2025

କୋଚିଂ ସେଣ୍ଟରରେ ବିସ୍ଫୋରଣ: ୨ ଛାତ୍ର ମୃତ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଫାରୁଖାବାଦରେ ଏକ ବଡ଼ ବିସ୍ଫୋରଣ ଘଟିଛି। ଏକ କୋଚିଂ ସେଣ୍ଟରରେ କ୍ଲାସ ଚାଲିଥିବା ସମୟରେ ବିସ୍ଫୋରଣ ଘଟି ଦୁଇ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି, ଯେତେବେଳେ ଜଣେ ଛାତ୍ରୀଙ୍କ ସମେତ ଅନ୍ୟ ପାଞ୍ଚ ଜଣ ଗୁରୁତର ଆହତ ହୋଇଛନ୍ତି।…

ନକ୍ସଲବାଦୀଙ୍କୁ ଅସ୍ତ୍ରଶସ୍ତ୍ର ତ୍ୟାଗ କରିବାକୁ ପଡ଼ିବ: ଶାହ

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶନିବାର ଛତିଶଗଡ଼ ଗସ୍ତ କରିଥିଲେ। ବସ୍ତରରେ, ସେ ମା’ ଦନ୍ତେଶ୍ୱରୀ ମନ୍ଦିର ପରିଦର୍ଶନ କରିଥିଲେ। ତା’ପରେ ସେ ବସ୍ତର ଜିଲ୍ଲାର ମୁଖ୍ୟାଳୟ ଜଗଦଲପୁରରେ ବସ୍ତର ଦଶହରା ଲୋକ ମହୋତ୍ସବ ଏବଂ ସ୍ୱଦେଶୀ ମେଳାକୁ ସମ୍ବୋଧିତ…

ଜାପାନ ରାଜନୀତି ଇତିହାସରେ ପ୍ରଥମ, ଜଣେ ମହିଳା ନେତ୍ରୀ ହୋଇପାରନ୍ତି ପ୍ରଧାନମନ୍ତ୍ରୀ

ଜାପାନ ଇତିହାସରେ ପ୍ରଥମ ଥର ପାଇଁ ଜଣେ ମହିଳା ପ୍ରଧାନମନ୍ତ୍ରୀ ହୋଇପାରନ୍ତି। ଜାପାନର ଶାସକ ଲିବରାଲ ଡେମୋକ୍ରାଟିକ୍ ପାର୍ଟି ବା LDP ସାନାଏ ତାକାଇଚିଙ୍କୁ ନୂତନ ନେତା ଭାବରେ ମନୋନୀତ କରିଛି । ଯଦ୍ବାରା ସେ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ ବୋଲି…

ସୁପ୍ରିମକୋର୍ଟରେ ଓଡ଼ିଶା ସରକାରଙ୍କ ମାମଲା ପରିଚାଳନା: ପ୍ୟାନେଲରେ ୧୮ ଓଡ଼ିଆ ଆଇନଜୀବୀ

ନୂଆଦିଲ୍ଲୀ: ସର୍ବୋଚ୍ଚ ନ୍ୟାୟାଳୟରେ ଓଡ଼ିଶା ସରକାରଙ୍କ ମାମଲା ପରିଚାଳନା ପାଇଁ ୬୯ ଜଣ ଆଇନଜୀବୀ ପ୍ୟାନେଲଭୁକ୍ତ ହୋଇଛନ୍ତି । ଏଥିରେ ୧୮ ଓଡ଼ିଆ ଆଇନଜୀବୀ ଅଛନ୍ତି । ରାଜ୍ୟରେ ମୋହନ ଚରଣ ମାଝୀ ସରକାର ଗଠନର ୧୬ ମାସ ପରେ ସର୍ବୋଚ୍ଚ…

ଖୁବଶୀଘ୍ର ଶେଷ ହେବ ଗାଜା ଯୁଦ୍ଧ: ଶାନ୍ତି ପ୍ରସ୍ତାବରେ ହମାସର ସହମତି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଗାଜା ଶାନ୍ତି ପ୍ରସ୍ତାବରେ ସହମତି ପ୍ରକାଶ କରିଛି ହମାସ । ବନ୍ଧକ ରଖିଥିବା ଇସ୍ରାଏଲି ନାଗରିକଙ୍କୁ ଛଡାଯିବ ଏବଂ ଗାଜା ଷ୍ଟ୍ରିପର ଶାସନ ଡୋରକୁ ଏକ ସ୍ୱାଧୀନ ପାଲେଷ୍ଟାଇନ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରିବା ନେଇ ସକାରାକ୍ରମ…

ବିହାର ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉପହାର, ୨ଟି ନୂଆ ଯୋଜନାର କଲେ ଶୁଭାରମ୍ଭ

ବିହାର : ବିହାର ଯୁବକ ଓ ଛାତ୍ରମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ଉପହାର ଦେଇଛନ୍ତି । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ପ୍ରଧାନମନ୍ତ୍ରୀ ଏହି ଦୁଇ ଯୋଜନାର ଶୁଭାରମ୍ଭ କରିଛନ୍ତି । ନୂଆ ମୁଖ୍ୟମନ୍ତ୍ରୀ ନିଶ୍ଚୟ ସ୍ବଂୟ ସହାୟତା ଭତ୍ତା ଯୋଜନାର…

ଶିଶୁଙ୍କ ଜୀବନ ଯିବା ପରେ ମଧ୍ୟପ୍ରଦେଶରେ କଫ ସିରପ ବିକ୍ରି ବ୍ୟାନ୍ କଲେ ମୁଖ୍ୟମନ୍ତ୍ରୀ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶରେ ୯ ଜଣ ଶିଶୁଙ୍କ ଜୀବନ ଯିବା ପରେ କଫ୍ ସିରପକୁ ବ୍ୟାନ କରିଛନ୍ତି ସରକାର । ମୁଖ୍ୟମନ୍ତ୍ରୀ ମୋହନ ଯାଦବ କଡ଼ା କାର୍ଯ୍ୟାନୁଷ୍ଠାନ କରି କଫ୍ ସିରପକୁ ସମଗ୍ର ରାଜ୍ୟରେ ବ୍ୟାନ୍ କରିଛନ୍ତି । ମୁଖ୍ୟମନ୍ତ୍ରୀ ସୋସିଆଲ…

ବନ୍ଦ ହେଲା NASA, ଟ୍ରମ୍ପଙ୍କୁ ଝଟକା

ୱାଶିଂଟନ୍ : ଟ୍ରମ୍ପଙ୍କୁ ବଡ଼ ଝଟକା । ବନ୍ଦ ହେଲା ନାସା । ଆମେରିକାର ମହାକାଶ ବିଜ୍ଞାନ ସଂସ୍ଥା NASA ନିଜେ ଏହି ଘୋଷଣା କରିଛି । NASAଏହାର ସୂଚନା ୱେବସାଇଟରେ ଦେଇଛି ।ଏହାର ୱେବସାଇଟରେ କୁହାଯାଇଛି ଯେ, ପରବର୍ତ୍ତୀ ସୂଚନା…

ବାସୁଦେବପୁରରେ ୫ ଦିନର କନ୍ୟା ସନ୍ତାନକୁ ବିକ୍ରି ଅଭିଯୋଗ

ବାସୁଦେବପୁର: ୫ଦିନର ଶିଶୁକୁ ବିକ୍ରି ଅଭିଯୋଗ । ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଖରିଦା ବିନାୟକପୁର ବଡ଼ ମଳିକ ସାହିରେ ଶିଶୁ ବିକ୍ରି ଅଭିଯୋଗ । କନ୍ୟା ସନ୍ତାନ ଜନ୍ମ ହୋଇଥିବରୁ ଶିଶୁକୁ ବିକ୍ରି କରାଯାଇଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ ।…

ରାଜ୍ୟରେ ବନ୍ୟା ଆଶଙ୍କା ନାହିଁ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ନାହିଁ ବନ୍ୟା ସ୍ଥିତି । ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି ବଂଶଧାରା । ଏବେ କାଶୀନଗରରେ ୫୪.୧୬ ମିଟରରେ ପ୍ରବାହିତ ହେଉଛି । ବଂଶଧାରାକୁ ବାଦ୍ ଦେଲେ ଅନ୍ୟ ନଦୀ ଗୁଡିକ ମଧ୍ୟ ବିପଦ ସଙ୍କେତ…