ପାକିସ୍ତାନ-ଆଫଗାନିସ୍ତାନ ଯୁଦ୍ଧ ବିରତି ସମୟ ଶେଷ, ଚିନ୍ତାରେ ଶେହବାଜ
ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ୪୮ ଘଣ୍ଟାର ଯୁଦ୍ଧ ବିରତି ସମୟ ଶୁକ୍ରବାର ସନ୍ଧ୍ୟା ୬ଟାରେ ଶେଷ ହେଉଛି। ଯୁଦ୍ଧ ବିରତି ଶେଷ ହେବା ପରେ ପୁଣି ଥରେ ଆକ୍ରମଣ ପ୍ରତିଆକ୍ରଣ ଆରମ୍ଭ ହୋଇଯିବାର ଆଶଙ୍କା ରହିଛି। ଯାହାକୁ ନେଇ ଚିନ୍ତାରେ…
