ପୂର୍ବତନ ସାଂସଦ ମିମି ଚକ୍ରବର୍ତ୍ତୀ ଓ ଅଭିନେତ୍ରୀ ଉର୍ବଶୀଙ୍କୁ ଇଡି ସମନ
ନୂଆଦିଲ୍ଲୀ : ଅନଲାଇନ ବେଟିଂ ଆପ୍ ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ ଅଭିନେତ୍ରୀ ଉର୍ବଶୀ ରୌଟେଲା ଏବଂ ପୂର୍ବତନ ସାଂସଦ ମିମି ଚକ୍ରବର୍ତ୍ତୀଙ୍କୁ ସମନ ଜାରି କରିଛି। ଆର୍ଥିକ ଅନିୟମିତତା ନେଇ ଅନଲାଇନ ବେଟିଂ ଆପ୍ 1xBet ବିରୋଧରେ ଇଡି ପକ୍ଷରୁ ତଦନ୍ତ…
