2025

ଦିନକ ପରେ ଗଜଲକ୍ଷ୍ମୀ ପୂଜା, କେନ୍ଦ୍ରାପଡ଼ାରେ ୬୮ରୁ ଅଧିକ ମଣ୍ଡପରେ ପୂଜା ପାଇବେ ଧନଦାତ୍ରୀ

କେନ୍ଦ୍ରାପଡ଼ା : ଦିନକ ପରେ ଗଜ ଲକ୍ଷ୍ମୀ ପୂଜା । ଆସନ୍ତା ୬ ତାରିଖ ଦିନ ମା’ ମହାଲକ୍ଷ୍ମୀ ବିଭିନ୍ନ ପୂଜା ମଣ୍ଡପରେ ପୂଜା ପାଇବେ । ଏଥିପାଇଁ ଚଳଚଞ୍ଚଳ କେନ୍ଦ୍ରାପଡ଼ା । ୬୮ରୁ ଉର୍ଦ୍ଧ ପୂଜା ମଣ୍ଡପରେ ପୂଜା ପାଇବେ…

ବେଆଇନ ଚାଲାଣ ବେଳେ ୫୫ ଦାଦନ ଶ୍ରମିକ ଉଦ୍ଧାର

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ସହର ଧୂବାପଡାରୁ ରାଜ୍ୟ ବାହାରକୁ ଯିବାକୁ ଥିବା ୫୫ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି ପୁଲିସ। ରାଜ୍ୟ ବାହାରକୁ ଚାଲାଣ ପୂର୍ବରୁ ଦାଦନ ସର୍ଦ୍ଦାର ଘର ଭିତରୁ ସେମାନଙ୍କୁ ପୁଲିସ ଉଦ୍ଧାର କରିଛି। ଶ୍ରମିକମାନଙ୍କ ମଧ୍ୟରୁ ନୂଆପଡା…

ଭୁବନେଶ୍ବର ଏୟାରପୋର୍ଟରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ

ଭୁବନେଶ୍ବର : ଭୁବନେଶ୍ବର ବିମାନବନ୍ଦରରୁ ମାରିଜୁଆନା ଜବତ । ୩ କୋଟି ଟଙ୍କାର ମାରିଜୁଆନା ଜବତ କଲା କଷ୍ଟମ ବିଭାଗ । ଏହି ମାମଲାରେ କଷ୍ଟମ ବିଭାଗ ଭୁବନେଶ୍ୱର ଏୟାରପୋର୍ଟରୁ ଜଣକୁ ଉଠାଇ ନେଇଛି । ୩ କେଜି ୨୦୦ ଗ୍ରାମ…

ଏସ୍‌ଆଇ ଚାକିରି କେଳେଙ୍କାରୀ: ଅରିଜିନାଲ ସାର୍ଟିଫିକେଟ ନେଇ ହେଉଥିଲା ଡିଲ୍, ବ୍ଳାଙ୍କ ଚେକରେ ଟଙ୍କା କାରବାର

ଭୁବନେଶ୍ୱର : ପୋଲିସ ଏସଆଇ ଚାକିରି ପଛରେ ସିଣ୍ଡିକେଟ୍ । ଅରିଜିନାଲ ସାର୍ଟିଫିକେଟ ନେଇ ଚାଲୁଥିଲା ଡିଲ୍ । ବ୍ଳାଙ୍କ ଚେକ୍ ରେ ହେଉଥିଲା ଟଙ୍କା କାରବାର । ବିଭିନ୍ନ କୋଚିଂ ସେଣ୍ଟରେ କୋଚିଂ ଦେଉଥିବା ଶିକ୍ଷକଙ୍କ ଜରିଆରେ ଚାଲୁଥିଲା ସିଣ୍ଡିକେଟ୍…

କଟକରେ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ: ୬ ଜଣଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ

କଟକ: କଟକରେ ଦୁର୍ଗାପୂଜା ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ ଘଟଣାରେ ୬ ଗିରଫ । ଘଟଣାସ୍ଥଳ ଏବଂ ଆଖପାଖ ଅଂଚଳର ସିସିଟିଭି ଫୁଟେଜ ଯାଞ୍ଚ କରୁଛି କମିଶନରେଟ୍ ପୋଲିସ । ଡ୍ରୋନ୍ ଭିଜୁଆଲ ଫୁଟେଜରୁ ଗଣ୍ଡଗୋଳକାରୀଙ୍କୁ ଚିହ୍ନଟ କରାଯାଇଛି । ଏବେ…

ବିପର୍ଯ୍ୟୟ ମୁକାବିଲା ପାଇଁ ନିର୍ମାଣ ହେବ ବିପର୍ଯ୍ୟୟ ଭବନ

ଭୁବନେଶ୍ୱର : ବିପର୍ଯ୍ୟୟ ମୁକାବିଲା ପାଇଁ ଭୁବନେଶ୍ବରରେ ବିପର୍ଯ୍ୟୟ ଭବନ ନିର୍ମାଣ କରିବେ ସରକାର ଏଥିପାଇଁ ୨୦୦କୋଟି ଟଙ୍କା ଖର୍ଚ୍ଚ ହେବ । ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ମନ୍ତ୍ରୀ…

ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ସାଙ୍ଗଠନିକ ବିଷୟ ଉପରେ ହେଲା ଆଲୋଚନା

ଭୁବନେଶ୍ବର: ଦିଲ୍ଲୀରେ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଭେଟିଛନ୍ତି । ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଉଭୟଙ୍କ ମଧ୍ୟରେ ବିଭିନ୍ନ ସାଂଗଠନିକ ବିଷୟ ଉପରେ ଆଲୋଚନା ହୋଇଥିବା ସୂଚନା…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଦୁଇ ଭାଇ

ସୁନ୍ଦରଗଡ଼: ଦୁଇ ଭାଇଙ୍କ ସଲିଳସମାଧି । ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଝୁପୁରୁଙ୍ଗା ଗାଁର ଦୁଃଖଦ ଘଟଣା । ଗାଁର ଛିଟକେନଢିପାରେ ପୋଖରୀରେ ଗାଧୋଇବାକୁ ଯାଇ ଦୁଇ ଭାଇ ଦେବାଶିଷ ମାକର ଓ ଚିତ୍ତ…

ଆସନ୍ତା ୯ ରେ ଆଉ ଏକ ଲଘୁଚାପ, ୭ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର : ଗୋଟିଏ ନ ଯାଉଣୁ ଆଉ ଗୋଟିଏ ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ…

ଏସଆଇ ପରୀକ୍ଷା ଜାଲିଆତି: ସିଲିକନ ସିଇଓଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ବର: ପୁଲିସ ଏସଆଇ ପରୀକ୍ଷା ଜାଲିଆତି ଘଟଣାରେ ପରୀକ୍ଷା ପରିଚାଳନା ଦାୟିତ୍ଵରେ ଥିବା ସଂସ୍ଥା ସିଲିକନ ଟେକ୍‌ ପ୍ରାଇଭେଟ ଲିମିଟେଡର ସିଇଓଙ୍କୁ ଜେରା କରିଛି କ୍ରାଇମବ୍ରାଞ୍ଚ। ସିଇଓ ସୁରେଶ ନାୟକଙ୍କୁ ଅଧିକାରୀମାନେ ପଚରାଉଚରା କରିଛନ୍ତି। ଏହି ଘଟଣାରେ ପୁଲିସ ୧୧୭ ଜଣଙ୍କୁ…