2025

ଦୁର୍ଗାପୂଜାରେ ନାବାଳକଙ୍କୁ ଛୁରାମାଡ଼: ନାବାଳକ ମୃତ, ଜଣେ ଗୁରୁତର

ପାଇକମାଳ: ଝାରବନ୍ଧ ବ୍ଲକ ଡଭା ଦୁର୍ଗାପୂଜାରେ ବଡ଼ ଅଘଟଣ ଘଟିଛି। ଜଣେ ୧୭ବର୍ଷୀୟ ବାଳକର ଛୁରାମାଡ଼ରେ ମୃତ୍ୟୁ ଘଟିଛି। ମୃତକ ଝାରବନ୍ଧ ବ୍ଲକର ତୁର୍ଲ୍ଲା ଗ୍ରାମର ମାନଠୁ ବରିହା(୧୭) ବୋଲି ଜଣା ପଡ଼ିଛି। ତେବେ ତାଙ୍କ ସମ୍ପର୍କୀୟ ଜଣେ ଗୁରୁତର ଥିବା…

ଅସରାଏ ବର୍ଷା ପରେ ରାଜଧାନୀ ରାସ୍ତାରେ ନାହିଁ ନଥିବା ଭିଡ଼

ଭୁବନେଶ୍ବର: ଭିଡ଼.. ଭିଡ଼… ଭିଡ଼… ଭୁବନେଶ୍ବରରେ ଭିଡ଼ ନା ଭିଡ଼ରେ ଫସିଛି ଭୁବନେଶ୍ବର । ଆଜି ଭୁବନେଶ୍ବରରେ ଅସରାଏ ବର୍ଷା ପରେ ରାଜଧାନୀ ରାସ୍ତାରେ ଦେଖିବାକୁ ମିଳିଥିଲା ନାହିଁ ନଥିବା ଭିଡ଼ । ବର୍ଷା ପାଇଁ ଲୋକେ ତ ଏକରେ ଦୋକାନ…

ଜାତୀୟ ଶିକ୍ଷା ନୀତି ଅନୁଯାୟୀ ପ୍ରଥମ ଥର ‘ବାଲ୍ ବାଟିକା’କୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ସମେତ ଦେଶର ବେସାମରିକ କ୍ଷେତ୍ରରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ପ୍ରସ୍ତାବରେ ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ…

ଜାରି ହେଲା ବିହାରରେ ଚୂଡ଼ାନ୍ତ ଭୋଟର ତାଲିକା

ବିହାର: ବିହାରରେ ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ(ଏସଆଇଆର) କାର୍ଯ୍ୟକାରୀ ହେବା ପରେ ନିର୍ବାଚନ ଆୟୋଗ ମଙ୍ଗଳବାର ଚୂଡ଼ାନ୍ତ ଭୋଟର ତାଲିକା ଜାରି କରିଛନ୍ତି। ଏହି ଭୋଟର ତାଲିକା ଆଧାରରେ ଆଗାମୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ଆୟୋଗ(ଇସି) ନିଜର ଓ୍ବେବସାଇଟରେ ଏହି…

ତାପଜ ଶକ୍ତି କେନ୍ଦ୍ରରେ ଦୁର୍ଘଟଣା, ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

ଚେନ୍ନାଇ: ଉତ୍ତର ଚେନ୍ନାଇ ତାପଜ ଶକ୍ତି କେନ୍ଦ୍ର ନିର୍ମାଣସ୍ଥଳରେ ମଙ୍ଗଳବାର ବଡ଼ ଧରଣର ଦୁର୍ଘଟଣା ଘଟିଛି। ଏଠାରେ ନିର୍ମାଣାଧୀନ ଏକ ଆର୍ଚ ଭୁଶୁଡ଼ିପଡ଼ିବାରୁ ୯ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ପ୍ରାଥମିକ ସୂଚନା ଅନୁସାରେ, ପ୍ରାୟ…

ପାକିସ୍ତାନ କ୍ବେଟା ସେନା ମୁଖ୍ୟାଳୟରେ ବିସ୍ଫୋରଣ, ୧୦ ମୃତ

ପାକିସ୍ତାନ : କ୍ୱେଟାରେ ଥିବା ପାକିସ୍ତାନୀ ସେନା ମୁଖ୍ୟାଳୟରେ ବଡ଼ ବିସ୍ଫୋରଣ ହୋଇଛି । ପୂର୍ବ କ୍ୱେଟାରେ ଫ୍ରଣ୍ଟିୟର୍ କର୍ପସ୍ ମୁଖ୍ୟାଳୟ ନିକଟରେ ବଡ଼ ବିସ୍ଫୋରଣ ହୋଇଛି । ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନେକ ଆହତ ହୋଇଛନ୍ତି…

ଝିଅକୁ ମାରି ପଥରରେ ବାନ୍ଧି ନଈକୁ ଫିଙ୍ଗିଦେଲେ ବାପା

୧୭ବର୍ଷର ଝିଅ ପ୍ରେମରେ ପଡିଥିଲା । ଝିଅର ପ୍ରେମକୁ ସହି ପାରୁନଥିଲେ ବାପା । ସୈତାନ ସାଜିଲେ ବାପା । ଗୁଳି କରି ପଥରରେ ବାନ୍ଧି ନଈକୁ ଫିଙ୍ଗିଦେଲେ । ଆଉ ତା’ପରେ ଯାହା ଘଟିଲା ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ଇଣ୍ଡିଗୋ ବିମାନକୁ ବୋମା ଧମକ, ଦିଲ୍ଲୀ ଏୟାରପୋର୍ଟରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଦିଲ୍ଲୀ: ମୁମ୍ବାଇରୁ ଦିଲ୍ଲୀ ଆସୁଥିବା ଇଣ୍ଡିଗୋ ବିମାନକୁ ଆଜି ମିଳିଛି ବୋମା ଧମକ । ଏହି ଖବର ଶୁଣିଲା ପରେ ସମସ୍ତେ ଭୟଭୀତ ହୋଇଛନ୍ତି । ଚାରିଆଡ଼େ ଆତଙ୍କ ସୃଷ୍ଟି ହୋଇଛି । ଏନେଇ ଦିଲ୍ଲୀ ବିମାନ ବନ୍ଦରରେ ଜରୁରୀ କାଳୀନ…

ନମାଜ ପାଠ ବେଳେ ଭୁଶୁଡ଼ିଲା ସ୍କୁଲ ଛାତ, ଅନେକ ଛାତ୍ର ଗୁରୁତର

ଇଣ୍ଡୋନେସିଆ: ନମାଜ ପଢୁଥିଲେ ଛାତ୍ର ଛାତ୍ରୀ । ହଠାତ ତାଙ୍କ ଉପରେ ପଡିଗଲା ସ୍କୁଲ କାନ୍ଥ । ଆଉ ତା’ପରେ ଯାହା ଘଟିଲା ଆପଣ ଜାଣିଲେ ସ୍ତବ୍ଧ ହୋଇଯିବେ । ଇଣ୍ଡୋନେସିଆର ଏକ ସ୍କୁଲରେ ପ୍ରାର୍ଥନା କରୁଥିବା ସମୟରେ ଛାତ୍ରମାନଙ୍କ ଉପରେ…

ବରିଷ୍ଠ ବିଜେପି ନେତା ବିଜୟ କୁମାର ମଲହୋତ୍ରାଙ୍କ ପରଲୋକ

ଦିଲ୍ଲୀ : ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଏବଂ ଦିଲ୍ଲୀ ବିଜେପିର ଅଧ୍ୟକ୍ଷ ବିଜୟ କୁମାର ମଲହୋତ୍ରାଙ୍କ ପରଲୋକ ଘଟିଛି । ଅସୁସ୍ଥତା ଯୋଗୁଁ ସେ ଦୀର୍ଘ ଦିନରୁ ଦିଲ୍ଲୀ ଏମସରେ ଚିକିତ୍ସିତ ହେଉଥିଲେ । ଏହାରି ମଧ୍ୟରେ ସେ…