2025

ଶତ୍ରୁ ଦେଶକୁ CDS ଜେନେରାଲ ଅନିଲ୍ ଚୌହାନଙ୍କ ଚେତାବନୀ; ଯଦି ଶାନ୍ତି ଚାହୁଁଛ ଯୁଦ୍ଧ ପାଇଁ ପ୍ରସ୍ତୁତ ରୁହ…’

ନୂଆଦିଲ୍ଲୀ: ଭାରତର ପ୍ରତିରକ୍ଷା ମୁଖ୍ୟ (CDS) ଜେନେରାଲ ଅନିଲ୍ ଚୌହାନ ଚୀନ, ପାକିସ୍ତାନକୁ ସିଧାସଳଖ ବାର୍ତ୍ତା ଦେଇଛନ୍ତି । ସେ ଦେଶର ସୁରକ୍ଷା ଏବଂ ଭବିଷ୍ୟତର ପ୍ରସ୍ତୁତି ଉପରେ ମଧ୍ୟ ଅନେକ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଭାରତ…

ପାକିସ୍ତାନରେ ବନ୍ୟା ବିତ୍ପାତ ଜାରି, ୨୪ ଘଣ୍ଟାରେ ୧୭ ମୃତ

ପାକିସ୍ତାନରେ ପ୍ରବଳ ବର୍ଷା, ବନ୍ୟା ଏବଂ ଭୂସ୍ଖଳନ ଯୋଗୁଁ ଅନେକ କ୍ଷତି ଘଟିଛି । ପରିସ୍ଥିତି ଏପରି ହୋଇଛି ଯେ ଏଠାରେ ପ୍ରତିଦିନ ଲୋକ ମୃତ୍ୟୁବରଣ କରୁଛନ୍ତି । ଉତ୍ତର-ପଶ୍ଚିମ ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶ ବର୍ଷା ଦ୍ୱାରା ସର୍ବାଧିକ ପ୍ରଭାବିତ…

ଡୋନାଲ୍ଡ ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ, ୬ ଲକ୍ଷ ଚୀନ୍ ଛାତ୍ରଙ୍କ ପାଇଁ ଭିସା ଘୋଷଣା

ଚାଇନା ପାଇଁ ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ । ଜିନପିଙ୍ଗଙ୍କ ଆଗରେ ନରମ ପଡ଼ୁଛନ୍ତି ଟ୍ରମ୍ପ । ୬ ଲକ୍ଷ ଚୀନ୍ ଛାତ୍ରଙ୍କ ପାଇଁ ଭିସା ଘୋଷଣା କଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଅନ୍ୟପଟେ ଚାଇନାର ଛାତ୍ରମାନଙ୍କୁ ଆମେରିକୀୟ ବିଶ୍ୱବିଦ୍ୟାଳୟରେ ପାଠ…

ଉରିରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ କଲା ସେନା

ଜାମ୍ମୁ-କାଶ୍ମୀରର ଉରି ଅନ୍ତର୍ଗତ ନିୟନ୍ତ୍ରଣ ରେଖା(ଏଲଓସି)ରେ ସୋମବାର ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିଛି ସେନା। ନିୟନ୍ତ୍ରଣ ରେଖା ନିକଟରେ କିଛି ସନ୍ଦିଗ୍ଧ ଗତିବିଧି ଦେଖିବା ପରେ ଯବାନଙ୍କ ପକ୍ଷରୁ ଗୁଳିମାଡ଼ କରାଯାଇଥିଲା। ଫଳରେ ଆତଙ୍କୀମାନେ ଛତ୍ରଭଙ୍ଗ ଦେଇଥିଲେ ବୋଲି ସେନା…

ଢାକାରେ ଡାର୍-ୟୁନୁସ ମିଟ୍, ଭାରତକୁ ବିପଦ କେତେ ?

ନୂଆଦିଲ୍ଲୀ: ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇଶାକ ଦାର ଶନିବାର ଦୁଇ ଦିନିଆ ଗସ୍ତରେ ବାଂଲାଦେଶରେ ପହଞ୍ଚିଛନ୍ତି। ଗତ ୧୩ ବର୍ଷ ମଧ୍ୟରେ ଏହା ଜଣେ ପାକିସ୍ତାନୀ ବୈଦେଶିକ ମନ୍ତ୍ରୀଙ୍କ ବାଂଲାଦେଶର ପ୍ରଥମ ରାଷ୍ଟ୍ର ଗସ୍ତ। ଗତ ବର୍ଷ ଅଗଷ୍ଟରେ…

ନୂଆ ବିଲ୍ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ଶାହା, ଧନଖଡ଼ଙ୍କ ଇସ୍ତଫା ନେଇ ବି କହିଲେ ବଡ କଥା….

ନୂଆଦିଲ୍ଲୀ: ୧୩୦ ତମ ସଂଶୋଧନ ବିଲ୍ ଠାରୁ ଆରମ୍ଭ କରି ଜଗଦୀପ ଧନଖଡଙ୍କ ଉପରାଷ୍ଟ୍ରପତି ପଦ ଛାଡିବା ପର୍ଯ୍ୟନ୍ତ ସବୁ କିଛି ନେଇ ବଡ ମନ୍ତବ୍ୟ ରଖିଛନ୍ତି ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ । ଖବରସରବରାହ ସଂସ୍ଥା ଏଏନଆଇ ସହ ଏକ ସାକ୍ଷାତକାରରେ…

ନୌସେନାକୁ ବୁଷ୍ଟ କରିବ ସବ୍‌ମରିନ୍ ଡିଲ୍, ଜର୍ମାନୀଠାରୁ ଭାରତ କିଣିବ ୬ ବୁଡ଼ାଜାହାଜ

ନୂଆଦିଲ୍ଲୀ: ଭାରତ ସରକାର ବାୟୁସେନା ଓ ନୌସେନାର ଶକ୍ତି ବଢ଼ାଇବା ପାଇଁ ଦୁଇଟି ବଡ଼ ଚୁକ୍ତି ଲାଗି ପ୍ରସ୍ତୁତି ଚଳାଇଛନ୍ତି। ଛଅ ମାସ ଧରି ଅଟକି ରହିବା ପରେ, କେନ୍ଦ୍ର ସରକାର ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ମଝଗାଓଁ ଡକ୍‌ୟାର୍ଡସ ଲିମିଟେଡ୍ (MDL)କୁ…

ସିଆଇଏସଏଫ ପ୍ରଥମ ମହିଳା କମାଣ୍ଡୋ ୟୁନିଟ୍ ଆରମ୍ଭ, ସ୍ୱତନ୍ତ୍ର ତାଲିମ ପରେ ହେବେ ନିୟୋଜିତ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (CISF) ରବିବାର ଘୋଷଣା କରିଛି ଯେ ଏହାର ପ୍ରଥମ ମହିଳା କମାଣ୍ଡୋ ୟୁନିଟ୍ ଏବେ ଆରମ୍ଭ ହୋଇଛି। ଏହି ସ୍ୱତନ୍ତ୍ର ମହିଳା ସ୍କ୍ୱାଡ୍ ଦେଶର ବିମାନବନ୍ଦର ଏବଂ ଅନ୍ୟାନ୍ୟ ସମ୍ବେଦନଶୀଳ ପ୍ରତିଷ୍ଠାନରେ ସୁରକ୍ଷା ଦାୟିତ୍ୱ…

ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରକ, ୮ ଶ୍ରଦ୍ଧାଳୁ ମୃତ ଓ ୪୩ ଆହତ

ସୋମବାର ଅର୍ଥାତ୍ ଆଜି ବୁଲନ୍ଦସହରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଆଠ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୪୩ ଜଣ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, କାସଗଞ୍ଜରୁ ଗୋଗାମେଡି ରାଜସ୍ଥାନକୁ ଜହରବୀର (ଗୋଗାଜୀ) ଦର୍ଶନ ପାଇଁ…

ୟେମେନର ରାଜଧାନୀ ଉପରେ ଇସ୍ରାଏଲର ଆକ୍ରମଣ

ମଧ୍ୟପ୍ରାଚ୍ୟରେ ଉତ୍ତେଜନା ନିରନ୍ତର ବୃଦ୍ଧି ପାଉଛି । ଏବେ ଇସ୍ରାଏଲୀ ସେନା ୟେମେନର ରାଜଧାନୀ ସାନାର ଅନେକ ସ୍ଥାନରେ ବିମାନ ଆକ୍ରମଣ କରିଛି । ହୁଥି ବିଦ୍ରୋହୀମାନେ ଇସ୍ରାଏଲ ଆଡ଼କୁ ମିଶାଇଲ୍ ମାଡ଼ କରିବା ପାଇଁ ଦାୟୀ ହେବାର କିଛି ଦିନ…