2025

ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବିରେ ଲଦାଖରେ ଜେନ-ଜିଙ୍କ ବିକ୍ଷୋଭ

ଲଦାଖ : ଲଦାଖରେ ନେପାଳ ଭଳି ସ୍ଥିତି । ରାସ୍ତାକୁ ଓହ୍ଲାଇଲେ ଯୁବପିଢ଼ି । ସୋନମ୍ ୱାଙ୍ଗଚୁକଙ୍କ ସମର୍ଥନରେ ଲେହରେ ଛାତ୍ରମାନେ କେନ୍ଦ୍ର ସରକାରଙ୍କ ବିରୋଧରେ ବଡ଼ ଧରଣର ପ୍ରତିବାଦ କରୁଛନ୍ତି । ଲଦାଖକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି କରି…

ଆଶ୍ରମରେ ୧୭ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ; ଛାନଭିନ କରୁଛି ପୁଲିସ

ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ଦିଲ୍ଲୀର ବସନ୍ତ କୁଞ୍ଜ ଅଞ୍ଚଳର ଏକ ଆଶ୍ରମର ନିର୍ଦ୍ଦେଶକଙ୍କ ଉପରେ ୧୭ଜଣ ଛାତ୍ରୀଙ୍କୁ ଯୌନ ନିର୍ଯାତନା ନେଇ ଅଭିଯୋଗ ହୋଇଛି । ପୁଲିସ ସୂଚନା ଅନୁଯାୟୀ ଆଶ୍ରମର ନିର୍ଦ୍ଦେଶକ ଚିନୟାମା ନନ୍ଦଙ୍କ ବିରୋଧରେ ୧୫ଜଣ ଛାତ୍ରୀ ଯୌନ ନିର୍ଯାତନା…

୫ ରାଜ୍ୟସଭା ଆସନ ପାଇଁ ଘୋଷଣା ହେଲା ଉପନିର୍ବାଚନ ତାରିଖ

ନୂଆଦିଲ୍ଲୀ: ୫ଟି ରାଜ୍ୟସଭା ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ପଞ୍ଜାବରେ ଗୋଟିଏ ଏବଂ ଜମ୍ମୁ-କାଶ୍ମୀରରେ ଚାରୋଟି ଆସନ ଖାଲି ପଡିଥିବାରୁ ଏଠାରେ ଉପନିର୍ବାଚନ ହେବାକୁ ତାରିଖ ଘୋଷଣା କରାଯାଇଛି । ଆସନ୍ତା ଅକ୍ଟୋବର…

ପାଲେଷ୍ଟାଇନକୁ ଫ୍ରାନ୍ସର ସ୍ବୀକୃତି

ଜାତିସଂଘ: ମଙ୍ଗଳବାରଠାରୁ ଜାତିସଂଘ ସାଧାରଣ ପରିଷଦର ବୈଠକ ଆରମ୍ଭ ହୋଇଛି। ଏହି ଅବସରରେ ଫ୍ରାନ୍ସ ପକ୍ଷରୁ ପାଲେଷ୍ଟାଇନକୁ ସ୍ବାଧୀନ ରାଷ୍ଟ୍ରଭାବେ ସ୍ବୀକୃତି ପ୍ରଦାନ କରାଯାଇଛି। ଏଥିସହିତ ହମାସ୍‌ (ପାଲେଷ୍ଟାଇନରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ) ବିରୋଧରେ ଚାଲିଥିବା ଯୁଦ୍ଧ ବନ୍ଦ କରିବାକୁ…

ଭାରତ-ପାକ୍‌ ସମେତ ୭ ଯୁଦ୍ଧ ବନ୍ଦ କରିଛି: ଟ୍ରମ୍ପ

ନ୍ୟୁୟର୍କ: ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧ ସହିତ ବିଶ୍ବର ୭ଟି ଯୁଦ୍ଧକୁ ବନ୍ଦ କରିଥିବାର ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ମଙ୍ଗଳବାର ନ୍ୟୁୟର୍କରେ ଆୟୋଜିତ ଜାତିସଂଘ ସାଧାରଣ ପରିଷଦର ୮୦ତମ ସମାବେଶକୁ ସମ୍ବୋଧନ କାଳରେ ଟ୍ରମ୍ପ…

ବର୍ଷାରେ ବେହାଲ କୋଲକାତା, ସର୍ଟସର୍କିଟ ଯୋଗୁଁ ୧୧ ମୃତ

କୋଲକାତା: ଭୀଷଣ ବର୍ଷାରେ କୋଲକାତା ଠପ୍ । ମାତ୍ର କିଛି ଘଣ୍ଟାର ବର୍ଷା କୋଲକାତା ସହରର ଜନଜୀବନକୁ ଅସ୍ତବ୍ୟସ୍ତ କରି ଦେଇଛି । ବର୍ଷା ଯୋଗୁଁ ବିଦ୍ୟୁତ ସର୍ଟସର୍କିଟ ହୋଇ ୧୧ ଜଣଙ୍କ ମୃତ୍ୟୁ ହୋଇଛି । ରାସ୍ତା ଉପରେ ଚାଲୁଛି…

ଟ୍ରେନ ଧକ୍କାରେ ଚାଲିଗଲା ଦୁଇ ଭାଇଙ୍କ ଜୀବନ

ରାଉରକେଲା: ଟ୍ରେନ ଧକ୍କାରେ ଗଲା ଦୁଇ ଭାଇଙ୍କ ଜୀବନ । ରାଉରକେଲା ବାସନ୍ତୀ କଲୋନୀ ନିକଟରେ ଟ୍ରେନ ଧକ୍କାରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ସ୍ଥାନୀୟ ହରିପୁର ବସ୍ତିର ବୋଲି ସୂଚନା ମିଳିଛି । ରେଳ ଲାଇନ ପାର…

ବିଧାନସଭାରେ ଶୀତଳ ଭଣ୍ଡାର ତାତି

ଭୁବନେଶ୍ୱର : ବିଧାନସଭାରେ ଶୀତଳ ଭଣ୍ଡାର ତାତି। ଶୀତଳ ଭଣ୍ଡାର ନିର୍ମାଣକୁ ନେଇ ଦୁଇ ରାଜା ମୁହାମୁହିଁ। ଯେଉଁ ସରକାର ସାର ଯୋଗାଇ ପାରିଲେନି, ଶୀତଳଭଣ୍ଡାର କେମିତି କରିବେ କହିଲେ ବୋଲି ପ୍ରଶ୍ନକାଳରେ ପ୍ରଶ୍ନ କରିଥିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପୂଜା ପାଇଁ ଆଗୁଆ ମିଳିବ ଦରମା

ଭୁବନେଶ୍ୱର : ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା…

ତେଲନଦୀରେ ଫସିଥିବା ଦୁଇ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କଲେ ଅଗ୍ନିଶମ ବାହିନୀ

ନବରଙ୍ଗପୁର: ଛେଳି ଚରାଇବାକୁ ଯାଇଥିବା ସମୟରେ ତେଲନଦୀରେ ଫସିଲେ ଦୁଇ ବ୍ୟକ୍ତି । ଆଉ ଏ ଖବର ନିଆଁ ଭଳି ସାରା ଅଞ୍ଚଳରେ ବ୍ୟାପିଗଲା । ଯାହାପରେ ସ୍ଥାନୀୟ ବାସିନ୍ଦା ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ନବରଙ୍ଗପୁର ଜିଲ୍ଲା…