା‘

ଭୁବନେଶ୍ଵର : ଆମେରିକାର ଜିଏଫ୍‌ଏସ୍‌ ମଡେଲ ବର୍ତ୍ତମାନ ଏମିତି ଏକ ଆକଳନ କରିଛି, ଯେଉଁଥିରେ ବଙ୍ଗୋପସାଗରରେ ଦୁଇଟି ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଏହା ୧୯୯୯ ମସିହା ମହାବାତ୍ୟାର ଇତିହାସକୁ ଦୋହରାଇବ ବୋଲି ଆକଳନ କରାଯାଉଛି। ୨୧ ତାରିଖ…

ଦ୍ଵାରଶୁଣି ଘାଟିରେ ଦୁର୍ଘଟଣା, ବସ୍ ଓଲଟି ୨୫ ଆହତ

ବାରିପଦା: ବାଙ୍ଗିରିପୋଷି ଘାଟି ଦୁର୍ଘଟଣା ନେଇ ପ୍ରତିକ୍ରିୟା ରଖିଛନ୍ତି ଚିଫ୍ ଫାୟାର ଅଫିସର। ସେ କହିଛନ୍ତି ଓଭରଟେକ୍‌ ପାଇଁ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଘାଟି ରାସ୍ତାର ମରାମତି କାମ ଚାଲିଛି । ତେଣୁ ବସ୍‌ଟି ଓଭରଟେକ୍‌ କରିବା ଉଚିତ୍ ନଥିଲା। ବସ୍‌ରେ…

ସାଇବର ସୁରକ୍ଷା ପାଇଁ ୧୭୦ ଟେକ୍ନିକାଲ ଏକ୍ସପର୍ଟଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ବର: ସମାଜ ପାଇଁ ଆଜି ବଡ ଚ୍ୟାଲେଞ୍ଜ ହୋଇଥିବା ସାଇବର ଅପରାଧକୁ ରୋକିବା ପାଇଁ ସଚେତନତା ହେଉଛି ସବୁଠାରୁ ବଡ ଶକ୍ତିଶାଳୀ ଅସ୍ତ୍ର ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଇବର ସୁରକ୍ଷା ସଚେତନତା ଅଭିଯାନ ୨୦୨୫ର ଶୁଭାରମ୍ଭ ଅବସରରେ…

ସଚେତନତା ସାଇବର ଅପରାଧକୁ ରୋକିବା ପାଇଁ ସବୁଠୁ ଶକ୍ତିଶାଳୀ ଅସ୍ତ୍ର

ଭୁବନେଶ୍ୱର: ସମାଜ ପାଇଁ ଆଜି ବଡ ଚ୍ୟାଲେଞ୍ଜ ହୋଇଥିବା ସାଇବର ଅପରାଧକୁ ରୋକିବା ପାଇଁ ସଚେତନତା ହେଉଛି ସବୁଠାରୁ ବଡ ଶକ୍ତିଶାଳୀ ଅସ୍ତ୍ର ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାଇବର ସୁରକ୍ଷା ସଚେତନତା ଅଭିଯାନ ୨୦୨୫ର ଶୁଭାରମ୍ଭ…

BSNLର ଦିୱାଲି ଅଫର, ୧ ଟଙ୍କାରେ କଥା ହେବେ ମନ ଇଛା, ଦିନକୁ ପୁଣି 2GB ଡାଟା

ନୂଆଦିଲ୍ଲୀ: ଆସିଲା ଦମଦାର ଦିୱାଲି ଅଫର୍ । ମୋବାଇଲ ୟୁଜରଙ୍କ ପାଇଁ ବଡ ସୁଯୋଗ । ୧ ଟଙ୍କାରେ ପାଆନ୍ତୁ ଅନଲିମିଟେଡ୍ କଲ୍, ଡେଲି 2GB ଡାଟା । ମାସେ ଯାଏଁ ସବୁ ଫ୍ରି । ଦୀପାବଳି ପାଇଁ ଦେଶର ସରକାରୀ…

ନାମାଙ୍କନ ପତ୍ର ଦାଖଲ କଲେ ବିଜେପି ବିଧାୟକ ପ୍ରାର୍ଥୀ ଜୟ ଢୋଲକିଆ

ଭୁବନେଶ୍ୱର : କମ୍ପିଲାଣି ନୂଆପଡ଼ା ମୈଦାନ । ବିଜେପି ବିଧାୟକ ପ୍ରାର୍ଥୀ ଜୟ ଢୋଲକିଆ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ବେଳେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉପସ୍ଥିତ ଥିଲେ । ବରିଷ୍ଠ ବିଜେପି ନେତା ବସନ୍ତ ପଣ୍ଡା…

ଦୁଇ ମଟର ସାଇକେଲ ଧକ୍କା, ୩ ମୃତ

ମାଲକାନଗିରି : ମାଲକାନଗିରି ଜିଲ୍ଲା କରୁକୋଣ୍ଡା ମାଲକାନଗିରି ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୩ ମୃତ ଜଣେ ଗୁରୁତର ହୋଇଥିବା ଜଣାଯାଇଛି । ଦୁଇ ମଟର ସାଇକେଲ ମଧ୍ୟରେ ମୁହାଁ ମୁହିଁ ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣାରେ…

ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ

ଭୁବନେଶ୍ୱର : ଖୋଲିଲା ଶିମିଳିପାଳ । ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲିଛି । ଦୁଇଟି ଗେଟ୍ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ । ପିଠାବଟା ଓ କାଳିଆଣି ଫାଟକ ଦେଇ ୨୦୦ ଶହରୁ ଅଧିକ ପର୍ଯ୍ୟଟକ ପ୍ରବେଶ କରିଛନ୍ତି…