2025

ବିଶ୍ଵ ମାନଚିତ୍ରରୁ ହଜିଯିବ ପାକିସ୍ତାନର ଚିହ୍ନବର୍ଣ୍ଣ : ସେନାମୁଖ୍ୟ

ନୂଆଦିଲ୍ଲୀ: ଅପରେସନ ସିନ୍ଦୂରରେ ଭାରତଠୁ ପରାଜିତ ହେବା ପରେ ବି ପାକିସ୍ତାନ ନିଜ ହରକତ ଛାଡ଼ିପାରୁନି। ଏବେ ଭାରତ ତରଫରୁ କଡ଼ା ଚେତାବନୀ ଦିଆଯାଇଛି। ଆତଙ୍କବାଦୀଙ୍କୁ ପାଳିପୋଷି ବଡ଼ କରୁଥିବା ପାକିସ୍ତାନକୁ ସେନା ମୁଖ୍ୟ ଉପେନ୍ଦ୍ର ଦ୍ଵିବେଦୀ ଚେତାଇ କହିଛନ୍ତି, ଯଦି…

ଫେରାର ୨ କଏଦୀଙ୍କ ଫଟୋ ଜାରି, ଧରାଇ ଦେଲେ ମିଳିବ ୫୦ ହଜାର ଟଙ୍କା ପୁରସ୍କାର

କଟକ : କଟକ ଡିସିପି ଅଫିସ ପକ୍ଷରୁ ଚୌଦ୍ୱାର ସର୍କଲ ଜେଲରୁ ୨ ଫେରାର କଏଦୀଙ୍କ ଫଟୋ ଜାରି କରାଯାଇଛି । ସେମାନଙ୍କ ସମ୍ବନ୍ଧରେ କିଛି ଜାଣିଲେ ତୁରନ୍ତ ସୂଚନା ଦେବାକୁ ଅନୁରୋଧ କରାଯାଇଛି । ସୂଚନାଦାତାଙ୍କ ପରିଚୟ ଗୁପ୍ତ ରଖାଯିବ…

ରାୟଗଡ଼ାରେ ଭୂସ୍ଖଳନ: ଭାଙ୍ଗିଲା ରେଳ ଧାରଣା, ଟ୍ରେନ ଚଳାଚଳ ବାଧାପ୍ରାପ୍ତ

ରାୟଗଡ଼ା: ରାୟଗଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ଭୂସ୍ଖଳନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଦଶହରାକୁ ଧୋଇ ଦେଇଛି ଲଗାଣ ବର୍ଷା। ପାହାଡ ଧସି ଟ୍ରେନ ଟ୍ରାକରେ ପଡିବାରୁ ଟ୍ରାକ ଭାଙ୍ଗିଯାଇଛି। ଫଳରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏହାସହ…

ଲଗାଣ ବର୍ଷାରେ ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର

ଗଜପତି: ଲଗାଣ ବର୍ଷାରେ ଗଜପତି ଜିଲ୍ଲାର ସ୍ଥିତି ବେହାଲ। ଗଜପତି ମହେନ୍ଦ୍ରଗିରିରେ ଭୂସ୍ଖଳନ ପରେ ଫସି ରହିଥିବା ପର୍ଯ୍ୟଟକଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ କରାଯାଇଛି ଉଦ୍ଧାର। ହେଲେ ରାୟଗଡ଼ ବ୍ଲକ ଅନ୍ତର୍ଗତ ପେକେଟ ଗାଁରେ ଭୂସ୍କଳନ ପରେ ବାପ ଆଉ ପୁଅ ନିଖୋଜ…

ଶୋଇଥିବା ବେଳେ ମାରଣାସ୍ତ୍ରରେ ହାଣି ହତ୍ୟା

ପାଟଣା: ନିଜ ଘର ବାରଣ୍ଡାରେ ଶୋଇଥିବା ଅବସ୍ଥାରେ ମୁଣ୍ଡକୁ ହାଣି ହତ୍ୟା କରାଯାଇଛି । ଏଭଳି ଅଭାବନୀୟ ଘଟଣା କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ୫୫ବର୍ଷୀୟ ଭଦୃ ମହାକୁଡ । ଖବରରୁ ପ୍ରକାଶ…

୧୦ରୁ ୧୨ ପାକିସ୍ତାନୀ ଯୁଦ୍ଧ ବିମାନ ନଷ୍ଟ କରିଛି ଭାରତ : ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ସମୟରେ ଭାରତ ଏହାର ଦକ୍ଷତା ଏବଂ ଶକ୍ତି ପ୍ରଦର୍ଶନ କରିଛି। ଭାରତୀୟ ବାୟୁସେନା(ଆଇଏଏଫ) ଶତ୍ରୁ ରାଷ୍ଟ୍ରର ୩୦୦ କିଲୋମିଟର ଭିତର ଅଞ୍ଚଳରେ ପ୍ରବେଶ କରି ଆକ୍ରମଣ କରିଛି। ଏହି ସମୟରେ ୧୦ରୁ ୧୨ ପାକିସ୍ତାନୀ ଯୁଦ୍ଧ ବିମାନକୁ…

କଫ୍‍ ସିରପ୍‍ ପିଇ ୧୨ପିଲାଙ୍କ ମୃତ୍ୟୁ

ମଧ୍ୟପ୍ରଦେଶ: ଥଣ୍ଡା କାଶ ପାଇଁ ଖାଉଥିବା ଔଷଧ ଜୀବନ ପ୍ରତି ବିପଦପୂର୍ଣ୍ଣ ହୋଇପାରେ । ଏପରି ଜଣାପଡିଛି ମଧ୍ୟପ୍ରଦେଶର ଛିନ୍ଦୱାଡା ଜିଲାରେ । କଫ ସିରପ୍‍ ଖାଇବା ପରେ ଆଉ ତିନି ଜଣ ଶିଶୁଙ୍କ ମୃତ୍ୟୁ ହୋଇଛି । ଗତ ୨୦ଦିନରେ…

ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ କ୍ଷତି ସହିବାକୁ ଦେବ ନାହିଁ ରୁଷ

ନୂଆଦିଲ୍ଲୀ: ଭାରତ ଉପରେ ଚାପ ପକାଇବା ପାଇଁ ଆମେରିକା ୫୦ପ୍ରତିଶତ ଶୁଳ୍କ ଲାଗୁ କରିଥିଲା । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାବିଥିଲେ ଯେ ଏହା ଭାରତ-ରୁଷ ବନ୍ଧୁତାକୁ ଭାଙ୍ଗିଦେବ । ଶୁଳ୍କ ଚାପରେ ଭାରତ ରୁଷଠାରୁ ଆଉ ତେଲ କିଣିବା…

ପେଶାୱରରେ ବୋମା ବିସ୍ଫୋରଣ: ୯ମୃତ

ପାକିସ୍ତାନ: ପାକିସ୍ତାନର ପେଶାୱରରେ ବୋମା ବିସ୍ପୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଆହତ ହୋଇଥିବା ଜଣାପଡିଛି । ଆହତମାନେ ଆଇନ ପ୍ରବର୍ତ୍ତନ ଅଧିକାରୀ ବୋଲି କୁହାଯାଉଛି । ମିଳିଥିବା ସୂଚନା ଅନୁସାରେ ସୁରକ୍ଷା ବାହିନୀକୁ ଟାର୍ଗେଟ କରିବା ପାଇଁ ବିସ୍ଫୋରଣ…

NIELIT ଡିଜିଟାଲ୍ ବିଶ୍ୱବିଦ୍ୟାଳୟ ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା, ସୂଚନା ଏବଂ ପ୍ରସାରଣ ମନ୍ତ୍ରୀଅଶ୍ୱିନୀ ବୈଷ୍ଣବ ନୂଆଦିଲ୍ଲୀରେ ଏନଆଇଇଏଲଆଇଟି ଡିଜିଟାଲ୍ ବିଶ୍ୱବିଦ୍ୟାଳୟ ପ୍ଲାଟଫର୍ମର ଲୋକାର୍ପଣ କରିଛନ୍ତି। ଉଚ୍ଚମାନର ଡିଜିଟାଲ୍ ଶିକ୍ଷାର ଉପଲବ୍ଧତାକୁ ସାର୍ବଜନୀନ କରିବା ପାଇଁ ଏହି ପ୍ଲାଟଫର୍ମ ଡିଜାଇନ୍ କରାଯାଇଛି।…