2025

ସ୍କିମାଟିକ୍‌ ଶିକ୍ଷକଙ୍କୁ ବଡ଼ ଧକ୍କା: ୧୬,୦୦୦ ଶିକ୍ଷକଙ୍କ ଭବିଷ୍ୟତ ଅନ୍ଧାରରେ

ଭୁବନେଶ୍ୱର: ମାତ୍ର ସପ୍ତାହେ ମଧ୍ୟରେ ସ୍କିମାଟିକ୍‌ ଶିକ୍ଷକଙ୍କୁ ଲାଗିଛି ବଡ଼ ଧକ୍କା। ମଉଳି ଯାଇଛି ସେମାନଙ୍କର ଚାକିରି ନିୟମିତ ହେବାର ଆଶା। ସ୍କିମାଟିକ୍‌ ଶିକ୍ଷକମାନଙ୍କ ସ୍ୱାର୍ଥ ସମ୍ବଳିତ ପ୍ରସ୍ତାବକୁ ପ୍ରଥମେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୱେବସାଇଟ୍‌ରୁ ଉଡ଼ାଇ ଦିଆଯାଇଥିଲା। ଏବେ…

ଏଟିଏମ କାର୍ଡ ଲୁଟେରାଙ୍କ ଉପଦ୍ରବ; କାର୍ଡ ବଦଳାଇ ନେଇଗଲେ ୪୦ ହଜାର ଟଙ୍କା

ସୁନ୍ଦରଗଡ ୯।୮: ମହିଳାଙ୍କ ATM କାର୍ଡ ବଦଳାଇ ନେଇ ଗଲେ ୪୦ ହଜାର ଟଙ୍କା । ଏଟିଏମକୁ ଟଙ୍କା ଉଠାଇବାକୁ ଆସିଥିବା ଜଣେ ମହିଳାଙ୍କ କାର୍ଡ ବଦଳାଇ ୪୦ ହଜାର ଟଙ୍କା ନେଇ ଗଲେ ଦୁଇ ଜଣ ଦୁର୍ବୃତ୍ତ । ସୂଚନାଯୋଗ୍ୟ…

ହାରିଗଲେ ରାଇଘର ପୀଡ଼ିତା, ଏମ୍‌ସରେ ମୃତ୍ୟୁ

ଭୁବନେଶ୍ଵର : ପ୍ରତାରଣାର ଶିକାର ହୋଇ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ନବରଙ୍ଗପୁର ଜିଲା ରାଇଘର ଅଞ୍ଚଳର ନର୍ସିଂ ଛାତ୍ରୀ ଶେଷରେ ପ୍ରାଣ ହରାଇଛନ୍ତି। ୨୦ରୁ ଅଧିକ ଦିନ ଧରି ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖିବୁଜିଛନ୍ତି। ଭୁବନେଶ୍ଵର…

ସ୍କୁଲ ବାରଣ୍ଡାରେ ମଦ ପିଇ ସାର୍ ମାତାଲ, ଭିଡିଓ ଭାଇରାଲ

ଘଟଗାଁ : ମାଲ ପିଇ ମାତାଲ ସାର୍ । ହୋସ ହରାଇ ସ୍କୁଲ ବାରଣ୍ଡାରେ ଶୋଇଛନ୍ତି ଶିକ୍ଷକ । କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତରେ ଥିବା ଭୁଲୁଦା ଦିଣ୍ଡାପାଟ ଉଚ୍ଚ ବିଦ୍ୟାଳୟରେ ଦେଖିବାକୁ ମିଳିଛି ଏପରି ଦୃଶ୍ୟ ।…

ରାଜ୍ୟରେ ଖାଲି ପଡ଼ୁଛି ପ୍ଲସ ଟୁ ସିଟ୍, ବୈଷୟିକ ଶିକ୍ଷା ପ୍ରତି ପିଲାଙ୍କ ଆଗ୍ରହ ବଢୁଛି

ଭୁବନେଶ୍ୱର: ଯୁକ୍ତ ଦୁଇ ବା ପ୍ଲସ୍ ଟୁ ପଢ଼ିବା ଅପେକ୍ଷା ବୈଷୟିକ ଶିକ୍ଷା ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ ବଢ଼ୁଛି। ଚଳିତ ବର୍ଷ ରାଜ୍ୟର ବିଭିନ୍ନ କଲେଜରେ ଦେଢ଼ ଲକ୍ଷରୁ ଅଧିକ ପ୍ଲସ୍ ଟୁ ସିଟ୍ ଖାଲି ରହିଛି। ଶିକ୍ଷାବିତ କହୁଛନ୍ତି, ଯେଉଁ…

ଜୟପୁରରୁ ଭୁବନେଶ୍ୱର ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଖୁବ ଶୀଘ୍ର ଜୟପୁରରୁ ଭୁବନେଶ୍ୱର, ବନ୍ଦେ ଭାରତ ଏକ୍ସପ୍ରେସ ଚାଲିବ । ଜୟପୁର ସ୍ଥିତ ପେପର ମିଲ ପୁନର୍ବାର ଚାଲୁ ହେବ । ଜୟପୁର ଠାରେ ଏକ ନୂତନ କଲେଜ ସ୍ଥାପନ ହେବ । ଜୟପୁରଠାରେ “ସୁଭଦ୍ରା”ର ତୃତୀୟ କିସ୍ତି…

ଶ୍ରୀମନ୍ଦିରରେ ପାଳିତ ହେଲା ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା

ପୁରୀ: ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଇଛି । ରାଖି ପିନ୍ଧିଲେ ଚତୁଦ୍ଧାମୂର୍ତ୍ତି। ଗହ୍ମା ଗହ୍ମାପୂର୍ଣ୍ଣମୀରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ରଙ୍କ ହାତରେ ରାଖି ବାନ୍ଧିଲେ ଭଉଣୀ…

ଦିଲ୍ଲୀରେ ପ୍ରବଳ ବର୍ଷା; କାନ୍ଥ ଭୁଶୁଡି ଚାଲିଗଲା ୭ ଜୀବନ

ନୂଆଦିଲ୍ଲୀ: ଲଗାଣ ବର୍ଷା ଯୋଗୁଁ ଉବୁଟୁବୁ ଦିଲ୍ଲୀ । ଚାରିଆଡେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । ଗତକାଲି ରାତିରୁ ଦିଲ୍ଲୀ-ଏନସିଆରରେ ପ୍ରବଳ ବର୍ଷା ଯୋଗୁ ଅନେକ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । କାଳନ୍ଦୀ କୁଞ୍ଜ, ମଥୁରା ରୋଡ୍‍,…

ରୁଷ- ୟୁକ୍ରେନ ଯୁଦ୍ଧର ଅନ୍ତ ଖୁବଶୀଘ୍ର ଘଟିପାରେ, ଦୁଇ ସୁପର ପାୱାର ଏକାଠି ହେବେ

ଖୁବଶୀଘ୍ର ରୁଷ- ୟୁକ୍ରେନ ଯୁଦ୍ଧର ଘଟିପାରେ ଅନ୍ତ । ଏକାଠି ହେବେ ଦୁଇ ସୁପର ପାୱାର । ଅଗଷ୍ଟ ୧୫ରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ଭେଟିବେ ଡୋନାଲ୍ଡ ଟ୍ରମ୍ପ । ଆମେରିକା ଆଲାସ୍କାରେ ଦୁଇ ନେତାଙ୍କ ମଧ୍ୟରେ ସାକ୍ଷାତ କାର୍ଯ୍ୟକ୍ରମ ରହିଛି…

ଖାଲି ପଡ଼ିଲା ଇଣ୍ଡିଗୋ ବିମାନ ସିଟ୍, ୧୭୦ କୋଟି ଗଣିଲେ ଓଡ଼ିଶା ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ପର୍ଯ୍ୟଟନକୁ ଆଗକୁ ବଢ଼ାଇବା ପାଇଁ ଭୁବନେଶ୍ୱରରୁ ଆନ୍ତର୍ଜାତୀୟ ଉଡ଼ାଣ ଆରମ୍ଭ କରିଥିଲେ। କିନ୍ତୁ ବିମାନର ସିଟ୍ ଫାଙ୍କା ପଡ଼ିବାରୁ ଏୟାରଲାଇନ୍ସକୁ ସରକାର ପ୍ରତି ମାସରେ ପ୍ରାୟ ୮ କୋଟିରୁ ଅଧିକ ଟଙ୍କା ଗଣୁଛନ୍ତି। ଗତ ଦୁଇ ବର୍ଷରେ…