ଉତ୍ତରାଖଣ୍ଡରେ ହେବ ଅତ୍ୟାଧୁନିକ ରୋପୱେ, କେଦାନରନାଥ ଯାତ୍ରା ଏଣିକି ୯ ଘଣ୍ଟା ବଦଳରେ ମାତ୍ର ୩୬ ମିନିଟ୍
ନୂଆଦିଲ୍ଲୀ : କେଦାରନାଥ ଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କ ନାନାଦି ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ। ପରିବର୍ତ୍ତନଶୀଳ ପାଣିପାଗ, ବର୍ଷା, ତୁଷାରପାତର ଭୟ ଶ୍ରଦ୍ଧାଳୁଙ୍କ ମନରେ ଭୟ ସୃଷ୍ଟି କରିଥାଏ। ବୟସ୍କ ଓ ଶିଶୁଙ୍କ ପାଇଁ ଯାତ୍ରା କଷ୍ଟଦାୟକ ହୋଇଥାଏ। ଏବେ ଏହାକୁ…
