2025

ଇଭିଏମ୍ ବାଲଟ୍ ପେପରରେ ରହିବ ପ୍ରାର୍ଥୀଙ୍କ ରଙ୍ଗୀନ ଫଟୋ

ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନ ଇଭିଏମ୍ ବାଲଟ୍ ପେପରର ନକ୍ସା ସଂଶୋଧନ କରିଛନ୍ତି। ବର୍ତ୍ତମାନଠାରୁ ପ୍ରାର୍ଥୀଙ୍କ ଫଟୋ ଇଭିଏମ୍ ବାଲଟ୍ ପେପରରେ ରଙ୍ଗୀନ୍ ମୁଦ୍ରିତ ହେବ। ଭଲ ଦେଖାଯିବା ପାଇଁ ପ୍ରାର୍ଥୀଙ୍କ ମୁହଁ ଫଟୋଗ୍ରାଫ୍‌ର ତିନି-ଚତୁର୍ଥାଂଶ ସ୍ଥାନରେ ରହିବ। କ୍ରମିକ…

ଭିଜିଲାନ୍ସ ଜାଲରେ ରେଙ୍ଗାଲି ବ୍ଲକ ଶିକ୍ଷା ଅଧିକାରୀ

ସମ୍ବଲପୁର: ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ଶିକ୍ଷା ଅଧିକାରୀ। ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ଦୁଷ୍ମନ୍ତ ସାହୁଙ୍କୁ ଧରିଛି ଭିଜିଲାନ୍ସ। କୌଣସି ଏକ କାର୍ଯ୍ୟ ପାଇଁ ବିଇଓ ଦୁଷ୍ମନ୍ତ ଜଣେ ବ୍ୟକ୍ତିଙ୍କୁ ୨୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ।…

ମୌସୁମୀ ଅଧିବେଶନ ପାଇଁ ବିଧାନସଭା ଜଗିବେ ୩୦ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ଵର : ଗୁରୁବାରଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ୍ ପୁଲିସ୍‌ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବୁଧବାର ପୁଲିସ୍‌ କମିଶନରଙ୍କ ସହ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଥିଲେ। ଗୁଇନ୍ଦା ନିର୍ଦେଶକଙ୍କ ସହ ଆଇନଶୃଙ୍ଖଳା…

କଳିଙ୍ଗା ଘାଟି ଭୂସ୍ଖଳନ : ମରାମତି ପ୍ରାୟ ୭ ଦିନ ଲାଗିବ!

କନ୍ଧମାଳ : କଳିଙ୍ଗା ଘାଟିରେ ଭୂସ୍ଖଳନ ଘଟଣାର ମରାମତି ଲାଗି ପ୍ରାୟ ୭ ଦିନ ସମୟ ଲାଗିବ। ଘାଟି ମରାମତି ପାଇଁ ନିୟୋଜିତ ହୋଇଥିବା ଏନ୍‌ଏଚ୍‌ଆଇର ପ୍ରମୁଖ ଅଧିକାରୀ ଏ ନେଇ ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଅସ୍ଥାୟୀ ଭାବେ ମରାମତି…

ମାଟି ତଳୁ ବାହାରିଲା କନଷ୍ଟେବଳ ଶୁଭମିତ୍ରାଙ୍କ ମୃତଦେହ

ଭୁବନେଶ୍ୱର : ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟା ଘଟଣାରେ କିଛି ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଗାଁ ସ୍ଥିତ ଜଙ୍ଗଲ ଭିତରୁ ମାଟି ତଳୁ ଅଖାରେ ବନ୍ଧା ଯାଇଥିବା ଅବସ୍ଥାରେ ପୁଲିସ୍‌ ଶୁଭମିତ୍ରାଙ୍କ ମୃତଦେହକୁ ବାହାର କରିଛି। କେନ୍ଦୁଝର ପୁଲିସ୍…

ଜୋତା ପିନ୍ଧି ନ ଥିବାରୁ ଛାତ୍ରଙ୍କୁ ମାଡ ମାରି ଗେଟ୍‌ ବାହାରକୁ ତଡ଼ିଦିଆଯାଇଥିବା ଅଭିଯୋଗ

ରଣପୁରଗଡ଼: ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସରକାରୀ ଉଚ୍ଚ ବିଦ୍ୟାଳୟରେ ଜୋତା ପିନ୍ଧି ଆସି ନ ଥିବାରୁ ପିଲାଙ୍କୁ ମାଡ ମାରିବା ସହିତ ଗେଟ ବାହାରକୁ ତଡ଼ିଦିଆଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ବୁଧବାର ସକାଳ ପ୍ରାୟ ୭ଟାରେ…

ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳା ସହ ୩ବର୍ଷର ଶିଶୁ କନ୍ୟା ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ରାୟଗଡା : ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳାଙ୍କ ସହ ୩ବର୍ଷର ଶିଶୁ କନ୍ୟା ଗୁରୁତର । ଚାଷ ଜମିରେ କାମ କରୁଥିବା ଲୋକଙ୍କ ଦ୍ୱାରା ଉଦ୍ଧାର ହେଲେ ମା ଓ ଶିଶୁ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର…

ନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗିର DEO ଅଫିସରେ କ୍ରାଇମବ୍ରାଞ୍ଚର ରେଡ୍

ବଲାଙ୍ଗିର: ବଲାଙ୍ଗିର DEO ଅଫିସରେ କ୍ରାଇମବ୍ରାଞ୍ଚ। ନକଲି ସାର୍ଟିଫିକେଟ ମାମଲାରେ ଖୋଳତାଡ଼। ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କ୍ରାଇମବ୍ରାଞ୍ଚ ଟିମ୍ ତନାଘନା। ଅତିରିକ୍ତ ଏସ୍ ପି ବିକାଶ ରଞ୍ଜନ ବେଉରିଆଙ୍କ ନେତୃତ୍ବରେ ରେଡ୍ ଚାଲିଛି । ନକଲି ସାର୍ଟିଫିକେଟରେ କିଛି…

ପଲିଥିନ୍ ବ୍ୟାଗରେ ଭୋଗ ନ ନେବା ପାଇଁ ଲୋକଙ୍କୁ ବିଏମସିର ଅପିଲ୍

ଭୁବନେଶ୍ୱର: ଦୁର୍ଗାପୂଜାରେ ପଲିଥିନ୍ କ୍ୟାରି ବ୍ୟାଗରେ ଭୋଗ ନ ନେବା ପାଇଁ ଲୋକଙ୍କୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) ଅପିଲ୍ କରିଛି। ପ୍ଲାଷ୍ଟିକର ବ୍ୟବହାର ଏବଂ ଅଳିଆ ଆବର୍ଜନାକୁ ରୋକିବା ପାଇଁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ ଏଭଳି ପଦକ୍ଷେପ ଗ୍ରହଣ କରିଛି…

ରତ୍ନଭଣ୍ଡାର ସବ୍ କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ: ରତ୍ନ ଅଳଙ୍କାର ସ୍ଥାନାନ୍ତର ନେଇ ନିଆଯିବ ନିଷ୍ପତ୍ତି

ପୁରୀ : ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରତ୍ନଭଣ୍ଡାର ସବ୍ କମିଟି ର ଗୁରୁତ୍ବପୂର୍ଣ୍ଣ ବୈଠକ ଆରମ୍ଭ । ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ।‌ ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ କିଭଳି ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ ସେନେଇ ବୈଠକରେ ନିଆଯିବ…