2025

ଅଳିଆ ଗଦାରୁ ପ୍ରସ୍ତୁତ ହେବ ଏନଏର୍ଜି ଆଉ ଚାରକୋଲ, ପଳାଶୁଣୀରେ ନିର୍ମାଣ ହେବ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅଳିଆ ଗଦାରୁ ପ୍ରସ୍ତୁତ ହେବ ଏନଏର୍ଜି ଆଉ କୋଇଲା । ରାଜ୍ୟ ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗ ଏନେଇ କାର୍ଯ୍ୟ କରୁଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଏମସି ପକ୍ଷରୁ ପୁରୁଣା…

ପାର୍ବଣ ପୂର୍ବରୁ ରକ୍ତରଞ୍ଜିତ ହେଲା ଭୁବନେଶ୍ୱର, ନିଶା ଖାଇବା ପାଇଁ ଟଙ୍କା ନ ଦେବାରୁ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର : ପାର୍ବଣ ପୂର୍ବରୁ ରକ୍ତରଞ୍ଜିତ ହେଲା ଭୁବନେଶ୍ୱର । ରାଜଧାନୀର ସହୀଦନଗର‌ ଥାନା ତାରିଣୀ ବସ୍ତିରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଛନ୍ତି ଦୁର୍ବୃତ୍ତ । ନିଶା ଖାଇବାକୁ ମାଗିଲେ ଟଙ୍କା ନ ଦେବାରୁ ଏପରି ଆକ୍ରମଣ କରିଥିବା…

ମହାପ୍ରଭୁଙ୍କ ଗୁପ୍ତ ଗୁଣ୍ଡିଚା ଯାତ୍ରା, ଆଗାମୀ ଆଠ ଦିନ ପର୍ଯ୍ୟନ୍ତ ଚାଲିବ

ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥ ହେଉଛନ୍ତି ଭାବର ଠାକୁର । ଭାବ ଥିଲେ ତାଙ୍କୁ ପାଇବା ହୋଇଯାଏ ସହଜ । ଏହି ଭାବକୁ ନେଇ ପୁରୀରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଗୁପ୍ତ ଗୁଣ୍ଡିଚା ଯାତ୍ରା । ନୀଳାଦ୍ରୀବିଜେ ଦିନ ମା ଲକ୍ଷ୍ମୀଙ୍କୁ…

ବିଷାକ୍ତ ମାଛ ତରକାରୀ ଖାଇ ନାବାଳକ ମୃତ, ୩ ଜଣ ଗୁରୁତର

ବାସୁଦେବପୁର: ବିଷାକ୍ତ ମାଛ ତରକାରୀ ଖାଇ ନାବାଳକ ମୃତ । ବିଷାକ୍ତ ମାଛ ଖାଇ ଗୋଟିଏ ପରିବାରର ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବରଣ୍ଡୁଆ ପଂଚାୟତରେ ଘଟିଛି ଘଟଣା…

ବସ୍-ଟ୍ରକ ମୁହାଁମୁହିଁ ଧକ୍କା, ୫ ଜଣଙ୍କ ମୃତ୍ୟୁ

ବଣାଇ : ବସ୍-ଟ୍ରକ ମୁହାଁମୁହିଁ ଧକ୍କା । ଫଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଳକ କେବଲାଙ୍ଗ ଥାନା ନିକଟ ୫୨୦ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା…

ମାଛ ଧରିବା ବେଳେ ଭଗବାନ ଶିବ ପାର୍ବତୀଙ୍କ ମୂର୍ତ୍ତି ଜାଲରେ

ପୁରୀ : ମାଛ ଧରିବା ବେଳେ ଜାଲରେ ପଡିଲା ଭଗବାନ ଶିବ ପାର୍ବତୀଙ୍କ ମୂର୍ତ୍ତି । ୩୦ କିିଲୋଗ୍ରାମରୁ ଅଧିକ ଓଜନର ୨ଫୁଟ ଅଷ୍ଟଧାତୁରେ ନିର୍ମିତ ଆସ୍ଥାନ ଉପରେ ଅଛି ଏହି ମୂର୍ତ୍ତି । ଆସ୍ଥାନରେ ବାବା ବାନାମ୍ବରେଶ୍ଵର ଲେଖା ରହିଛି…

ରାସ୍ତାରେ ଚଳାଚଳ କରୁଥିଲା ଯାନବାହନ, ୫୦ ମିଟର ଗଭୀରକୁ ହଠାତ ଦବିଗଲା ମାଟି

ବ୍ୟାଂକକ୍ : ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଂକକର ଏକ ବ୍ୟସ୍ତବହୁଳ ରାସ୍ତା ହଠାତ୍ ମାଟିରେ ଦବିଯାଇଛି । ଫଳରେ ୫୦ ମିଟର ଗଭୀରର ସିଙ୍କ୍ ହୋଲ୍ ସୃଷ୍ଟି ହୋଇଥିଲା । ବଡ଼ ସିଙ୍କ ହୋଲ୍ ହେବା ଯୋଗୁଁ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଗଲା…

ରୁଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଜେଲେନସ୍କିଙ୍କ ଗୁରୁତ୍ବପୂର୍ଣ୍ଣ ବୟାନ, କହିଲେ ‘ଭାରତ ଆମ ପକ୍ଷରେ ରହିଛି’

ରୁଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ତିନି ବର୍ଷରୁ ଅଧିକ ସମୟ ଧରି ଚାଲିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ସଂଘର୍ଷ ବନ୍ଦ କରିବାକୁ ଚେଷ୍ଟା କରୁଛନ୍ତି । କିନ୍ତୁ ଏପର୍ଯ୍ୟନ୍ତ କୌଣସି ସମାଧାନ ବାହାରି ନାହିଁ ।…

ଫିଲିପାଇନ୍ସ ପରେ ତାଇୱାନରେ ଟାଇଫୁନ୍ ରାଗାସାର ତାଣ୍ଡବ, ୧୪ ମୃତ ଓ ୧୨୪ ନିଖୋଜ

ତାଇୱାନ : ତାଇୱାନରେ ଟାଇଫୁନ ରାଗାସା ପ୍ରଳୟଙ୍କାରୀ ତାଣ୍ଡବ ରଚିଛି । ଏହି କାରଣରୁ ବ୍ୟାପକ କ୍ଷୟକ୍ଷତି ଘଟିଛି । ପ୍ରବଳ ବର୍ଷା ହେବା ପରେ ଭୂସ୍ଖଳନ ଯୋଗୁଁ ଏକ ହ୍ରଦର କୂଳ ଭାଙ୍ଗି ଗୁଆଙ୍ଗଫୁ ଟାଉନସିପରେ ପାଣି ପଶିଯାଇଥିଲା ।…

ସରକାରୀ ମେଡିକାଲ କଲେଜରେ ବଢ଼ିଲା ୫ ହଜାର ସିଟ୍

ଦିଲ୍ଲୀ: ଲୋକଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇବା ଲକ୍ଷ୍ୟରେ ଡାକ୍ତରୀ ଶିକ୍ଷାକୁ ବିସ୍ତାର କରିବା ପାଇଁ, କେନ୍ଦ୍ର କ୍ୟାବିନେଟ ସାରା ଦେଶରେ ୫,୦୦୦ ନୂତନ ପିଜି ସିଟ୍ ଏବଂ ୫,୦୨୩ MBBS ସିଟ୍ ସୃଷ୍ଟି କରିବାର ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି ।…