2025

୨୫ଟି ପୁସ୍ତକର ପ୍ରକାଶନ ଏବଂ ବିକ୍ରୟ ଉଭୟ ହେବ ବନ୍ଦ !

ଜମ୍ମୁ ଓ କଶ୍ମୀର: ଜମ୍ମୁ ଓ କଶ୍ମୀର ପ୍ରଶାସନ ୨୫ଟି ପୁସ୍ତକର ପ୍ରକାଶନ ଏବଂ ବିକ୍ରି ଉପରେ ରୋକ ଲଗାଇବାକୁ ନିଷ୍ପତ୍ତି ନେଇଛି। ଏ ପ୍ରସଙ୍ଗକୁ ନେଇ ସରକାର କହିଛନ୍ତି, ‘ଏହି ପୁସ୍ତକଗୁଡ଼ିକ ମିଥ୍ୟା ଆଲୋଚନାକୁ ପ୍ରୋତ୍ସାହିତ କରିବା ନେଇ ଅଭିଯୋଗ…

ରହସ୍ୟମୟ ଭୋଟର ନେଇ ବର୍ଷିଲେ ରାହୁଲ: କହିଲେ ଭୋଟର ତାଲିକାରେ ଅଛି ଗଡ଼ବଡ଼

ନୂଆଦିଲ୍ଲୀ: ରହସ୍ୟମୟ ଭୋଟର ନେଇ ବର୍ଷିଲେ ରାହୁଲ । ମିଛ ଭୋଟର ଏବଂ ମିଛ ଠିକଣା ନେଇ ରାହୁଲ ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ଲୋକସଭାର ବିରୋଧୀ ଦଳ ନେତା । ଭୋଟର ତାଲିକାରେ ମିଛ ଭୋଟରଙ୍କୁ ଯୋଡା ହୋଇଥିବା ନେଇ…

ଆମେରିକା ଉପରେ ଭାରତ ସରକାର ୫୦% ଶୁଳ୍କ ଲାଗୁ କରନ୍ତୁ: ଶଶି ଥରୁର

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୫୦ ପ୍ରତିଶତ ଶୁଳ୍କ ଲଗାଇବାକୁ ଘୋଷଣା କରିଛନ୍ତି। ପୂର୍ବରୁ ସେ ୨୫ ପ୍ରତିଶତ ଶୁଳ୍କ ଲଗାଇଥିଲେ, କିନ୍ତୁ ଏବେ ସେ ଏହାକୁ ଦୁଇଗୁଣ କରିଦେଇଛନ୍ତି। ଟ୍ରମ୍ପଙ୍କ ଏହି ନିଷ୍ପତ୍ତି ପରେ ବରିଷ୍ଠ…

ଭାରତ ଉପରେ ଅତିରିକ୍ତ ୨୫% ଶୁଳ୍କ ଲଗାଇଲେ ଟ୍ରମ୍ପ

ନୂଆଦିଲ୍ଲୀ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୨୫ ପ୍ରତିଶତ ଅତିରିକ୍ତ ଶୁଳ୍କ ଲଗାଇବା ନେଇ ଘୋଷଣା କରିଦେଇଛନ୍ତି । ବୁଧବାର ଏନେଇ ଏକ ଅର୍ଡର ଉପରେ ସେ ହସ୍ତାକ୍ଷର କରିଛନ୍ତି । ଏହି ନିର୍ଦ୍ଦେଶ ୨୧ ଦିନ…

କେନ୍ଦ୍ରାପଡ଼ା‌ରେ ଯୁବତୀ ଜଳିଯିବା ଘଟଣା: ମୁଁ ନିଜେ ତଦନ୍ତ କରିବି କହିଲେ ଏସପି

କେନ୍ଦ୍ରାପଡ଼ା: ଘର ଭିତରେ ଯୁବତୀ ଜିଅନ୍ତା ଜଳିଯିବା ଘଟଣାରେ ମୁଁ ନିଜେ ତଦନ୍ତ କରିବି କହିଲେ କେନ୍ଦ୍ରାପଡ଼ା ଏସପି । କେଉଁ ପରିସ୍ଥିତିରେ ଯୁବତୀ ଜଳିଗଲେ ତାହାର ତଦନ୍ତ କରିବି। ସୂଚନାଥାଉକି, ଘର ଭିତରେ ଜୀବନ୍ତ ଜଳିଗଲେ ଯୁବତୀ। ଏଭଳି ଏକ…

ତେଜସ୍ୱୀ ଯାଦବଙ୍କୁ ନିର୍ବାଚନ କମିଶନଙ୍କ ଦ୍ୱିତୀୟ ନୋଟିସ

ପାଟନା : ବିହାର ବିଧାନସଭାରେ ବିରୋଧୀ ଦଳର ନେତା ତେଜସ୍ୱୀ ଯାଦବଙ୍କୁ ନିର୍ବାଚନ କମିଶନ ଆଉ ଥରେ ନୋଟିସ୍‌ ପଠାଇଛନ୍ତି। ରାଷ୍ଟ୍ରୀୟ ଜନତା ଦଳ ( ଆରଜେଡି)ର ନେତାଙ୍କୁ କମିଶନ ଦୁଇଟି ଭୋଟର ଆଇଡି ରଖିବା ମାମଲାରେ ପୁଣି ଥରେ ଜବାବ…

କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସିଆର ପାଟିଲଙ୍କୁ ଭେଟିଛନ୍ତି । ଏହି ସାକ୍ଷାତ ଆଲୋଚନା ବେଳେ ରାଜ୍ୟ ଓ କେନ୍ଦ୍ର ସମନ୍ବୟ ଉପରେ ଗୁରୁତ୍ବ, ବିକାଶମୂଳକ କାର୍ଯ୍ୟକୁ ତ୍ବରାନ୍ବିତ, ମହାନଦୀ…

ଆହୁରି ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆହୁରି ୫ ଦିନ ଧରି ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ବୁଧବାର ଦିନ ସୂଚନା ଦିଆଯାଇଛି। ଅଗଷ୍ଟ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଅନେକ ଅଞ୍ଚଳରେ ଘଡଘଡି…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀଙ୍କୁ ଭେଟି ‘ପରୀକ୍ଷା ପେ ଚର୍ଚ୍ଚା’ ପାଇଁ ମିଳିଥିବା ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଦାନ କରିଥିଲେ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ…

ଚଳିତମାସ ଶେଷରେ ଚୀନ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଏହି ମାସ ଶେଷ ବେଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚୀନ ଗସ୍ତ କରିବେ । ଏହାସହ ଜାପାନ ମଧ୍ୟ ଯିବେ, ଦ୍ୱିପାକ୍ଷୀକ ଆଲୋଚନା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଜାପାନ ଗସ୍ତ କରୁଥିବା ବେଳେ ସାଂଘାଇ ସହଯୋଗ ସଂଗଠନର ବୈଠକରେ ଯୋଗ…