ଆସନ୍ତା ୧ରେ ଆଉ ଏକ ଲଘୁଚାପ !
ଭୁବନେଶ୍ଵର : ପାର୍ବଣକୁ ଫିକା କରିପାରେ ଲଘୁଚାପ ଜନିତ ବର୍ଷା। ଆସନ୍ତା ୧ ତାରିଖରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୩୦ ତାରିଖରେ ଆଣ୍ତାମାନ୍ ସାଗରରେ ନୂଆ ଘୂର୍ଣ୍ଣିବଳୟ ପ୍ରବେଶ କରିବା ନେଇ ପୂର୍ବାନୁମାନ କରିଛି…
ଭୁବନେଶ୍ଵର : ପାର୍ବଣକୁ ଫିକା କରିପାରେ ଲଘୁଚାପ ଜନିତ ବର୍ଷା। ଆସନ୍ତା ୧ ତାରିଖରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୩୦ ତାରିଖରେ ଆଣ୍ତାମାନ୍ ସାଗରରେ ନୂଆ ଘୂର୍ଣ୍ଣିବଳୟ ପ୍ରବେଶ କରିବା ନେଇ ପୂର୍ବାନୁମାନ କରିଛି…
ଭୁବେନଶ୍ବର: ଲଗାଣ ବର୍ଷା ଯୋଗୁଁ ରାଜ୍ୟର କିଛି ନଦୀରେ ଜଳସ୍ତର ବଢିବାରେ ଲାଗିଛି । କିନ୍ତୁ କୌଣସି ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉନାହିଁ । ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର…
ଭବାନୀପାଟଣା: ଭବାନୀପାଟଣାରୁ ଖଡ଼ିଆଳ ଦେଇ ରାୟପୁରକୁ ସଂଯୋଗ କରୁଥିବା ତେଲ ନଦୀ ପୋଲ ଦବି ଯାଇଥିବାରୁ ଏହି ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରଖାଯାଇଛି। ଆଜି ସକାଳ ପ୍ରାୟ ୯ଟା ବେଳେ ପୋଲ ମଝିରେ ଥିବା ଏକ ସ୍ଲାବରୁ ସିମେଣ୍ଟ ଖସିବା…
ଭବାନୀପାଟଣା : କଳାହାଣ୍ଡିରେ ଗତ ୨ ଦିନର ଲଗାଣ ବର୍ଷାରେ ଅନେକ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ସଦର ବ୍ଲକ୍ ଦେପୁର ନିକଟରେ ରେତ ଡ୍ୟାମର ମୁଖ୍ୟ କେନାଲ ତ ପ୍ରାୟ ୨୦ ଫୁଟ ହୁଡ଼ା ଭାଙ୍ଗି ଯାଇଛି। ଫଳରେ ପ୍ରାୟ…
ରାୟଗଡା :ଟ୍ରକ୍ ତଳେ ଚାପି ହୋଇ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ର ମୃତ୍ଯୁବରଣ କରିଛନ୍ତି । ମୃତକ ହେଲେ କାଶୀପୁର ବ୍ଳକ ସିନ୍ଦୁରଘାଟି ପଞ୍ଚଯାତ ଡେରାକଣା ଗ୍ରାମର ରାହୁଳ ନାଏକ । ରାହୁଲ ରାୟଗଡା ବ୍ଲକ ପେନିକଣା ଆଶ୍ରମ ବିଦ୍ଯାଳୟରେ ରହି…
ଉଦଳା : ସ୍ୱାମୀ ସାଜିଲା ସୈତାନ । ସାମାନ୍ୟ ହାଣ୍ଡିଆ ସବୁ ସ୍ତ୍ରୀ ପିଇ ଦେବାରୁ କାଠ ଫାଳିଆରେ ବାଡ଼େଇ ବାଡ଼େଇ ମାରିଲା ସ୍ୱାମୀ। ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଉପରତାଳଡିହା ଗାଁରୁ ଆସିଛି ଅଭିଯୋଗ । ମୃତକ ହେଲେ ଗୁରୁ…
ସୋରୋ: ଗର୍ଭବତୀଙ୍କ ହାତ ଗୋଡ଼ ବାନ୍ଧି ଲୁଟିନେଲେ ଟଙ୍କା ଓ ଅଳଙ୍କାର । ଗର୍ଭବତୀ ମହିଳାଙ୍କୁ ବି ଛାଡିଲେନି ଲୁଟେରା । ଟଙ୍କା, ଗହଣା ତ ନେଲେ ନେଲେ ତା’ପରେ ପୁଣି ଗର୍ଭବତୀଙ୍କୁ ମାଡ଼ ମାରିଲେ । ସୋରୋରେ ମାତିଲେ ଚୋର…
ଝାରସୁଗୁଡା: ଝାରସୁଗୁଡାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ବିେଜେପି ବରିଷ୍ଠ ନେତୃବୃନ୍ଦ ଝାରସୁଗୁଡା ବିମାନ ବନ୍ଦରରେ ମୋଦିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ବିମାନବନ୍ଦରରୁ ଜେଲ ଛକ ପର୍ଯ୍ୟନ୍ତ ଏକ ବିଶାଳ ରୋଡ ସୋ’ରେ ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଝଲକ ପାଇଁ…
ଝାରସୁଗୁଡା: ରେଳ ସଂଯୋଗୀକରଣକୁ ଆହୁରି ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଅମୃତ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ଓଡ଼ିଶାର ବ୍ରହ୍ମପୁର ସହ ଗୁଜରାଟର ସୁରତ ଜିଲ୍ଲାର ଉଧନାକୁ ସଂଯୋଗ କରୁଛି। ପଶ୍ଚିମ…
ଭୁବନେଶ୍ୱର: ଆଉ ଦିନ କେଇଟା ପରେ ଦଶହରା ପର୍ବ । ଏହି ସମୟରେ ରାଜଧାନୀର ବିଭିନ୍ନ ପୂଜା ମଣ୍ଡପ ବୁଲି ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ ଜମିବ । ପର୍ବ ସମୟରେ ଲୋକମାନେ ଯେପରି ରାସ୍ତାରେ ବୁଲୁଥିବା ଗୋରୁଙ୍କ ଦ୍ୱାରା ଆଉ…