2025

ଓକିଲାତି ପେଶାରୁ ନିଲମ୍ବିତ ହେଲେ ଅର୍ଚ୍ଚନା ନାଗ

ଭୁବନେଶ୍ୱର : ଅର୍ଚ୍ଚନା ନାଗ ଓକିଲାତି ପେଶାରୁ ନିଲମ୍ବିତ । ନିଲମ୍ବନ କଲେ ରାଜ୍ୟ ଆଇନଜୀବୀ ପରିଷଦ। ତଥ୍ୟ ଗୋପନ ରଖି ଓକିଲାତି ଲାଇସେନ୍ସ ହାତେଇ ଥିଲେ ଅର୍ଚ୍ଚନା । ତାଙ୍କ ନାମରେ କୌଣସି ଫୌଜଦାରୀ ମାମଲା ନ ଥିବା ଦର୍ଶାଇ…

ତହସିଲଦାରଙ୍କ ପରେ କୁଚିଣ୍ଡା ରାଜସ୍ୱ ନିରୀକ୍ଷକ ନିଲମ୍ବିତ

ଭୁବନେଶ୍ୱର: ଜମି ବିବାଦ ମାମଲାରେ ହେରଫେର ଅଭିଯୋଗରେ ସମ୍ବଲପୁର କୁଚିଣ୍ଡାର ତହସିଲଦାର ମିତାଲି ମଧୁସ୍ମିତା ଦଳେଇଙ୍କୁ ନିଲମ୍ବିତ କରାଯାଇଛି। ତାଙ୍କ ପରେ ଏବେ କୁଚିଣ୍ଡା ରାଜସ୍ବ ନିରୀକ୍ଷକ ନିଲମ୍ବିତ ହୋଇଛନ୍ତି। ସମ୍ବଲପୁରଜିଲ୍ଲା କୁଚିଣ୍ଡା ଉପଖଣ୍ଡ ସଦର ତହସିଲଦାର ଜମି ପଟାମାଲିକାନା ସତ୍ତ୍ଵ…

’ଡିଜେ ଗାଡ଼ି ନାଁରେ ଟ୍ରାଫିକ ନିୟମ ଉଲ୍ଲଙ୍ଘନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର: ବିଗତ କିଛି ଦିନ ମଧ୍ୟରେ ବେଆଇନ ଡିଜେ ଗାଡ଼ି ଯୋଗୁଁ ସାମ୍ନାକୁ ଆସିଥିବା ଅଘଟଣକୁ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗଭୀର ଚିନ୍ତାପ୍ରକଟ କରିଛନ୍ତି । ଏହି ଡିଜେ ଯାନ ଗୁଡ଼ିକ ବେଆଇନ ଭାବେ…

ବର୍ଷା ଯୋଗୁ ମାନ୍ଦା ହୋଇପାରେ ଦଶହରା ; ୨୫ ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୫ ବା ୨୬ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏ‌କ ଲଘୁଚାପ ସୃଷ୍ଟି ହୋଇପାରେ । ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ୨୫ ବା ୨୬ ତାରିଖରେ ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ…

ବଢିଲା ଆୟକର ରିଟର୍ଣ୍ଣ ଅବଧି

ନୂଆଦିଲ୍ଲୀ : ଆୟକର ବିଭାଗ ଆଇଟିଆର୍ ଫାଇଲ କରୁଥିବା ଲୋକଙ୍କ ପାଇଁ ଏକ ଆଶ୍ୱସ୍ତି ଖବର ଆଣିଛନ୍ତି। ଆଇଟିଆର୍ ଦାଖଲ କରିବାର ତାରିଖକୁ ଆଉ ଏକ ଦିନ ବୃଦ୍ଧି କରାଯାଇଛି। ଅର୍ଥାତ୍, ଆପଣ ୧୬ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ଆୟକର ରିଟର୍ଣ୍ଣ…

ମେଘାଳୟରେ ଏକାସଙ୍ଗେ ୮ ମନ୍ତ୍ରୀ ଦେଲେ ଇସ୍ତଫା

ମେଘାଳୟ : ମେଘାଳୟରେ ରାଜନୈତିକ ସ୍ଥିତି ଏବେ ବହୁ ଉତ୍ଥାନ ପତ୍ତନ ଦେଇ ଗତିକରୁଛି। ୧୨ ଜଣ ମନ୍ତ୍ରୀଙ୍କ ମଧ୍ୟରୁ ୮ ଜଣ ମନ୍ତ୍ରୀ ହଠାତ୍‌ ଆଜି ଇସ୍ତଫା ଦେଇଛନ୍ତି । ତେବେ ସବୁଠାରୁ ଗୁରୁତ୍ଵପୂର୍ଣ୍ଣ କଥା ହେଉଛି ସେଥିମଧ୍ୟରୁ ଅଧିକାଂଶ…

୧୧ ବର୍ଷର ପୁଅକୁ ଧରି ୧୩ ମହଲାରୁ ଡେଇଁଲେ ମହିଳା

ନୂଆଦିଲ୍ଲୀ: ଗ୍ରେଟର ନୋଏଡାର ଏସ ସିଟି ସୋସାଇଟିର ୧୩ ମହଲାରୁ ୩୭ ବର୍ଷୀୟା ମହିଳା ସାକ୍ଷୀ ଚାୱଲାଙ୍କ ସହ ତାଙ୍କ ୧୧ ବର୍ଷୀୟ ଦିବ୍ୟାଙ୍ଗ ପୁଅ ଡେଇଁ ଜୀବନ ହାରିଥିବା ଅଭିଯୋଗ ହୋଇଛି। ସକାଳ ପ୍ରାୟ ୧୦ଟା ସମୟରେ ସ୍ଥାନୀୟ ଲୋକମାନେ…

ଡେରାଡୁନ୍‌ରେ ବାଦଲଫଟା ବର୍ଷା; ୨ରୁ ୩ ଲୋକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଡେରାଡୁନ୍‌: ଡେରାଡୁନ୍‌ରେ ପୁଣି ବାଦଲଫଟା ବର୍ଷା। ଉତ୍ତରାଖଣ୍ଡର ବିଭିନ୍ନ ସ୍ଥାନରେ ରାତିସାରା ପ୍ରବଳ ବର୍ଷା ଯୋଗୁଁ ରାସ୍ତା, ଘର ଏବଂ ଦୋକାନ କ୍ଷତିଗ୍ରସ୍ତ ହୋଇଛି। ଡେରାଡୁନ-ହରିଦ୍ୱାର ଜାତୀୟ ରାଜପଥରେ ଥିବା ଏକ ପୋଲର ଏକ ଅଂଶ ଭୁଶୁଡ଼ି ପଡ଼ି ପାଣିରେ ବୁଡ଼ି…

ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ ଏସଆଇଟି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

ନୂଆଦିଲ୍ଲୀ: ବନତାରା ମାମଲାର ତଦନ୍ତ କରୁଥିବା ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ ଏସଆଇଟି ଗୁଜୁରାଟର ଜାମନଗର ସ୍ଥିତ ପ୍ରାଣୀ ଉଦ୍ଧାର ଏବଂ ପୁନର୍ବାସ କେନ୍ଦ୍ର ବନତାରାକୁ କ୍ଲିନ୍ ଚିଟ୍ ଦେଇଛି। ସୁପ୍ରିମକୋର୍ଟର ବିଚାରପତି ପଙ୍କଜ ମିଥଲ ଏବଂ ପି.ବି. ବରାଲେଙ୍କ ଖଣ୍ଡପୀଠ ଏସଆଇଟି…

ଉତ୍ତରାଖଣ୍ଡରେ ମୌସୁମୀର ତାଣ୍ଡବ, JCB ରେ ଯାଇ ଘଟଣାସ୍ଥଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଧାମି

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ମୌସୁମୀ ତାଣ୍ଡବ ରଚିଛି । ଡେରାଡୁନର ସସ୍ତଧାରାଠାରେ ବାଦଲ ଫଟା ବର୍ଷା ଯୋଗୁଁ ଅରାଜକତା ଦେଖାଦେଇଛି । ଅନେକ ଲୋକ ନିଖୋଜ ଥିବା ସୂଚନା ମଧ୍ୟ ମିଳିଛି । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଡେରାଡୁନର ମାଲଦେବତା-କେସରୱାଲା…