2025

ଗାଜାରେ ଯୁଦ୍ଧ ଶେଷ କରିବା ପାଇଁ ଶାନ୍ତି ଯୋଜନା ଘୋଷଣା, ଟ୍ରମ୍ପ ଦେଲେ ସୂଚନା

ଗାଜା: ଗାଜାରେ ଯୁଦ୍ଧ ଶେଷ କରିବା ପାଇଁ ଶାନ୍ତି ଯୋଜନା ଘୋଷଣା । ଶାନ୍ତି ଯୋଜନା ଘୋଷଣା କଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଏହି ଶାନ୍ତି ଯୋଜନାରେ ଗାଜାରେ ତୁରନ୍ତ ଯୁଦ୍ଧ ବିରତି, ପାଲେଷ୍ଟାଇନରୁ ଇସ୍ରାଏଲ ସେନା ପ୍ରତ୍ୟାହାର ଓ…

ଶାସ୍ତ୍ରୀ ଭବନରେ ମାଙ୍କଡ଼ର ଉପଦ୍ରବ, ୭ ମହଲାରୁ ଖସି ପଡିଲେ ଅଧିକାରୀ

ନୂଆଦିଲ୍ଲୀ : ଦିଲ୍ଲୀର ଶାସ୍ତ୍ରୀ ଭବନରେ ଏକ ମାଙ୍କଡ଼ର ଉତ୍ପାତ ଦେଖିବାକୁ ମିଳିଛି । କେନ୍ଦ୍ରୀୟ ମନ୍ତ୍ରଣାଳୟରେ ପୋଲିସ ଅଧିକାରୀ ଭାବେ କାର୍ଯ୍ୟ କରୁଥିବା ଦୀପକ ଖୋଡାଙ୍କ ଉପରେ ହଠାତ୍ ମାଙ୍କଡ଼ ଆକ୍ରମଣ କରିଥିଲା । ମାଙ୍କଡ଼ ଆକ୍ରମଣ ପରେ ସେ…

ନଦୀରେ ବୁଡ଼ି ଗୋଟିଏ ପରିବାରର ୩ ମୃତ, ଜଣେ ଗୁରୁତର

ବ୍ରହ୍ମପୁର : ସୋମବାର ଦିନ ଗଞ୍ଜାମ ଜିଲ୍ଲାରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ନଦୀରେ ବୁଡି ଜଣେ ମହିଳା, ତାଙ୍କ ଝିଅ ଏବଂ ନାତି ମୃତ୍ୟୁବରଣ କରିଛନ୍ତି । ଦିଗପହଣ୍ଡି ଅଞ୍ଚଳର କଳିଙ୍ଗାଦଳା ଗ୍ରାମ ନିକଟ ବାହୁଦା ନଦୀରେ ଏହି…

ଦୁଇ ବାଇକ ମୁହାଁମୁହିଁ, ୩ ମୃତ

ନୟାଗଡ଼: ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ନୟାଗଡ଼ ଜିଲା ଓଡ଼ଗା ଥାନା ଅନ୍ତର୍ଗତ ଗୋଡ଼ିପଲ୍ଲୀ ଛକ ନିକଟରେ ମଙ୍ଗଳବାର ଏଭଳି ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ…

ନାଲକୋ କାର୍ଯ୍ୟାଳୟରେ ସିବିଆଇ ଚଢ଼ାଉ

ଭୁବନେଶ୍ଵର: ନାଲକୋ କାର୍ଯ୍ୟାଳୟରେ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ପକ୍ଷରୁ ଚଢ଼ାଉ କରାଯାଇଛି। ଚାକିରି ଦେବା ନାଁରେ ଏକାଧିକ ଯୁବକଙ୍କୁ ଠକେଇ କରାଯାଇଥିବା ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ମିଳିଛି। ସିବିଆଇ ପକ୍ଷରୁ ୨ ଜଣ କର୍ମଚାରୀଙ୍କୁ ପଚରାଉଚରା କରାଯାଇଛି।…

ବଡଦାଣ୍ଡରେ ରହିବନି ମଦ ଦୋକାନ- ଆଇନ ମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିରର ୧କିଲୋମିଟର ପରିଧି ଓ ବଡଦାଣ୍ଡରେ ରହିବନି ମଦ ଦୋକାନ । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବଡଦାଣ୍ଡକୁ ସଂଯୋଗ କରୁଥିବା ଛୋଟ ଛୋଟ ରାସ୍ତାରେ ଆମିଷ ବିକ୍ରି ବନ୍ଦ ରହିବ । ମନ୍ତ୍ରୀ କହିଛନ୍ତି…

ଶ୍ରୀମନ୍ଦିରରେ ଭିଆଇପିଙ୍କ ଦର୍ଶନ ପାଇଁ ନୀତି ବିଭ୍ରାଟ

ପୁରୀ: ଶ୍ରୀମନ୍ଦିରରେ ବାରମ୍ବାର ନୀତି ବିଭ୍ରାଟ ହେଉଥିବା ବେଳେ ହଜାରେ ବର୍ଷର ପରମ୍ପରା ଭଙ୍ଗ ହେଉଛି। ରବିବାର ରାତିରେ ମହାପ୍ରଭୁଙ୍କ ଚନ୍ଦନ ଲାଗି ପରେ ଭକ୍ତ ବାହାର କାଠ ଡେଇଁ ଭିତର କାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଯାହାକୁ…

ଠକେଇରୁ ବର୍ତ୍ତିଲେ ୧୨୦ ପୋଲିସ SI ପରୀକ୍ଷାର୍ଥୀ, ଓଡ଼ିଶା ପୋଲିସର ହେଲ୍ପ ଲାଇନ୍ ନମ୍ବର ଜାରି

ବ୍ରହ୍ମପୁର: ପୋଲିସ SI ପରୀକ୍ଷାର୍ଥୀଙ୍କୁ ଠକେଇ ଉଦ୍ୟମ ! ବଡ଼ ଠକେଇରୁ ବର୍ତ୍ତିଲେ ୧୨୦ ଜଣ ପୋଲିସ SI ପରୀକ୍ଷାର୍ଥୀ । ହାଇଦ୍ରାବାଦର ଏକ ସଂସ୍ଥା ମିଡିଲମ୍ୟାନ ମାଧ୍ୟମରେ ଫସାଇଥିଲା । ହାଇଦ୍ରାବାଦ ଯାଉଥିଲାବେଳେ ପରୀକ୍ଷାର୍ଥୀଙ୍କୁ ଉଦ୍ଧାର କରିଛି ପୋଲିସ ।…

ସ୍ଥଗିତ ହେଲା ପୋଲିସ SI ପରୀକ୍ଷା

ଭୁବନେଶ୍ବର: ଓଡ଼ିଶାରେ ହେବାକୁ ଥିବା ପୋଲିସ SI ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଆସନ୍ତା ଅକ୍ଟୋବର ୫ ଓ ୬ ରେ ହୋଇଥାନ୍ତା ପରୀକ୍ଷା । ପରବର୍ତ୍ତୀ ସମୟରେ ଆଗାମୀ ପରୀକ୍ଷା ତାରିଖ ଘୋଷଣା କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା…

ସୃଷ୍ଟି ହେଲା ଘୁର୍ଣ୍ଣିବଳୟ, ଆସନ୍ତା ୪ ଦିନ ପ୍ରବଳ ବର୍ଷିବ!

ଭୁବନେଶ୍ୱର : ପ୍ରବଳ ବର୍ଷାରେ ଭିଜିବ ଦଶହରା । ଏନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କେନ୍ଦ୍ରୀୟ ବଙ୍ଗୋପସାଗରର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏହା ଅକ୍ଟୋବର ୦୨ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ…