2025

ନୂଆପଡାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୧୦୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆପଡା ଜିଲା ଗସ୍ତ କରି ୧୧୦୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ୯୫୭ଟି ନୂତନ ପ୍ରକଳ୍ପର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଲୋକଙ୍କ ସରକାର, ଜନକଲ୍ୟାଣ ଓ…

ପୁଲିସ ଏସ୍‍ଆଇ ପରୀକ୍ଷା ଘୋଟାଲା: ବିଜେଡିର ଜୋରଦାର ଆନ୍ଦୋଳନ

ଭୁବନେଶ୍ବର: ପୁଲିସ୍‍ ସବ୍‍ ଇନ୍ସପେକ୍ଟର ପରୀକ୍ଷା ଅନିୟମିତତା ଧରାପଡିବା ପରେ ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଛି ବିଜେଡି। ଦଲାଲଙ୍କୁ ଧରୁଛ, ହେଲେ ମାଷ୍ଟରମାଇଣ୍ଡ କୁଆଡେ ଗଲା ବୋଲି ପ୍ରଶ୍ନ କରି ସରକାରଙ୍କୁ ଘେରିଛି ବିଜେଡି । ଘଟଣାର ତଦନ୍ତ ତୁରନ୍ତ ସିବିଆଇକୁ…

ଯୁବକଙ୍କୁ ଛୁରି ଭୁସି ହତ୍ୟା: ଅଭିଯୁକ୍ତ ଗିରଫ

ଆସିକା : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଅଞ୍ଚଳରେ ଯୁବକଙ୍କୁ ଛୁରି ଭୁସି ହତ୍ୟା ଘଟଣାରେ ଅଭିଯୁକ୍ତକୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ ରେଡି ଦାମଦରପଲ୍ଲିରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ମୃତକ ୩୪ ବର୍ଷୀୟ ଡି. ଶଙ୍କର…

କଟକ କର୍ଫ୍ୟୁ: ମିଥ୍ୟା ପ୍ରଚାର କଲେ ହେବ କାର୍ଯ୍ୟାନୁଷ୍ଠାନ

କଟକ: କଟକରେ ୩୬ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ କରାଯାଇଛି । ଏହି ସମୟରେ ଶାନ୍ତି ବଜାୟ ରଖିବା ପାଇଁ ଓଡ଼ିଶା ପୁଲିସ ପକ୍ଷରୁ ବାରମ୍ବାର ନିବେଦନ କରାଯାଉଛି । ପୁଲିସ ଏକ ଆଡଭାଇଜରୀ ଜାରି କରି କହିଛି ଯେ ମିଥ୍ୟ ପ୍ରଚାର…

କଟକରେ ଆଉ ୨୪ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା

କଟକ : କଟକରେ ଆଉ ୨୪ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା । ଆଜି ସନ୍ଧ୍ୟାରୁ ଆସନ୍ତାକାଲି ସନ୍ଧ୍ୟା ଯାଏଁ ୭ ଟା ଯାଏ କଟକଣା ବୃଦ୍ଧି କରାଯାଇଛି । ଏନେଇ ଗୃହ ବିଭାଗକୁ ପ୍ରସ୍ତାବ ଦେଇଥିଲେ ଜିଲ୍ଲାପାଳ । ଏପରି…

ଆସନ୍ତାକାଲି ସକାଳ ୧୦ ଟା ପର୍ଯ୍ୟନ୍ତ ସିଲଭର ସିଟିରେ ବଳବତ୍ତର ରହିବ କର୍ଫ୍ୟୁ

କଟକ : ସୁରକ୍ଷା ଭିତରେ ସିଲଭର ସିଟି । ଚାପା ଉତ୍ତେଜନା ସତ୍ତ୍ବେ ନିୟନ୍ତ୍ରଣରେ ସ୍ଥିତି। ଦ୍ବିତୀୟ ଦିନରେ କଟକରେ କର୍ଫ୍ୟୁ। ଗତକାଲିର ବାଇକ ରାଲି ବେଳେ ଉପୁଜିଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାତି ୧୦ଟାରୁ ୩୬ ଘଣ୍ଟିଆ କର୍ଫ୍ୟୁ ଜାରି…

ବଳରାମ ଦାସ ସମାଧି ପୀଠ ନବୀକରଣ ପାଇଁ ୨୨ କୋଟି ଟଙ୍କାର ଅନୁଦାନ ମିଳିଲା

କୋଣାର୍କ: କାହିଁ କେଉଁ କାଳରୁ ଗୋପ ବ୍ଲକ ଅନ୍ତର୍ଗତ ବେଗୁନିଆ ଗାଁରେ ରହି ଆସିଛି ଭକ୍ତ ବଳରାମ ଦାସଙ୍କ ସମାଧି ପୀଠ । ଯାହାକି ଗୁପ୍ତ ଶ୍ରୀକ୍ଷେତ୍ର ନାମରେ ବେଶ ପରିଚିତ । ଉକ୍ତ କ୍ଷେତ୍ରରେ ଉନ୍ନତି ନେଇ ସ୍ଥାନୀୟ ଅଞ୍ଚଳବାସୀ…

ପୁରୀରେ ଆସନ୍ତାକାଲି ଠାରୁ ହବିଷିଆଳି ବ୍ରତ ଆରମ୍ଭ

ପୁରୀ: ପୁରୀରେ ହବିଷିଆଳି ବ୍ରତ ବା ରାଈଦାମୋଦର ବ୍ରତ ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ବିଭିନ୍ନ ଜିଲ୍ଲାରୁ ହବିଷିଆଳି ଆସି ଶ୍ରୀକ୍ଷେତ୍ରରେ ପହଞ୍ଚିଲେଣି। ପୁରୀରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଚଳିତ ବର୍ଷ ୪ଟି ସ୍ଥାନରେ ହବିଷିଆଳିଙ୍କ ରହଣି ପାଇଁ ବ୍ୟବସ୍ଥା…

ମହାବିରୋଡ଼ ରେଞ୍ଜରେ ଅଜଣା ଜନ୍ତୁ ଆତଙ୍କ, ପେଟ୍ରୋଲିଂ କରି ଗ୍ରାମବାସୀଙ୍କୁ ସଚେତନ କରୁଛି ବନବିଭାଗ

କାମାକ୍ଷାନଗର: ମହାବିରୋଡ଼ ରେଞ୍ଜରେ ଅଜଣା ଜନ୍ତୁ ଆତଙ୍କ । ବାଘ ହୋଇଥିବା ନେଇ ସନ୍ଦେହ କରାଯାଉଛି । କୁଟୁରିଆ ଗାଁରେ ଏକ ଗାଈକୁ ଆକ୍ରମଣ କରିବା ସହ ସ୍ଥାନୀୟ ଜଙ୍ଗଲରେ ଥିବା ସୂଚନା ଦିଆଯାଇଛି । ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା…

କଟକରେ ଶାନ୍ତି ବଜାୟ ରଖିବାକୁ ଆହ୍ବାନ ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଦଶହରା ଭସାଣ ଶୋଭାଯାତ୍ରା ସମୟରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ଅଶାନ୍ତ ହୋଇପଡିଛି ଭାଇଚାରାର ସହର କଟକ । ଦୁଇ ଗୋଷ୍ଠୀ ମଧ୍ୟରେ ସୃଷ୍ଟି ହୋଇଥିବା ଉତ୍ତେଜନା ଥମିବାର ନାଁ ନେଉନାହିଁ । ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାକୁ ସହରରେ ୩୬ ଘଣ୍ଟା…