ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ବନ୍ଧା ହେଲେ କାଶୀପୁର ରେଞ୍ଜର
ରାୟଗଡ଼ା : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା ଜିଲ୍ଲା କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କୁ ଗିରଫ କରାଯାଇଛି। ଶୁକ୍ରବାର ଜୟପୁର ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍ କାଶୀପୁର ରେଞ୍ଜରଙ୍କ କାର୍ଯ୍ୟାଳୟ, ବାସଭବନ ସମେତ ରାଜ୍ୟର ୯ଟି ସ୍ଥାନରେ ଏକକାଳୀନ ଚଢ଼ଉ…
