ଆଫଗାନ ଭୂକମ୍ପ ପୀଡ଼ିତଙ୍କ ପରିବାରକୁ ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ଆଫଗାନିସ୍ତାନରେ ଭୂକମ୍ପ ଯୋଗୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ଦୁଃଖପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଫଗାନିସ୍ତାନରେ ଭୂକମ୍ପ ଯୋଗୁ ଶତାଧିକ ଲୋକଙ୍କ…
