ଛିନ୍ଦଖଡ଼କ ଜଙ୍ଗଲରେ ଗୁଳିବିନିମୟ, ୩ ମାଓବାଦୀ ନିହତ
ଓଡ଼ିଶା ସୀମାନ୍ତ ଛତିଶଗଡ଼ର କାଙ୍କେର ଜିଲା ଅନ୍ତର୍ଗତ ଛନ୍ଦଖଡ଼କ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏହି ଗୁଳିବିନିମୟରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଏବଂ ଜଣେ…
