2025

ପକ୍ଷୀମାଡ଼ ଯୋଗୁଁ ବିମାନେର ଲାଗିଲା ନିଆଁ, ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ବଞ୍ଚିଗଲା ୩୦୦ରୁ ଊର୍ଦ୍ଧ୍ବ ଯାତ୍ରୀଙ୍କ ଜୀବନ

ପୁଣି ବର୍ତ୍ତିଗଲା ବଡ଼ ବିମାନ ଦୁର୍ଘଟଣା । ବଞ୍ଚିଗଲା ୩୦୦ ଯାତ୍ରୀଙ୍କ ଜୀବନ । ଉଡ଼ାଣ ଭରିବାର କିଛି ସମୟ ଭିତରେ ବିମାନରେ ଲାଗିଗଲା ନିଆଁ । ଏହି ଘଟଣାର ୧୮ ସେକେଣ୍ଡର ଭିଡିଓ ଭାଇରଲ ହେବାରେ ଲାଗିଛି । ଯାହାକୁ…

ସିପି ରାଧାକୃଷ୍ଣନଙ୍କୁ ଟକ୍କର ଦେବେ INDIA ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପାଇଁ ପ୍ରାର୍ଥୀ ଘୋଷଣା କରିଛି ଇଣ୍ଡିଆ ମେଣ୍ଟ । ବି. ସୁଦର୍ଶନ ରେଡ୍ଡୀଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଛି ଇଣ୍ଡିଆ ମେଣ୍ଟ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ।…

ଲଗେଜ ଓଜନ ପରେ ଷ୍ଟେସନରେ ମିଳିବ ଏଣ୍ଟ୍ରି, ଖୁବଶୀଘ୍ର ଏୟାରପୋର୍ଟ ଭଳି ଲାଗୁ ହେବ ନିୟମ

ନୂଆଦିଲ୍ଲୀ: ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ବଡ଼ ପଦକ୍ଷେପ ନେଇଛି ଭାରତୀୟ ରେଳ । ଭାରତୀୟ ରେଲୱେ ଏବେ ଏୟାରଲାଇନ୍ସ କମ୍ପାନୀ ଭଳି ଲଗେଜ ନିୟମ ଲାଗୁ କରିବାକୁ ଯାଉଛି । ଏହି ନିୟମ ଅନୁସାରେ, ଟ୍ରେନରେ ମନଇଚ୍ଛା ଲଗେଜ…

ବୁଲା କୁକୁର ପାଇଁ ନିଜ ଜୀବନ ଉତ୍ସର୍ଗ କଲେ ମହିଳା ଇନ୍ସପେକ୍ଟର

ନୂଆଦିଲ୍ଲୀ: ଲା କୁକୁର ପାଇଁ ନିଜ ଜୀବନ ଦେଇଦେଲେ ମହିଳା ଇନ୍ସପେକ୍ଟର । ବୁଲେଟରେ ଘରକୁ ଫେରୁଥିଲେ । ଅଚାନକ ତାଙ୍କ ସାମ୍ନାକୁ ଏକ ବୁଲା କୁକୁର ଆସିଗଲା ଆଉ ତା’ପରେ ଯାହା ଘଟିଲା ଆପଣ ଜାଣିଲେ ମୁଣ୍ଡରେ ହାତ ଦେବେ…

ରାଜ୍ୟ ଅର୍ଥ ଆୟୋଗ ଦେଲେ ଅନ୍ତରୀଣ ରିପୋର୍ଟ: ଷୋଡ଼ଶ ଅର୍ଥ ଆୟୋଗଙ୍କୁ ପଠାଯିବ

ଭୁବନେଶ୍ବର: ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଛନ୍ତି। ଆୟୋଗର ଅଧ୍ୟକ୍ଷ ଡ. ଅରୁଣ କୁମାର ପଣ୍ଡାଙ୍କ ନେତୃତ୍ବାଧୀନ ଦଳ ମୁଖ୍ୟମନ୍ତ୍ରୀଙ୍କୁ ବିଭିନ୍ନ ସୁପାରିସ ସମ୍ପର୍କରେ ଅବଗତ କରିଥିଲେ। ଏହି ରିପୋର୍ଟକୁ କେନ୍ଦ୍ର…

ନଭେମ୍ବରରୁ ବଣ୍ଟା ହେବ ପିଏମ୍‌-ଆବାସ : ମୋଦୀଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ମିଳିବ ଘର

ଭୁବନେଶ୍ବର: ଆସନ୍ତା ନଭେମ୍ବର ମାସରେ ପିଏମ୍‌ ଆବାସ ଯୋଜନାରେ ଘର ଆବଣ୍ଟନ ହେବ। ପର୍ଯ୍ୟାୟକ୍ରମେ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଘର ଦିଆଯିବ ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକ କହିଛନ୍ତି। ଆଜି ଗଣମାଧ୍ୟମକୁ…

ରାଜ୍ୟରେ ନିଯୁକ୍ତି ପାଇବେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରା ମେଡିକାଲ ଷ୍ଟାଫ୍:ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନ ଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟରେ ଖାଲି ପଡିଥିବା ବିଭିନ୍ନ ଡାକ୍ତର ପଦବୀ…

ରଥଯାତ୍ରା ଓ ବାହୁଡ଼ା ଯାତ୍ରା ନେଇ ଆସିବ ମାର୍ଗଦର୍ଶିକା, ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ ନିୟନ୍ତ୍ରଣ ନେଇ ହେବ ଆଲୋଚନା

ଭୁବନେଶ୍ୱର : ରଥଯାତ୍ରା ଓ ବାହୁଡ଼ା ଦର୍ଶନ ନେଇ ଆସିବ ମାର୍ଗଦର୍ଶିକା । ଆଜି ଭୁବନେଶ୍ୱରରେ ମୁଖ୍ୟ ଶାସନ ସଚିବଙ୍କ ଅଧକ୍ଷତାରେ ବସିବ ରଥଯାତ୍ରୀ ପରବର୍ତ୍ତୀ ସମୀକ୍ଷା ବୈଠକ । ରଥଯାତ୍ରା, ବାହୁଡ଼ା ସମେତ ଶ୍ରୀମନ୍ଦିରରେ ପାଳନ ହେଉଥିବା ଦୈନନ୍ଦିନ ନୀତିକାଠି…

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ । ଆଜି ଭାଦ୍ରବ କୃଷ୍ଣପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ…

ପାର୍ବଣରେ ଜୋର ଜବରଦସ୍ତ କରି ପାରିବେନି ଆଦାୟ ଚାନ୍ଦା, ବିଶୃଙ୍ଖଳା କଲେ କାର୍ଯ୍ୟାନୁଷ୍ଠାନ ନେବ ପୋଲିସ

କଟକ: ପାର୍ବଣରେ ଦାଦା ବଟିକୁ ନାଁ । ଜୋର ଜବରଦସ୍ତି ଆଦାୟ କରି ପାରିବେନି ଚାନ୍ଦା । ବିଶୃଙ୍ଖଳା କଲେ ପୋଲିସ ନେବ କାର୍ଯ୍ୟାନୁଷ୍ଠାନ। କଟକ ଶାରଳା ଭବନରେ ଗଣେଶ ପୂଜା ପ୍ରସ୍ତୁତି ବୈଠକରେ ସୂଚନା ଦେଇଛନ୍ତି କଟକ କମିଶନରେଟ ପୋଲିସ…