2025

ବିମଏସିର ପ୍ରସ୍ତୁତି ବୈଠକ: ଏଥର ପୂଜା ମେଲୋଡିରେ ଅଶ୍ଳୀଳ ନୃତ୍ୟ ମନା, ଦିଆଯିବ ନିଶାମୁକ୍ତ ବାର୍ତ୍ତା

ଭୁବ‌ନେଶ୍ବର: ଆରମ୍ଭ ହେଲାଣି ପାର୍ବଣ ଋତୁ। ଆଉ ଏଥିପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ପ୍ରଶାସନ। ଚଳିତ ବର୍ଷ ପୂଜାରେ ପ୍ରଶାସନ ପକ୍ଷରୁ କଡ଼ାକଡ଼ି କରାଯାଇଛି। ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି କମିଶନରେଟ୍ ପୋଲିସ। ଲୋକଙ୍କ ସୁରକ୍ଷା ପୋଲିସର ପ୍ରାଥମିକତା କହିଲେ କମିସନର…

ଫେରିବ ମହାପ୍ରଭୁ ଜଗନ୍ନାଥଙ୍କ ଭୂସମ୍ପତ୍ତି: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରାଇ ଆଣିବାକୁ ସରକାରଙ୍କ ପ୍ରକ୍ରିୟା ଆରମ୍ଭ। ରାଜ୍ୟ ଓ ରାଜ୍ୟ ବାହାରେ ଥିବା ସଂପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି,…

ମୋଷ୍ଟ ୱାଣ୍ଟେଡକୁ ଧରିବାକୁ ଭୁବନେଶ୍ବରରେ ଆସାମ ପୋଲିସର ରେଡ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଆସାମ ପୋଲିସ ଗୁରୁବାର ରେଡ୍‌ କରିଛି। ତେବେ ଜଣେ ମୋଷ୍ଟ ଓ୍ବାଣ୍ଟେଡ୍‌ ଆତ୍ମଗୋପନ କରିଥିବା ସୂଚନା ପରେ ଏହି ଚଢ଼ାଉ ଜାରି ରହିଛି। କମିଶନରେଟ ପୋଲିସ ସହାୟତାରେ ଆସାମ ପୋଲିସ ରେଡ୍‌ କରୁଛି। ଇନ୍‌ଫୋସିଟି ପୋଲିସ ସହାୟତାରେ…

ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ : ଅନ୍‌ଲାଇନ ପଞ୍ଜୀକରଣ ଖୁବଶୀଘ୍ର

ପୁରୀ : ରାଜ୍ୟର ପ୍ରାୟ ୨,୫୦୦ ଶ୍ରଦ୍ଧାଳୁଙ୍କୁ ଶ୍ରୀକ୍ଷେତ୍ରରେ ମାଗଣା କାର୍ତ୍ତିକ ବ୍ରତ ପାଳନର ସୁବିଧା ଯୋଗାଇ ଦେବେ ସରକାର। ଏଥିପାଇଁ ଖୁବଶୀଘ୍ର ଆରମ୍ଭ ହେବ ଅନ୍‌ଲାଇନ ପଞ୍ଜୀକରଣ ବ୍ୟବସ୍ଥା। ଜଟିଳ ରୋଗ ଓ ବୟସାଧିକ୍ୟ ଲୋକଙ୍କୁ ଏଥିପାଇଁ ସୁଯୋଗ ମିଳି…

ଏବେ ସବୁ ଅଙ୍ଗନବାଡି ବନ୍ଦ କରି ସ୍କୁଲ୍‌ରେ ସାମିଲ କରିବା ସମ୍ଭବ ନୁହେଁ: ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ସ୍କୁଲ୍‌ରେ ଅଙ୍ଗନବାଡି ସାମିଲ ନେଇ ଗୁରୁବାର ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଶିଶୁ ବାଟିକା ୩କୁ ସ୍କୁଲରେ ସାମିଲ କରାଯାଇଛି। ଏବେ ମଧ୍ୟ ଶିଶୁ ବାଟିକା ୧ ଓ ୨…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଘର

ଭୁବନେଶ୍ୱର : ୫୦ ହଜାର ହିତାଧିକାରୀଙ୍କୁ ରାଜ୍ୟ ସରକାର ବାଣ୍ଟିବେ ଅନ୍ତ୍ୟୋଦୟ ଘର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଆସନ୍ତା ୧୭ ତାରିଖରେ ଏହି ଅନ୍ତୋଦୟ ଘର ବଣ୍ଟାଯିବ । ଏନେଇ ଗୁରୁବାର ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ…

ହୀରାକୁଦ ଜଳଭଣ୍ଡାରର ୧୪ଟି ଗେଟ୍ ଖୋଲିଲା, ତଳିଆ ଅଞ୍ଚଳର ଲୋକଙ୍କୁ ବନ୍ୟା ସତର୍କତା

କଟକ : ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ, ହୀରାକୁଦ ଜଳଭଣ୍ଡାରର ୧୪ଟି ଗେଟ୍ ଖୋଲାଯାଇଛି ଏବଂ ମହାନଦୀରେ ୨.୫ ଲକ୍ଷ କ୍ୟୁସେକ୍ ଜଳ ପ୍ରବାହିତ ହେବାର ଆଶା କରାଯାଉଛି । ଏହା ଫଳରେ ହୀରାକୁଦ ଡ୍ୟାମର ତଳମୁଣ୍ଡରେ ଥିବା ନଦୀ…

ଦୁର୍ଗାପୂଜା ପାଇଁ କଟକରେ ହୋଇପାରିବ ୬ ଟି ସୁ-ଉଚ୍ଚ ତୋରଣ

କଟକ : ଓଡିଶା ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି । ଏବେ କଟକରେ ଦୁର୍ଗାପୂଜା ପାଇଁ ହୋଇପାରିବ ସୁ-ଉଚ୍ଚ ତୋରଣ । ଅନୁମତି ଦେଲେ ଓଡିଶା ହାଇକୋର୍ଟ । କଟକ ସହରରେ ୬ ଟି ସୁଉଚ୍ଚ ତୋରଣକୁ ଅନୁମତି ଦେଇଛନ୍ତି ଓଡିଶା ହାଇକୋର୍ଟ…

ମାଉସୀ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର; ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

କାକଟପୁର: ସୁଦୂର ବମ୍ବେରୁ ଆସିଥିଲେ ମାଉସୀ ଘରକୁ । ହେଲେ ସକାଳୁ ସକାଳୁ ମାଉସୀ ଘରୁ ମିଳିଲା ପୁତୁରାର ମୃତଦେହ । ଆଉ କ୍ଷଣକରେ ଏକଥା ଚାରିଆଡେ ପ୍ରଚାର ହୋଇଗଲା । ଯାହାପରେ ପୁଅର ପରିବାର ଲୋକେ ଆଣିଛନ୍ତି ହତ୍ୟା ଅଭିଯୋଗ…

ଥାନା ଆଗରେ ଜୀବନ ହାରିବାକୁ ଉଦ୍ୟମ କଲେ ଯୁବକ

ବାଙ୍କୀ : ଥାନା ସାମ୍ନାରେ ଜୀବନ ହାରିବାକୁ ଉଦ୍ୟମ। ବାଙ୍କୀ ଥାନା ସାମ୍ନାରେ ବିଷ ପିଇ ଜୀବନ ହାରିବାକୁ ଯୁବକଙ୍କ ଉଦ୍ୟମ। କୁସୁନ୍ଦା ଗାଁରେ ଜମିଜମାକୁ ନେଇ ଗଣ୍ଡଗୋଳରେ କୁନି ଭୋଇ ନାମକ ମହିଳାଙ୍କୁ ମାଡ ମାରି ଗୋଡ ଭାଙ୍ଗି ଦେଇଥିଲେ।…