2025

ପାଣିରେ ବୁଡି ରହିଛି ସଙ୍ଗମେଶ୍ବର ମହାଦେବ ମନ୍ଦିର, ଡଙ୍ଗାରେ ଯାଇ ଭଗବାନଙ୍କୁ ଦର୍ଶନ କରୁଛନ୍ତି ଭକ୍ତ

ରାଜସ୍ଥାନ ବାଂସୱାଡ଼ାର ପାଣିରେ ବୁଡ଼ି ରହିଛି ସଙ୍ଗମେଶ୍ବର ମହାଦେବ ମନ୍ଦିର । ତଥାପି ବନ୍ଦ ହୋଇନି ଭକ୍ତଙ୍କ ପୂଜାର୍ଚ୍ଚନା । ସୋମବାର ଦିନ ଭୋଲେନାଥଙ୍କ ଦର୍ଶନ ଏବଂ ପୂଜାର୍ଚ୍ଚନା ପାଇଁ ଡଙ୍ଗାରେ ଯାଇ ମନ୍ଦିରରେ ପହଞ୍ଚିଥିଲେ ଭକ୍ତ । ଲଗାତାର ବର୍ଷା…

ଇସ୍ରାଏଲ-ଗାଜା ମଧ୍ୟରେ ନିରନ୍ତର ଆକ୍ରମଣ, ବିସ୍ଫୋରଣରେ ୩ ସାମ୍ବାଦିକ ସମେତ ୧୫ ମୃତ

ଇସ୍ରାଏଲ-ଗାଜା ମଧ୍ୟରେ ଚାଲିଛି ନିରନ୍ତର ଆକ୍ରମଣ । ଇସ୍ରାଏଲ ପୁଣି ଥରେ ଗାଜାର ବିମାନ ଉପରେ କରିଛି ଆକ୍ରମଣ । ଇସ୍ରାଏଲର ବୋମା ବିସ୍ଫୋରଣରେ ୩ ଜଣ ସାମ୍ବାଦିକଙ୍କ ସମେତ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଯାହାର ସୂଚନା ସ୍ଥାନୀୟ…

ଶତ୍ରୁ ପ୍ରତି ବଡ଼ପଣ ଦେଖାଇଲା ଭାରତ, ପାକିସ୍ତାନକୁ ବନ୍ୟା ସମ୍ପର୍କରେ କଲା ସତର୍କ

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରଠାରୁ ଜାରି ରହିଛି ଭାରତ-ପାକିସ୍ତାନର ଉତ୍ତେଜନା । ଫଳରେ ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ଅସ୍ଥାୟୀ ଭାବେ ବନ୍ଦ କରିଥିଲା । ଏହାରି ମଧ୍ୟରେ ବଡ଼ପଣ ଦେଖାଇଛି ଭାରତ । ଏଥି ସହିତ ଭାରତ ପାକିସ୍ତାନକୁ ପରାମର୍ଶ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କଲେ କେନ୍ଦ୍ର ସମବାୟ ରାଷ୍ଟ୍ର ମନ୍ତ୍ରୀ

ଭୁବନେଶ୍ୱର : ଆଜି ଲୋକସେବା ଭବନରେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ସହିତ ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି। ଏହି…

ପୋଖରୀରୁ କୁମ୍ଭୀର ଉଦ୍ଧାର

କେନ୍ଦ୍ରାପଡ଼ା: ପୋଖରୀରୁ ଧରାଗଲା କୁମ୍ଭୀର। କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠ ଗ୍ରାମର ରବୀନ୍ଦ୍ର ମହାନ୍ତିଙ୍କ ପୋଖରୀରୁ ସୋମବାର ଏକ କୁମ୍ଭୀର ଉଦ୍ଧାର କରାଯାଇଛି। ବନ ବିଭାଗ କର୍ମଚାରୀମାନେ କୁମ୍ଭୀରକୁ ଧରି ହବଳ ନାଳରେ ଛାଡ଼ିଦେଇଛନ୍ତି। ସୂଚନା ଅନୁସାରେ, ରବୀନ୍ଦ୍ରଙ୍କ ପୋଖରୀରେ…

ଭୁବନେଶ୍ୱର ବିମାନବନ୍ଦରରେ ଖୋଲିଲା ‘ଉଡାନ ଯାତ୍ରୀ’ କାଫେ

ଭୁବନେଶ୍ୱର: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମ ମୋହନ ନାଇଡୁ ସୋମବାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଯାତ୍ରୀଙ୍କ ପାଇଁ ସୁଲଭ ଖାଦ୍ୟ ଏବଂ ପାନୀୟ ବିକଳ୍ପ ସହିତ ‘ଉଡାନ ଯାତ୍ରୀ’ କାଫେର ଉଦଘାଟନ କରିଛନ୍ତି।…

ନେପାଳରେ ୨ ସ୍ଵର୍ଣ୍ଣ ପଦକ ଜିତି ଦେଶ ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ ଦେବୀ ପ୍ରସାଦ

ପୁରୀ: ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଲେ ଓଡିଆ ପୁଅ । ନେପାଳରେ ୨ଟି ସ୍ଵର୍ଣ୍ଣ ପଦକ ଜିତିଲେ ଓଡ଼ିଆ ତଥା ଶ୍ରୀକ୍ଷେତ୍ରର ପୁଅ ଦେବୀ ପ୍ରସାଦ । ଏସିଆନ୍ ଶକ୍ତିଉତ୍ତୋଳନ ପ୍ରତିଯୋଗୀତାରେ ବାଜିମାତ କରିଛନ୍ତି ଦେବୀ । ଏସିଆନ…

ଦୁର୍ଗା ପୂଜା ନିର୍ଦ୍ଦେଶନାମା; ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ

କଟକ: ଆସିଲାଣି ପାର୍ବଣ। ଚାରିଆଡେ ଏବେ ଉତ୍ସବ ମୁଖର। ତେବେ ଦୁର୍ଗ ପୂଜାକୁ ଆଉ ମାସେ ବାକି ଥିବା ବେଳେ ଏଥିପାଇଁ ଜାରି ହେଲା ସର୍କୁଲାର। କଟକ ଦୁର୍ଗା ପୂଜା ପାଇଁ ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ। ରାସ୍ତା ଉପର ଦେଇ…

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରିମଣ୍ଡଳ ସମ୍ମିଳନୀ: କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମରେ ଓଡ଼ିଆ ଆଦିବାସୀ ଝିଅଙ୍କୁ ପାଇଲଟ୍ ଟ୍ରେନିଂ ଦିଆଯିବ

ଭୁବନେଶ୍ୱର : ଭୁବନେଶ୍ୱର ଠାରେ ଆୟୋଜିତ ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଘୋଷଣା କରିଥିଲେଯେ ରାଜ୍ୟ ସରକାରଙ୍କ ପ୍ରମୁଖ ପ୍ରୟାସ B-MAAN (Building and Management of Aviation Assets and…

ନକଲି ଅଧ୍ୟାପକଙ୍କ ଉପରେ ଉଚ୍ଚ ଶିକ୍ଷା ବିଭାଗର ଛାଟ, କାରଣ ଦର୍ଶାଅ ନୋଟିସ ଜାରି

ଉଦଳା: ଯୋଗ୍ୟତା ନ ଥାଇ ବି ପଦବୀ, ତାହା ପୁଣି ଆଉ କିଛି ନୁହେଁ….ଅଧ୍ୟାପକ । ଆଉ ଏହି ଅଧ୍ୟାପକଙ୍କ ଉପରେ ଏବେ ଉଚ୍ଚ ଶିକ୍ଷା ବିଭାଗର ପଡିଛି ଛାଟ । ଅଧ୍ୟାପକଙ୍କୁ ଆସିଛି କାରଣ ଦର୍ଶାଅ ନୋଟିସ । ଅଧ୍ୟାପକ…