ବୁଲା କୁକୁରଙ୍କୁ ନେଇ ସୁପ୍ରିମ ରାୟ: ବନ୍ଧ୍ୟାକରଣ କରି ଛାଡିଦିଆଯିବ, ନିର୍ଦ୍ଦିଷ୍ଟ ସ୍ଥାନରେ ବୁଲା କୁକୁରଙ୍କୁ ଖାଇବାକୁ ଦେବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ : କୁକୁର ପ୍ରେମୀଙ୍କ ପାଇଁ ଖୁସି ଖବର । ଶୁକ୍ରବାର ସୁପ୍ରିମକୋର୍ଟ ବୁଲା କୁକୁରମାନଙ୍କୁ ନେଇ ରାୟ ଶୁଣାଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଆଶ୍ରୟ ଗୃହକୁ ପଠା ଯାଇଥିବା କୁକରମାନଙ୍କୁ ଛାଡ଼ି ଦିଆଯିବ । ବନ୍ଧ୍ୟାକରଣ ଓ…
