2025

ସରକାରୀ ଟଙ୍କା ହେରଫେର: ବନ୍ଧା ହେଲେ ଜାମଦା ତହସିଲଦାର

ଝାରସୁଗୁଡ଼ା : ମୟୁରଭଞ୍ଜ ଜାମଦା ତହସିଲଦାର ଗିରଫ । ଜାମଦା ତହସିଲଦାର ମଧୁସ୍ମିତା ସିଂଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ । ଝାରସୁଗୁଡା ବେଲପାହାଡ ମ୍ୟୁନିସିପାଲିଟିରେ ନିର୍ବାହୀ ଅଧିକାରୀ ଥିବା ବେଳେ ୪ କୋଟି ଟଙ୍କାର ସରକାରୀ ଅର୍ଥକୁ ହେରଫେର କରିଥିଲେ…

କଟକ ଜେଏମ୍‌ଏଫ୍‌ସି କୋର୍ଟରେ ଗ୍ୟାଙ୍ଗଷ୍ଟର ସକିଲର ଆତ୍ମସମର୍ପଣ

କଟକ : ଗ୍ୟାଙ୍ଗଷ୍ଟର ସକିଲର ଆତ୍ମସମର୍ପଣ । ମଙ୍ଗଳାବାଗ ଥାନାର ଏକ ମାମଲାରେ ଆତ୍ମସମର୍ପଣ କଲା ଗ୍ୟାଙ୍ଗଷ୍ଟାର ସକିଲ୍ । କଟକ JMFCରେ ସକିଲର ଆତ୍ମସମର୍ପଣ କରିଛି । ଆରମ୍ଭ ହୋଇଛି ପାର୍ବଣ ଋତୁ । କଟକ ସହରର ଆଇନ୍ ଶୃଙ୍ଖଳାକୁ…

ମାଲକାନଗିରି ବ୍ଲକରେ କର୍ମଚାରୀ ମରୁଡି

ମାଲକାନଗିରି : ମାଲକାନଗିରି ବ୍ଲକରେ ଅଫିସର ଓ କର୍ମଚାରୀ ମରୁଡି ଦେଖାଦେଇଛି । ଫଳରେ ସମସ୍ତ ବିଭାଗ ଅଚଳ ହୋଇ ପଡିଛି । ବିଭିନ୍ନ ବିଭାଗରେ ପଦ ପଦବୀ ଗୁଡିକ ଅତିରିକ୍ତ ଦାୟିତ୍ୱରେ ଚାଲିଛି । ଗ୍ରାମ ପଂଚାୟତ ସଂପ୍ରସାରଣ ଅଧିକାରୀ,…

ରାଜଧାନୀରେ ପ୍ରତିଷ୍ଠା ହେବ ଡପଲର ରାଡାର ସିଷ୍ଟମ

ଭୁବନେଶ୍ବର : ରାଜଧାନୀରେ ଡପଲର ରାଡାର ସିଷ୍ଟମ ପ୍ରତିଷ୍ଠା ହେବା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ଖୁବଶୀଘ୍ର ବାଲେଶ୍ଵର ଓ ସମ୍ବଲପୁରରେ ରାଡାର ସିଷ୍ଟମ କାର୍ଯ୍ୟକ୍ଷମ ହେବ । ବାଲେଶ୍ବର ଓ ସମ୍ବଲପୁରରେ ଭିତ୍ତିଭୂମି କାର୍ଯ୍ୟ…

୭ ନୂଆ ମ୍ୟୁନିସପାଲିଟି ଓ ୧୬ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟରେ ୭ ନୂଆ ମ୍ୟୁନିସପାଲିଟି ଓ ୧୬ ନୂଆ NAC ଘୋଷଣା ହୋଇଛି। ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ…

ପାନ୍ କାର୍ଡରେ ଜାଲିଆତି, ଗ୍ରୋସରୀ ଦୋକାନ ମାଲିକଙ୍କୁ ୧୪୧ କୋଟି ଟଙ୍କାର ଟ୍ୟାକ୍ସ

୧୪୧ କୋଟି ଟଙ୍କାର ଟ୍ୟାକ୍ସ । ସେ ପୁଣି କୌଣସି ସରକାରୀ କର୍ମଚାରୀ କି ବିଜନେସ୍ ମ୍ୟାନ୍ ନୁହେଁ ଜଣେ ଗ୍ରୋସରୀ ଦୋକାନ ମାଲିକଙ୍କୁ ଆସିଛି ୧୪୧ କୋଟି ଟଙ୍କାର ଟ୍ୟାକ୍ସ ନୋଟିସ୍ । ଉତ୍ତର ପ୍ରଦେଶର ବୁଲନ୍ଦସହରର ଏକ ଛୋଟ…

ପାକିସ୍ତାନରେ ଆର୍ମି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୫ ମୃତ

ପାକିସ୍ତାନ : ପାକିସ୍ତାନରେ ଆର୍ମି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ଗିଲଗିଟ୍-ବାଲ୍ଟିସ୍ତାନରେ ହେଲିକପ୍ଟରରେ ନିଆଁ ଲାଗିଯାଇଥିଲା । ଇଂଜିନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ହେଲିକପ୍ଟର ଦୁର୍ଘଟଣା ହୋଇଥିବା ଜଣାପଡିଛି । ଗିଲଗିଟ-ବାଲ୍ଟିସ୍ତାନ ସରକାରଙ୍କ ମୁଖପାତ୍ର…

ସେପ୍ଟେମ୍ବର ୫ ଯାଏଁ ସ୍ଥଗିତ ଚାରଧାମ ଯାତ୍ରା ଓ ହିମକୁଣ୍ଡ ସାହିବ ଯାତ୍ରା

ଡେରାଡୁନ: ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ଯୋଗୁଁ ଚାରିଧାମ ଯାତ୍ରା ଏବଂ ହେମକୁଣ୍ଡ ସାହିବ ଯାତ୍ରାକୁ ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସଚିବ ବିନୟ ଶଙ୍କର ପାଣ୍ଡେ ଏବଂ ଗଡ଼ୱାଲ ଡିଭିଜନର କମିଶନର ସୂଚନା…

SCOରେ ଆତଙ୍କବାଦକୁ ସମର୍ଥନ କରୁଥିବା ଦେଶଙ୍କୁ ଚେତାବନୀ ଦେଲେ ମୋଦୀ

ନୂଆଦିଲ୍ଲୀ: ଚୀନର ତିଆନଜିନରେ ସାଂଘାଇ ସହଯୋଗ ସଂଗଠନ (SCO)ର ୨୫ତମ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆତଙ୍କବାଦ ବିରୋଧରେ କଡ଼ା ବାର୍ତ୍ତା ଦେଇଛନ୍ତି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଉପସ୍ଥିତ ଥାଇ ମୋଦୀ କହିଛନ୍ତି, କିଛି ଦେଶର ଆତଙ୍କବାଦୀ ସଂଗଠନଙ୍କୁ…

ମୋଦୀ-ପୁଟିନ୍‍ ଦ୍ୱିପାକ୍ଷିକ ଆଲୋଚନା: ଭାରତ ସହ ରାଜନୀତି ନୁହେଁ ବରଂ ବିଶ୍ୱାସର ସମ୍ପର୍କ କହିଲେ ପୁଟିନ୍‍

ସାଙ୍ଘାଇ ସମନ୍ୱୟ ସଂଗଠନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିବା ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି । ଭାରତ ଏବଂ ରୁଷ ମଧ୍ୟରେ ସମ୍ପର୍କରେ ସବୁଠାରୁ ବଡ ସମସ୍ୟା ଯଦି କୌଣସି ଦେଶକୁ ହୋଇଥାଏ…