ଜେଲ ଆକାଉଣ୍ଟରୁ କଏଦୀ ଲୁଟିନେଲା ୩୦ ଲକ୍ଷ ଟଙ୍କା
ଆଜମଗଡ଼: ଉତ୍ତରପ୍ରଦେଶର ଆଜମଗଡ଼ ଜେଲରେ ଏକ ବଡ ଅବହେଳାର ମାମଲା ସାମ୍ନାକୁ ଆସିଛି। ଜେଲ ପ୍ରଶାସନର ଅବହେଳାର ସୁଯୋଗ ନେଇ ଜଣେ କଏଦୀ ଜେଲର କାନାରା ବ୍ୟାଙ୍କ ଚେକବୁକ୍ ଗାଏବ କରିଦେଇଥିଲେ। ଜେଲରୁ ବାହାରିବା ପରେ, ସେ ଜେଲର ଆକାଉଣ୍ଟରୁ ପ୍ରାୟ…
ଆଜମଗଡ଼: ଉତ୍ତରପ୍ରଦେଶର ଆଜମଗଡ଼ ଜେଲରେ ଏକ ବଡ ଅବହେଳାର ମାମଲା ସାମ୍ନାକୁ ଆସିଛି। ଜେଲ ପ୍ରଶାସନର ଅବହେଳାର ସୁଯୋଗ ନେଇ ଜଣେ କଏଦୀ ଜେଲର କାନାରା ବ୍ୟାଙ୍କ ଚେକବୁକ୍ ଗାଏବ କରିଦେଇଥିଲେ। ଜେଲରୁ ବାହାରିବା ପରେ, ସେ ଜେଲର ଆକାଉଣ୍ଟରୁ ପ୍ରାୟ…
ନୂଆଦିଲ୍ଲୀ: ମହାନଦୀ ଜଳ ବିବାଦ ନେଇ ଟ୍ରିବ୍ୟୁନାଲରେ ଶୁଣାଣି । ଓଡିଶା ପକ୍ଷରୁ ଏଜି ପୀତାମ୍ବର ଆଚାର୍ଯ୍ୟ ଟ୍ରିବ୍ୟୁନାଲରେ ପକ୍ଷ ରଖିଛନ୍ତି। ଶନିବାର ମହାନଦୀ ଜଳବିବାଦ ପ୍ରାଧିକରଣରେ ଶୁଣାଣିବେଳେ ଓଡ଼ିଶା ସରକାରଙ୍କ ଆଡ଼ଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଏବଂ ଛତିଶଗଡ଼ ସରକାରଙ୍କ…
ମୁମ୍ବଇ: ମହାରାଷ୍ଟ୍ରରେ ଅଗଷ୍ଟ- ସେପ୍ଟେମ୍ବର ମାସରେ ହୋଇଥିବା ବର୍ଷା ଓ ବନ୍ୟା ଯୋଗୁଁ ଚାଷୀଙ୍କୁ ଅନେକ କ୍ଷତି ସହିବାକୁ ପଡିଛି। ଏହାକୁ ନଜରରେ ରଖି ସରକାର ସମୁଦାୟ ୩୧,୬୨୮ କୋଟି ଟଙ୍କାର ସାହାଯ୍ୟ ଘୋଷଣା କରିଥିଲେ; କିନ୍ତୁ ହିଙ୍ଗୋଲି ଗୋରେଗାଓଁର ଚାଷୀଙ୍କୁ…
ପାକିସ୍ତାନ : ପାକିସ୍ତାନରେ ପୁଣି ଭୟଙ୍କର ଆତଙ୍କବାଦୀ ଆକ୍ରମଣ । ଖାଇବର ପଖତୁନଖ୍ବା ପ୍ରୋଭିନ୍ସର ଡେରା ଇସମାଇଲ ଖାନ ଜିଲ୍ଲାରେ ଆତ୍ମଘାତୀ ଆକ୍ରମଣ କରିଛନ୍ତି ଆତଙ୍କବାଦୀ । ଏକ ପୋଲିସ ଟ୍ରେନିଂ ସ୍କୁଲରେ ବଡ଼ ଧରଣର ହମଲା କରିଛନ୍ତି । ଆତ୍ମଘାତୀ…
ଆମେରିକା : ଚୀନ ଉପରେ ଅତିରିକ୍ତ୧୦୦% ଟାରିଫ ଲଗାଇଲେ ଟ୍ରମ୍ପ । ଚୀନରୁ ଆମଦାନୀ ସାମଗ୍ରୀ ଉପରେ ଅତିରିକ୍ତ ଶହେ ପ୍ରତିଶତ ଟାରିଫ ନେଇ ଘୋଷଣା । ଆସନ୍ତା ନଭେମ୍ବର ୧ରୁ ଏହା ଲାଗୁ ହେବ । ‘ଟ୍ରୁଥ ସୋସିଆଲ’ ଜରିଆରେ…
ଶନିବାର ସକାଳେ ଦକ୍ଷିଣ ଆମେରିକାରେ ଏକ ଶକ୍ତିଶାଳୀ ଭୁକମ୍ପ ଅନୁଭୂତ ହୋଇଛି । ଏହାର ତୀବ୍ରତା ୭.୧ ରହିଛି । ଭୂକମ୍ପର କେନ୍ଦ୍ରସ୍ଥଳ ମାତ୍ର ୧୦ କିଲୋମିଟର ବ୍ୟାପୀ ଥିଲା । ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି (NCS) ଅନୁଯାୟୀ, ଦକ୍ଷିଣ…
ଭୁବନେଶ୍ବର: ଇନଫୋଭ୍ୟାଲି ଥାନା ଦେଉଳିଆ ପାଟଣା ମଠରେ ଘଟିଛି ଏହି ଘଟଣା । ଗୁଳି ମାଡ଼ କରିଥିବା ୨ ଯୁବକଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ । ଭଣ୍ଡ ବାବାର ଆଶ୍ରମକୁ ସିଲ୍ କରିବା ସହ, ବହୁ ଆପତ୍ତିଜନକ ସାମଗ୍ରୀ, ଗୁଳି…
ଫୁଲବାଣୀ: କନ୍ଧମାଳ ଜିଲ୍ଲା ଖଜୁରୀପଡା ଥାନା ଅନ୍ତର୍ଗତ ଗାଡ଼ିଆପଡ଼ା ଘାଟି ଏସ ଗୋଲେଇଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ସରକାରୀ ବସ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ କଣ୍ଡକ୍ଟରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଢେଙ୍କାନାଳ ଜିଲ୍ଲା କହେଁଇପାଳ ଅଞ୍ଚଳର ସ୍ବର୍ଗତ ଉତ୍ସବ…
ଭୁବନେଶ୍ବର: ଶ୍ବେତପର୍ଣ୍ଣା ପଣ୍ଡା ପାଇବେ ଏକଲବ୍ୟ ପୁରସ୍କାର । ବ୍ୟାଡମିଣ୍ଟନ ତାରକା ଶ୍ବେତପର୍ଣ୍ଣାଙ୍କୁ ୭ ଲକ୍ଷ ଟଙ୍କା ସହ ଟ୍ରଫି ପ୍ରଦାନ କରାଯିବ । ୨୦୨୫ ପାଇଁ ଏହି ପୁରସ୍କାର ପାଇବେ ଏହି ଅନ୍ତର୍ଜାତୀୟ ଖେଳାଳି । ସେହିପରି ଭାରତ୍ତୋଳକ ପ୍ରୀତିସ୍ମିତା…
ଭୁବନେଶ୍ଵର: ବସ୍ତି ଉଚ୍ଛେଦ ବେଳେ ଅଘଟଣ। ବିଦ୍ୟୁତ ଆଘାତରେ ଚାଲିଗଲା ଜଣକ ଜୀବନ। ଶନିବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ଵର ଉପକଣ୍ଠ ଗଣ୍ଡମୁଣ୍ଡା ଅଞ୍ଚଳରେ। ଶନିବାର ପ୍ରଶାସନ ପକ୍ଷରୁ ଗଣ୍ଡମୁଣ୍ଡାରେ ବସ୍ତିବାସିନ୍ଦାଙ୍କୁ ଉଚ୍ଛେଦ କରାଯାଉଥିଲା। ଏହି ସମୟରେ…