୬୦ କୋଟି ଠକେଇ ମାମଲା: ଶିଳ୍ପା ସେଠୀଙ୍କୁ EOWର ଜେରା
ମୁମ୍ବାଇ : ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ମୁମ୍ବାଇ ପୋଲିସର ଅର୍ଥନୈତିକ ଅପରାଧିକ ଶାଖା ୫ ଘଣ୍ଟା ଧରି ପଚରାଉଚରା କରିଛି । ଶିଳ୍ପା ସେଟ୍ଟୀ ଏବଂ ତାଙ୍କ ସ୍ୱାମୀ ରାଜ କୁନ୍ଦ୍ରା ୬୦ କୋଟି ଟଙ୍କାର ଠକେଇ ମାମଲା ପୋଲିସ…
ମୁମ୍ବାଇ : ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ମୁମ୍ବାଇ ପୋଲିସର ଅର୍ଥନୈତିକ ଅପରାଧିକ ଶାଖା ୫ ଘଣ୍ଟା ଧରି ପଚରାଉଚରା କରିଛି । ଶିଳ୍ପା ସେଟ୍ଟୀ ଏବଂ ତାଙ୍କ ସ୍ୱାମୀ ରାଜ କୁନ୍ଦ୍ରା ୬୦ କୋଟି ଟଙ୍କାର ଠକେଇ ମାମଲା ପୋଲିସ…
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ବାସଭାବନ ଛାଡିବାର ଗୋଟିଏ ବର୍ଷ ପରେ ମଧ୍ୟ ଆମ୍ ଆଦମୀ ପାର୍ଟିର ପ୍ରମୁଖ କିମ୍ବା ଦିଲ୍ଲୀର ପୂର୍ବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରୱାଲଙ୍କୁ ଶେଷରେ ଏକ ନୂଆ ସରକାରୀ ବାସଭବନ ମିଳିଛି । ଦିଲ୍ଲୀ ହାଇକୋର୍ଟରେ ଏକ ଶୁଣାଣି ପରେ…
ସ୍ବିଡେନ : ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ପଦାର୍ଥ ବିଜ୍ଞାନୀ ଜନ କ୍ଲାର୍କ, ବୈଜ୍ଞାନିକ ମାଇକେଲ ଡେଭୋରେଟ ଏବଂ ବୈଜ୍ଞାନିକ ଜନ ମାର୍ଟିନିସଙ୍କୁ ଏହି ପୁରସ୍କାର ମିଳିଛି । ଏକ ଇଲେକ୍ଟ୍ରିକ ସର୍କିଟରେ କ୍ଵାଣ୍ଟମ ମେକାନିକାଲ ଟନେଲିଂ…
ପାକିସ୍ତାନ : ପାକିସ୍ତାନର କ୍ବେଟାରେ ଜାଫର ଏକ୍ସପ୍ରେସକୁ ପୁଣି ଥରେ ଟାର୍ଗେଟ୍ କରାଯାଇଛି । ବର୍ତ୍ତମାନ ଟ୍ରେନକୁ ଟାର୍ଗେଟ୍ କରି ବୋମା ବିସ୍ଫୋରଣ କରାଯାଇଛି । ଏହି ଆକ୍ରମଣରେ ଟ୍ରେନ୍ ଲାଇନଚ୍ୟୁତ ହେବା ସହ ସାତ ଜଣ ଆହତ ହୋଇଛନ୍ତି ।…
ଇଟାଲୀ: ଇଟାଲୀର ମାଟେରାରେ ଏକ ସଡ଼କ ଦୁର୍ଘଟଣାରେ ଚାରି ଜଣ ଭାରତୀୟ ନାଗରିକଙ୍କ ମୃତ୍ୟୁ ହୋଇଛି । ରୋମରେ ଥିବା ଭାରତୀୟ ଦୂତାବାସ ସୋମବାର ଏହି ଘଟଣା ବିଷୟରେ ସୂଚନା ଦେଇଛି । ସୂଚନା ଦେଇ ଇଟାଲୀୟ ସମାଚାର ଏଜେନ୍ସି ANSA…
ପାଟଣା : କେନ୍ଦୁଝର ଜିଲା ପାଟଣା ଥାନା ସାହାର ପଡ଼ା କଲେଜ ସମ୍ମୁଖ ରାସ୍ତା କଡ ବିଲରୁ ଜଣେ ବ୍ୟକ୍ତଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଜଡ଼ିବିଲ ଗାଁର ଜଗନ୍ନାଥ ମହାନ୍ତଙ୍କ ପୁଅ ବିରଞ୍ଚି ନାରାୟଣ…
ଫୁଲବାଣୀ: ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତକ ହେଲେ ଫିରିଙ୍ଗିଆ ଥାନା କେଲାପଡ଼ା ପଞ୍ଚାୟତ କମଡକାମ୍ବା ଗ୍ରାମର ଯଶୋବନ୍ତ ଅମାତ। ଗଞ୍ଜେଇ ଚାଲାଣ ମାମଲାରେ ସେ ଗିରଫ…
ରାଉରକେଲା : ରାଉରକେଲା ରଘୁନାଥପାଲି ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ । ଘଟଣାରେ ଦୁଇ ଜଣ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ମୁଖ୍ୟ ଅଭିଯୁକ୍ତ କାହ୍ନୁ ଚରଣ ଜେନାକୁ ମଧ୍ୟ ଗିରଫ କରିଛି । ପୀଡ଼ିତାଙ୍କ…
ବାଲେଶ୍ୱର: ବାଲେଶ୍ଵରରେ କର୍ଫ୍ୟୁ ନେଇ ପ୍ରଚାରିତ ଖବର ମିଛ। ଏ ନେଇ ଏକ୍ସ ଜରିଆରେ ସୂଚନା ଦେଇଛନ୍ତି ବାଲେଶ୍ଵର ଏସ୍ପି। କିଛି ଗଣମାଧ୍ୟମରେ ରାତ୍ରକାଳୀନ କର୍ଫ୍ୟୁ ଖବର ପ୍ରକାଶିତ ହୋଇଛି। କେବଳ ରାତିରେ ଦୋକାନ ଖୋଲା ନ ରଖିବାକୁ ନିର୍ଦେଶ ରହିଛି।…
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ଓଡ଼ିଆ କ୍ରିକେଟ ଖେଳାଳି ତଥା ରଣଜୀ ଅଧିନାୟକ ଶୁଭ୍ରାଂଶୁ ସେନାପତି । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କର ଉଚ୍ଚ ପ୍ରଶଂସା କରିବା ସହ…