୨୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଓଏଏସ ଅଧିକାରୀ
କଟକ: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଗଞ୍ଜାମ ବେଲଗୁଣ୍ଠା ଏନଏସି ନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ବକେୟା ଦରମା କରାଇ ଦେବା ପାଇଁ ଲାଞ୍ଚ ନେଉଥିବାବେଳେ, ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସେ ଏହି କାମ ପାଇଁ…
କଟକ: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଗଞ୍ଜାମ ବେଲଗୁଣ୍ଠା ଏନଏସି ନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ବକେୟା ଦରମା କରାଇ ଦେବା ପାଇଁ ଲାଞ୍ଚ ନେଉଥିବାବେଳେ, ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସେ ଏହି କାମ ପାଇଁ…
କାମାକ୍ଷାନଗର : ମହୁମାଛି ଆକ୍ରମଣରେ ୭ ଗୁରୁତର । ଢେଙ୍କାନାଳ ପରଜଙ୍ଗ ଥାନା ବସୁଲେଈ ଗାଁରେ ଘଟଣା ଘଟିଛି । ରେଙ୍ଗାଳି କେନାଲ ରାସ୍ତାରେ ଲୋକ ଯିବା ଆସିବା କରୁଥିବାବେଳେ ହଠାତ୍ ଆକ୍ରମଣ କରିଥିଲେ ମହୁମାଛି । ଫଳରେ ଅଙ୍ଗନବାଡି ଦିଦି…
ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନରେ ପ୍ରାର୍ଥୀ ହେବେ କି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ତାଙ୍କ ନାଁକୁ ନେଇ ଚର୍ଚ୍ଚା ଲାଗି ରହିଛି । ନୂଆପଡ଼ା ଉପନିର୍ବାଚନ ଲାଗି ବିଜେପି ଖୁବ ଶୀଘ୍ର ଘୋଷଣା କରିବ ପ୍ରାର୍ଥୀ । ଆସନ୍ତାକାଲି ବସିବ…
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ଜଙ୍ଗଲପାଡୁ ସୀମାନ୍ତ ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ। ଭୟଙ୍କର ବିସ୍ଫୋରଣରେ ୩ ଶ୍ରମିକଙ୍କ ମୃତ୍ୟୁ, ଅନେକ ଗୁରୁତର ହୋଇଥିବା ସୂଚନା । ମୃତକମାନେ ବିହାର, ରାଜସ୍ଥାନ ଓ ମଧ୍ୟପ୍ରଦେଶ ଅଂଚଳର ଶ୍ରମିକ। ଗୁରୁତରମାନେ ଶ୍ରୀକାକୁଲମ୍ ଟେକ୍କାଲି ହସ୍ପିଟାଲରେ ଭର୍ତ୍ତି…
ଭୁବନେଶ୍ୱର: ରାଜଧାନୀରେ ବୁଲିଲା ବୁଲଡୋଜର। ଭୁବନେଶ୍ବର ଖାରବେଳନଗର ବସ୍ତି ଅଞ୍ଚଳରେ ବୁଲିଲା ବୁଲଡୋଜର। ୟୁନିଟ ୩ ଶ୍ରୀୟା ଛକରୁ ବ୍ଲାଇଣ୍ଡ ସ୍କୁଲ ରାସ୍ତାରେ ବିଏମସି ପକ୍ଷରୁ ବଡ଼ ଧରଣର ଉଛେଦ ଚାଲିଛି । ଖାରବେଲ ନଗର ଥାନା ପୋଲିସ, ବିଏମସି ଏନଫୋର୍ସମେଣ୍ଟ…
କଟକ: କଟକ ମହାନଗର ନିଗମ (CMC), କଟକ ଉନ୍ନୟନ କର୍ତ୍ତୃପକ୍ଷ (CDA) ଏବଂ କଟକ ବୟାଲିସ୍ ମୌଜା ଅଞ୍ଚଳରେ ଇଣ୍ଟରନେଟ୍ ସେବା ୪୮ ଘଣ୍ଟା ପରେ ପୁନଃ ଆରମ୍ଭ ହୋଇଛି । ସହରରେ ହିଂସା ଏବଂ ପୋଡ଼ାଜଳା ପରେ ଜିଲ୍ଲା ପ୍ରଶାସନ…
ଚଣ୍ଡିଗଡ଼: ଆତ୍ମହତ୍ୟା କଲେ ଆଇପିଏସ ଅଧିକାରୀ। ହରିୟାଣାର ଏହି ବରିଷ୍ଠ ଆଇପିଏସ ଅଧିକାରୀ ହେଉଛନ୍ତି ଓ୍ବାଇ.ଏସ. ପୁରନ। ନିଜ ସର୍ଭିସ ବନ୍ଧୁକରୁ ପୁରନ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ପୁଲିସ ପକ୍ଷରୁ ଏ ନେଇ ସ୍ପଷ୍ଟ କରାଯାଇ…
ହାପୁଡ: ହାପୁଡ ଜିଲାରେ ଜଣେ ହେଡ୍ କନଷ୍ଟେବଳଙ୍କୁ ଚୋରି ବାଇକ୍ ଚଳାଇବା ଅଭିଯୋଗରେ ନିଲମ୍ବନ କରାଯାଇଛି। ଡିଆଇଜି ରେଞ୍ଜ ମିରଠଙ୍କ ଆଦେଶରେ ଏସପି ଏହି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଅଭିଯୁକ୍ତଙ୍କ ବିରୁଦ୍ଧରେ ବିଭାଗୀୟ ଯାଞ୍ଚ ମଧ୍ୟ ଆରମ୍ଭ ହୋଇଯାଇଛି। ଶନିବାର ପୁଲିସ ଷ୍ଟେସନ…
ନୂଆଦିଲ୍ଲୀ: ଆମେରିକାର ଅରଙ୍କସାସରୁ ଜଣେ ଭାରତୀୟ ବଂଶୋଦ୍ଭବଙ୍କୁ ଗିରଫ କରିଛି ପୁଲିସ। ତାଙ୍କ ନାଁ କପିଲ ବୋଲି ଜଣାପଡିଛି। କପିଲଙ୍କ ବିରୋଧରେ ଅଫିମ ବିକ୍ରି କରୁଥିବା ଅଭିଯୋଗ ଲାଗିଛି। ତାଙ୍କ ଭିସା ରଦ୍ଦ କରାଯାଇଛି। ଘଟଣାଟି ମଇ ମାସର। ପୁଲିସ ଟ୍ରାଫିକ୍…
ନୂଆଦିଲ୍ଲୀ: କଲମ୍ବୋରୁ ଚେନ୍ନାଇ ଯାଉଥିବା ଏୟାର ଇଣ୍ଡିଆର ବିମାନରେ ଅଘଟଣ । ମଙ୍ଗଳବାର ବାର୍ଡ ହିଟ ଯୋଗୁଁ ବିମାନକୁ ବାତିଲ କରାଯାଇଥିବା ବିମାନବନ୍ଦର କର୍ତ୍ତୃପକ୍ଷ କହିଛନ୍ତି। ଘଟଣା ସମୟରେ ବିମାନରେ ୧୫୮ ଜଣ ଯାତ୍ରୀ ଉପସ୍ଥିତ ଥିଲେ। ତେବେ ବିମାନଟିକୁ ସୁରକ୍ଷିତ…