ଆସନ୍ତା ସପ୍ତାହରେ ଆଉ ଏକ ଲଘୁଚାପ, ୩୦ରୁ ୪୦ କିଲୋମିଟର ବେଗରେ ବହିବ ପବନ
ଭୁବନେଶ୍ବର : ପିଛା ଛାଡ଼ୁନି ଲଘୁଚାପ । ଆସନ୍ତା ସପ୍ତାହରେ ଆସୁଛି ଆଉ ଏକ ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ୍…
