‘ଯିଏ ସଲ୍ମାନ୍ଙ୍କ ସହ କାମ କରିବ ସିଏ ମରିବ’.. କାଫେକୁ ଗୁଳିମାଡ ପରେ କପିଲଙ୍କୁ ମିଳିଲା ଏହି ଧମକ
ନୂଆଦିଲ୍ଲୀ : ହାସ୍ୟ ଅଭିନେତା କପିଲ୍ ଶର୍ମାଙ୍କ କାନାଡା ସ୍ଥିତ ରେସ୍ତୋରାଁ କପସ୍ କାଫେ ଉପରେ ୨ ଥର ଗୁଳିମାଡ ହୋଇ ସାରିଛି । ଏହି ମାମଲାରେ ସାମ୍ନାକୁ ଏକ ବଡ ଖବର ସାମ୍ନାକୁ ଆସିଛି । ମିଳିଥିବା ସୂଚନାନୁଯାୟୀ, କାଫେ…
