କ୍ଷୀର ଅପମିଶ୍ରଣ ବେଳେ ବେପାରୀଙ୍କୁ କାବୁ କଲା ପୋଲିସ
କଟକ: ଲୋକଙ୍କ ସ୍ବାସ୍ଥ୍ୟ ସହ ଖେଳ। ଅନ୍ଧାର ରାତିରେ ଚାଲିଥିଲା କ୍ଷୀର ଅପମିଶ୍ରଣ । ମାଡି ବସିଲା ପୋଲିସ । ଗତକାଲି ବିଳମ୍ବିତ ରାତିରେ କଟକ ଗୁରୁଡ଼ିଝାଟିଆ ଥାନା କୁ୍ସ୍ପଙ୍ଗୀ ନିକଟ ଏକ ହୋଟେଲ ପଛ ପଟେ କ୍ଷୀର ଅପମିଶ୍ରିତ ଚାଲିଥିବା…
କଟକ: ଲୋକଙ୍କ ସ୍ବାସ୍ଥ୍ୟ ସହ ଖେଳ। ଅନ୍ଧାର ରାତିରେ ଚାଲିଥିଲା କ୍ଷୀର ଅପମିଶ୍ରଣ । ମାଡି ବସିଲା ପୋଲିସ । ଗତକାଲି ବିଳମ୍ବିତ ରାତିରେ କଟକ ଗୁରୁଡ଼ିଝାଟିଆ ଥାନା କୁ୍ସ୍ପଙ୍ଗୀ ନିକଟ ଏକ ହୋଟେଲ ପଛ ପଟେ କ୍ଷୀର ଅପମିଶ୍ରିତ ଚାଲିଥିବା…
ବ୍ରହ୍ମପୁର: ୮୦ ବର୍ଷୀୟ ବୃଦ୍ଧଙ୍କ ଖାଦ୍ୟନଳୀରୁ ବାହାରିଲା ୯ ଇଞ୍ଚର ଦାନ୍ତକାଠି । ବୃଦ୍ଧ ଜଣକ ଅସାବଧାନତା ଯୋଗୁଁ ଦାନ୍ତକାଠି ଗିଳି ଦେଇଥିଲେ । ସଫଳ ଅସ୍ତ୍ରୋପଚାର କରି ଦାନ୍ତକାଠିକୁ ବାହାର କରିଛନ୍ତି ଡାକ୍ତର । ଦୀର୍ଘ ୧ ଘଣ୍ଟା ଧରି…
ଭୁବନେଶ୍ୱର: ଏଣିକି ଅଯୋଗ୍ୟ ଆବାସ ହିତାଧିକାରୀଙ୍କୁ ଧରିବ ଏଆଇ। ଧରାପଡିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ। ଆବାସ କିମ୍ବା ଅନ୍ତୋଦ୍ୟାୟ ଯୋଜନାରେ ଘର ନେଇଥିଲେ ଆକ୍ସନ ହେବ। ବ୍ୟବସ୍ଥାକୁ ସରଳିକରଣ କରି ଏଆଇ ଉପଯୋଗ କରି ବ୍ୟବସ୍ଥିତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି।…
ଭୁବନେଶ୍ୱର : ରାଜଧାନୀ କଲେଜରେ ଛାତ୍ର ଅଣଛାତ୍ର ଙ୍କ ମଧ୍ୟରେ ବଡ଼ ଧରଣର ଗଣ୍ଡଗୋଳ । ପୁଣି ରଣକ୍ଷେତ୍ର ପାଲଟିଲା କଲେଜ କ୍ୟାମ୍ପସ । ଦୁଇ ଛାତ୍ରଗୋଷ୍ଠୀ ମଧ୍ୟରେ ବଡ଼ ଧରଣର ଗଣ୍ଡଗୋଳ । ଏହି ଗଣ୍ଡଗୋଳରେ ୨ ଛାତ୍ର ଆହତ…
ପୁରୀ: ପୁରୀରେ କାର୍ତ୍ତିକ ମାସ ପାଇଁ ପ୍ରସ୍ତୁତି ଆରମ୍ଭ । ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ହବିଷ୍ୟାଳୀଙ୍କ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି । ସୁରକ୍ଷିତ ରହଣି,ସ୍ନାନ, ଶୌଚ, ମହାପ୍ରସାଦ ସେବନ ଆଦି…
ରାଜନଗର : ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଶେଷ । ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟା ଗତ ବର୍ଷ ଠାରୁ ବୃଦ୍ଧି ପାଇଛି । ଗତବର୍ଷ ଭିତରକନିକାରେ ୧ ଲକ୍ଷ ୩୦ ହଜାର୧୨୩ଟି ଦେଶୀୟ ପକ୍ଷୀ ଗଣନା କରାଯାଇଥିଲା । ଚଳିତ…
ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ଅନେକ ଯୋଗ୍ୟ ହିତାଧିକାରୀ ମହିଳା ସୁଭଦ୍ରା ତାଙ୍କ ପାଇବାରୁ ବଞ୍ଚିତ ହୋଇଛନ୍ତି । ସେମାନେ କାହିଁକି ବଞ୍ଚିତ ହେଲେ, ରାସନ କାର୍ଡ ଅଛିକି ନାହିଁ, kyc upadate…
କନ୍ଧମାଳ: ଗଛ,ଲତା ଓ ଘାସ ଉପରେ ପଡିଛି କାକର ବିନ୍ଦୁ । ସେହି କାକର ବିନ୍ଦୁ ସୂର୍ଯ୍ୟ କିରଣରେ ଝଲସି ଉଠୁଛି । ଏହା ସହ ମୋତି ମାଣିକ ପରି ଚକ୍ ଚକ୍ କରୁଛି କାକର ବିନ୍ଦୁ । କନ୍ଧମାଳର ପାଣିପାଗରେ…
କୋଲକାତା: ଆଉ କେଇଟା ଦିନ ପରେ ଧରାବତରଣ କରିବେ ମାଆ ଦୁର୍ଗା। ଚାରିଆଡେ ଉତ୍ସବମୁଖର। ତେବେ ଶାରଦୀୟ ଦୁର୍ଗା ପୂଜା ପାଇଁ ପ୍ରସିଦ୍ଧିଲାଭ କରିଥିବା ପଶ୍ଚିମବଙ୍ଗରେ ମା’ଙ୍କ ପୂଜାରେ ଲୋକେ ଭିନ୍ନ ପ୍ରକାର ପାଳନ କରନ୍ତି। କାରଣ ଏଠାରେ ଦୁର୍ଗା ପୂଜା…
ନେପାଳ ରାଷ୍ଟ୍ରପତି ରାମଚନ୍ଦ୍ର ପଉଡେଲ ଇସ୍ତଫା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ଇସ୍ତଫା ପରେ ବି ଦେଶର ମାହୋଲ ଶାନ୍ତ ନ ପଡ଼ିବାରୁ ଶେଷରେ ରାଷ୍ଟ୍ରପତି ପଉଡେଲ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଫଳରେ ବର୍ତ୍ତମାନ ଦେଶର ସେନା ମୁଖ୍ୟଙ୍କ…