2025

ଚଳିତ ବର୍ଷ ଶେଷ ସୁଦ୍ଧା ଭାରତରେ ଉତ୍ପାଦନ ହେବ ସେମିକଣ୍ଡକ୍ଟର ଚିପ୍, ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷ ସୁଦ୍ଧା ପ୍ରଥମ ମେଡ-ଇନ-ଇଣ୍ଡିଆ ସେମିକଣ୍ଡକ୍ଟର ଚିପ୍ । ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତରେ ଚଳିତ ବର୍ଷ ଶେଷ ସୁଦ୍ଧା ସେମିକଣ୍ଡକ୍ଟର ଚିପ୍ ତିଆରି ହେବ। ଏହା ସହ ଦେଶ ଏବେ 6G ପ୍ରଯୁକ୍ତିବିଦ୍ୟାର…

ଖୁବଶୀଘ୍ର ଭାରତ ଆସିପାରନ୍ତି ଜେଲେନସ୍କି ଓ ପୁଟିନ୍, ବାହାରିପାରେ ଶାନ୍ତିର ରାସ୍ତା !

ନୂଆଦିଲ୍ଲୀ: ଟ୍ରମ୍ପଙ୍କ ସତ ଚେଷ୍ଟା ପରେ ମଧ୍ୟ ରୁଷ-ୟୁକ୍ରେନ୍ ଯୁଦ୍ଧରେ ପଡିପାରିନାହିଁ ପୂର୍ଣ୍ଣଚ୍ଛେଦ । ବାରମ୍ବାର ବୈଠକ ସତ୍ତ୍ବେ ସମାଧାନ ମିଳିପାରିନାହିଁ । ଏହାରି ମଧ୍ୟରେ ଜେଲେନସ୍କିଙ୍କ ଭାରତ ଗସ୍ତ ଖବରକୁ ତୀବ୍ର କରିଛି । ପୁଟିନ୍ ମଧ୍ୟ ଚଳିତ ବର୍ଷ…

ଭାଗଲପୁରରୁ ଆସିଲା ଆଶ୍ଚର୍ଯ୍ୟଜନକ ଖବର, ଭୋଟର ତାଲିକାରେ ଅଛି ପାକିସ୍ତାନୀ ମହିଳାଙ୍କ ନାମ

ବିହାର: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭାଗଲପୁରରୁ ଏକ ଆଶ୍ଚର୍ଯ୍ୟଜନକ ଖବର ଆସିଛି । ଗୃହ ମନ୍ତ୍ରଣାଳୟର ତଦନ୍ତରୁ ଜଣାପଡିଛି ଯେ ପାକିସ୍ତାନରୁ ଆସିଥିବା ଦୁଇ ମହିଳାଙ୍କ ନାମ ଭୋଟର ତାଲିକାରେ ପଞ୍ଜୀକୃତ ହୋଇଥିଲା । ଏଥିସହ ସେମାନଙ୍କର ଭୋଟର ପରିଚୟପତ୍ର…

DRDO ବିକଶିତ କଲା ବାୟୁ ପ୍ରତିରକ୍ଷା ପ୍ରଣାଳୀ, IADWS ର ପରୀକ୍ଷଣ ସଫଳ

ନୂଆଦିଲ୍ଲୀ: ଭାରତ ଏକ ବଡ଼ ସଫଳତା ହାସଲ କରି ଇଣ୍ଟିଗ୍ରେଟେଡ୍ ଏୟାର ଡିଫେନ୍ସ ୱେପନ୍ ସିଷ୍ଟମ୍ (IADWS)ର ସଫଳ ପରୀକ୍ଷଣ କରିଛି । ଏହି ପରୀକ୍ଷଣ ଭାରତର ଏୟାର ଡିଫେନ୍ସ ସିଷ୍ଟମ୍ ଓ କ୍ଷମତାକୁ ଆଉ ପାଦେ ଆଗେଇ ନେଇଛି ।…

ମହାନଦୀକୁ ଡେଇଁଲେ ନବମ ଶ୍ରେଣୀ ଛାତ୍ରୀ, ଜୀବିତ ଉଦ୍ଧାର

ସମ୍ବଲପୁର: ସମ୍ବଲପୁରର ଚୌରାପୁର ସେତୁ ନିକଟରୁ ରବିବାର ପ୍ରତ୍ୟୁଷରେ ମହାନଦୀକୁ ଡେଇଁପଡ଼ିଥିଲେ ନବମ ଶ୍ରେଣୀ ଛାତ୍ରୀ। ଏହାର କିଛି ଘଣ୍ଟା ପରେ ଅଗ୍ନିଶମ କର୍ମଚାରୀ ମାନେ ତାଙ୍କୁ ଉଦ୍ଧାର କରିବାରେ ସଫଳ ହୋଇଥିଲେ। ଅରିତା ବିସି ନାମକ ଏହି ଯୁବତୀଙ୍କୁ ଗୋବିନ୍ଦତୋଲା…

ବର୍ଜ୍ୟରୁ ସବୁଜ ଇନ୍ଧନ ପ୍ରସ୍ତୁତ ହେବ : ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ଓଡିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ । ଏନେଇ ସୂଚନା ଦେଲେ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ଏଥିପାଇଁ ଜମି ଓ ବର୍ଜ୍ୟ ଯୋଗାଇଦେବେ ସରକାର । କମ୍ପାନୀ ତାଙ୍କର ପ୍ଲାଣ୍ଟ୍‌…

ପ୍ରଥମ ଥର ପାଇଁ ଅନୁଗୁଳ ବନଖଣ୍ଡକୁ ଆସିଲା ‘ଐରାବତ’

ଅନୁଗୁଳ: ରାଜ୍ୟରେ ପ୍ରଥମ ଥର ପାଇଁ ହାତୀ ସ୍ଥାନାନ୍ତରଣ ପାଇଁ ଏକ ସ୍ବତନ୍ତ୍ର ଗାଡିକୁ କାର୍ଯ୍ୟରେ ଲଗାଯାଇଛି । ଅନୁଗୁଳ ଜଙ୍ଗଲ ବିଭାଗକୁ ଆସିଛି ଏକ ସ୍ବତନ୍ତ୍ର ଟ୍ରକ୍‌ ‘ଐରାବତ’ । ଏହାକୁ ଅନୁଗୁଳ ତଥା ରାଜ୍ୟର ଅନ୍ୟ ଜିଲ୍ଲାରେ ହାତୀ…

ଖାଲି ପଡ଼ିଥିବା ସରକାରୀ ଜମିର ହେବ ବ୍ୟବସାୟୀକରଣ

ଭୁବନେଶ୍ୱର: ସାରା ରାଜ୍ୟରେ ଓଡ଼ିଶା ସରକାରଙ୍କ ଶହ ଶହ ଏକର ଜମି ଅବ୍ୟବହୃତ ହୋଇ ପଡ଼ି ରହିଛି। ସରକାର ସେଥିରୁ ଟଙ୍କାଟିଏ ପାଉନଥିବା ବେଳେ ତାହା ଜବରଦଖଲକାରୀଙ୍କ ହାତକୁ ଚାଲିଯାଉଛି। ଏଣିକି ସରକାରୀ ବିଭାଗ ମାଲିକାନାରେ ଥିବା ଜମିକୁ ଚିହ୍ନଟ କରାଯାଇ…

ଆଇଏଡିଡବ୍ଲ୍ୟୁଏସ ସଫଳ ପରୀକ୍ଷଣ କଲା ଡିଆରଡିଓ

ଭୁବେନଶ୍ବର: ଭାରତୀୟ ସେନାକୁ ମିଳିଲା ନୂଆ ଶକ୍ତି। ପ୍ରତିରକ୍ଷା ଗବେଷଣା ଉନ୍ନୟନ ପ୍ରତିଷ୍ଠାନ(ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ ଏୟାର ଡିଫେନ୍ସ ଓ୍ବିପନ ସିଷ୍ଟମ ବା ସମନ୍ବିତ ବାୟୁ ପ୍ରତିରକ୍ଷା ଅସ୍ତ୍ରଶସ୍ତ୍ର ବ୍ୟବସ୍ଥା (ଆଇଏଡିଡବ୍ଲ୍ୟୁଏସ)ର ସଫଳ ପରୀକ୍ଷଣ କରାଯାଇଛି। ଶନିବାର ଓଡ଼ିଶାର ଚାନ୍ଦିପୁର କ୍ଷେପଣାସ୍ତ୍ର…

ମହିଧରପଡ଼ା ମେଡିକାଲ୍‌ ପରିସରରୁ ନବଜାତ ଶିଶୁ କନ୍ୟା ଉଦ୍ଧାର

ଭୁବନେଶ୍ବର : ନଖରା ନିକଟସ୍ଥ ମହିଧରପଡ଼ା ମେଡିକାଲ୍‌ ପରିସରରୁ ଏକ ନବଜାତ ଶିଶୁ କନ୍ୟା ଉଦ୍ଧାର ହୋଇଛି । ମେଡିକାଲ୍‌ ପରିସରରେ ଥିବା ଏକ ଗଛ ମୂଳରୁ ସ୍ଥାନୀୟ ଲୋକେ ଆଜି ଏହି ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରିଛନ୍ତି । କିଏ…