ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟଙ୍କ ମନ୍ତବ୍ୟ, ସମଗ୍ର ଦେଶରେ ବାଣ ବନ୍ଦ କରାଯିବା ଉଚିତ
ନୂଆଦିଲ୍ଲୀ: ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟ ଦେଇଛନ୍ତି ଏକ ବଡ଼ ମନ୍ତବ୍ୟ । ମୁଖ୍ୟ ବିଚାରପତି ବି ଆର ଗଭାଇ କହିଛନ୍ତି ଯେ ଯଦି ଏନସିଆର ସହରଗୁଡ଼ିକର ବାୟୁ ସଫା କରିବାର ଅଧିକାର ଅଛି, ତେବେ ଅନ୍ୟ ସହରର ଲୋକମାନଙ୍କୁ କାହିଁକି ନୁହେଁ…
