ପ୍ରଧାନ ବିଚାରପତିଙ୍କ ବୟାନ ପ୍ରତ୍ୟାହାର ଦାବି କରି ପତ୍ର ଲେଖିଲେ ଓକିଲ
ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଖଜୁରାହୋରେ ଏକ କ୍ଷତିଗ୍ରସ୍ତ ବିଷ୍ଣୁ ମୂର୍ତ୍ତିର ପୁନରୁଦ୍ଧାର ସହ ଜଡିତ ଏକ ଆବେଦନର ଶୁଣାଣି ସମୟରେ ପ୍ରଧାନ ବିଚାରପତିଙ୍କ ଦ୍ବାରା ଦିଆଯାଇଥିବା ମନ୍ତବ୍ୟକୁ ନେଇ ବିବାଦ ଉପୁଜିଛି। ଏନେଇ ସମାଲୋଚନାର ଜବାବରେ ଆଜି ପ୍ରଧାନ ବିଚାରପତି ବିଆର୍ ଗୱାଇ…
