ନକଲି ଡିଏସପିକୁ ମାଡି ବସିଲା ଅସଲି ପୋଲିସ, ନିଜକୁ ଝାଡ଼ଖଣ୍ଡ ଓ ଆସାମ ପୋଲିସ କହି ହୋଟେଲରେ ରହୁଥିଲା
ଭଦ୍ରକ : ହୋଟେଲ ରୁମରେ ଏକଦମ୍ ଷ୍ଟାଇଲ ମାରି ଶୋଇଥିଲେ ନକଲି ଡିଏସପି ବାବୁ । ଅଚାନକ ହୋଟେଲ ରୁମ୍ କବାଟ ଠକ୍ ଠକ୍ କଲେ ଦଳେ ପୋଲିସ୍ । ଯାହାଙ୍କୁ ଦେଖି ନିଦ ଭାଙ୍ଗିଗଲା ନକଲି ପୋଲିସ ବାବୁଙ୍କର ।…
ଭଦ୍ରକ : ହୋଟେଲ ରୁମରେ ଏକଦମ୍ ଷ୍ଟାଇଲ ମାରି ଶୋଇଥିଲେ ନକଲି ଡିଏସପି ବାବୁ । ଅଚାନକ ହୋଟେଲ ରୁମ୍ କବାଟ ଠକ୍ ଠକ୍ କଲେ ଦଳେ ପୋଲିସ୍ । ଯାହାଙ୍କୁ ଦେଖି ନିଦ ଭାଙ୍ଗିଗଲା ନକଲି ପୋଲିସ ବାବୁଙ୍କର ।…
ଭୁବନେଶ୍ୱର : ହାତ ପାହାନ୍ତାରେ ମିଳିବ ସରକାରୀ ସେବା । ଜନ୍ମ ମୃତ୍ୟୁ ପ୍ରମାଣପତ୍ର, ଆଇନଗତ ଉତ୍ତରାଧିକାରୀ, ସ୍ଥାୟୀ ବାସିନ୍ଦା ଓ ଆୟ ପ୍ରମାଣପତ୍ର, ଡ୍ରାଇଭିଂ ଲାଇସେନ୍ସ, ଫର୍ଟିଲାଇଜର ଲାଇସେନ୍ସ ଆଦି ବହୁ ସୁବିଧା ହ୍ୱାଟସଆପ ଜରିଆରେ ମିଳିପାରିବ । ଲୋକଙ୍କ…
କଟକ: ଐତିହାସିକ କଟକ ବାଲିଯାତ୍ରା ୨୦୨୫ ପାଇଁ ଆଜିଠାରୁ ଷ୍ଟଲ ବୁକିଂ କରି ପାରିବେ ବ୍ୟବସାୟୀ। ଚଳିତ ବର୍ଷ ନଭେମ୍ବର ୫ ରୁ ନଭେମ୍ବର ୧୨ ପର୍ଯ୍ୟନ୍ତ ଚାଲିବ କଟକ ବାଲିଯାତ୍ରା। ବାଲିଯାତ୍ରାରେ ସୁରୁଖୁରୁରେ ଷ୍ଟଲ ବଣ୍ଟନ ପାଇଁ ପ୍ରଶାସନ ବିଭିନ୍ନ…
ଭୁବନେଶ୍ୱର: ଭୁବନେଶ୍ବରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା। ଆସନ୍ତା ୨୮ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ କଟକଣା। ରାଜଧାନୀର ପ୍ରମୁଖ ରାସ୍ତାଗୁଡ଼ିକରେ ଭାରିଯାନ ଯିବା ଆସିବା ବାରଣ। କମିଶନରେଟ୍ ପୋଲିସ ଗୁରୁବାର ଦିନ ଭୁବନେଶ୍ୱରରେ ଦୁର୍ଗାପୂଜା…
ଭାରତୀୟ ବାୟୁସେନାକୁ ମିଳିବ ୯୭ ଲାଇଟ କମ୍ବାଟ ଏୟାରକ୍ରାଫ୍ଟ । ଏଥିପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ(ହାଲ) ସହିତ ୬୨ ହଜାର ୩୭୦ କୋଟି ଟଙ୍କାର କରାଯାଇଛି ଚୁକ୍ତି ସ୍ଵାକ୍ଷର । ୨୦୨୭-୨୮ ମଧ୍ୟରେ ହାଲ୍ ପକ୍ଷରୁ ଯୁଦ୍ଧ…
ବୃନ୍ଦାବନ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ଦିନ ମଥୁରା-ବୃନ୍ଦାବନର ଏକ ଧାର୍ମିକ ସ୍ଥାନ ଗସ୍ତ କରିଥିଲେ । ଏହି ଗସ୍ତ ସମୟରେ ସେ ବାଙ୍କେ ବିହାରୀ ମନ୍ଦିର, ନିଧିବନ ଏବଂ ସୁଦାମା କୁଟୀର ପରିଦର୍ଶନ କରିଥିଲେ । ରାଷ୍ଟ୍ରପତି ସୁଦାମା କୁଟୀରରେ…
ମଧ୍ୟପ୍ରଦେଶ : ସ୍ବାମୀଙ୍କ ରସିକିଆ ପଣ,ପ୍ରଶାସନିକ ପଦବୀରେ ରହି ପଦବୀର ଅପ ବ୍ୟବହାର,ଲାଞ୍ଚ,ପରକୀୟା ପ୍ରୀତି,ଅନଧୀକାର ବିଦେଶ ଯାତ୍ରା,ଏମିତି କିଛି ଅଭିଯୋଗ ଆଣିଛନ୍ତି ଭୋପାଳର ଡେପୁଟି କଲେକ୍ଟରଙ୍କ ସ୍ତ୍ରୀ । ଏକ ସାଧାରଣ ଶୁଣାଣୀର ତବସୁମ ବାନୋ ନିଜ ସ୍ବାମୀଙ୍କ ଦୁଷ୍କର୍ମ ବିଷୟରେ…
ବିହାର : ବିହାର ନିର୍ବାଚନ ତାରିଖ ଘୋଷଣା ହୋଇନି ସତ କିନ୍ତୁ ଏହା ପୂର୍ବରୁ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର କରିଛି ବିଜେପି । ବିଜେପି ୨୦୨୫ ବିହାର ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏହି ଗୁରୁଦାୟିତ୍ୱ…
ହିମାଚଳ ପ୍ରଦେଶ : ହିମାଚଳ ପ୍ରଦେଶର ହାପୁର ଜିଲ୍ଲାରେ ଏକ ଅଜବ ଘଟଣା ନଜରକୁ ଆସିଛି । ଜଣେ ଗୁରୁତର ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କ ପେଟରୁ ଡର୍ଜନ ଚାମଚ,ଟୁଥ୍ ବ୍ରସ,ଓ କଲମ ବାହାର କରାଯାଇଛି । ବ୍ୟକ୍ତିଙ୍କ ପେଟରେ ପ୍ରବଳ ଯନ୍ତ୍ରଣା…
ନୂଆଦିଲ୍ଲୀ : ଗ୍ରେଟର ନୋଏଡା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଗୁରୁବାର ଅର୍ଥାତ୍ ୨୫ ସେପ୍ଟେମ୍ବରରେ ପ୍ରଧାନମନ୍ତ୍ରୀ ଗ୍ରେଟର ନୋଏଡାରେ ପହଞ୍ଚି ୟୁପି ଆନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ (ଇଣ୍ଟରନ୍ୟାସନାଲ ଟ୍ରେଡ୍ ଶୋ) ୨୦୨୫ର ଉଦ୍ଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ଗ୍ରେଟର ନୋଏଡାର ନଲେଜ୍…