ବାଲିଯାତ୍ରା ଉପର ପଡ଼ିଆରେ ବି ହେବ, ହାଇକୋର୍ଟରେ ଶୁଣାଣି ୯ ତାରିଖରେ
କଟକ : ଉପର ପଡ଼ିଆରେ ବି ହେବ ବାଲିଯାତ୍ରା । ଏନେଇ କୋର୍ଟଙ୍କୁ ଦିଆଯିବ ସତ୍ୟପାଠ । ରୂପରେଖ କ’ଣ ହେବ କୋର୍ଟଙ୍କୁ ଅବଗତ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଜିଲ୍ଲାପାଳଙ୍କ ଆବାସିକ ବାସଭବନରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି।…
