2025

FM ମାମଲା: ଆଉ ୧୪ ଦିନ ବିଚାର ବିଭାଗୀୟ ହାଜତ ଅବଧି ବୃଦ୍ଧି କଲେ କୋର୍ଟ

ବାଲେଶ୍ବର : ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣା । ବଢିଲା ଗିରଫ ଅଧ୍ୟକ୍ଷ ଓ ଅଧ୍ୟାପକଙ୍କ ବିଚାର ବିଭାଗୀୟ ହାଜତ ଅବଧି । ୧୪ ଦିନ ବଢ଼ିଲା ଅଧକ୍ଷ ଦିଲ୍ଲୀପ ଘୋଷ ଓ ଅଧ୍ୟାପକ ସମୀର ସାହୁଙ୍କ ବିଚାର ବିଭାଗୀୟ…

ଓଡ଼ିଆରେ ନାମ ଫଳକ ନଲେଖିଲେ ୫୦୦ ଫାଇନ

ଭୁବନେଶ୍ୱର: ଓଡ଼ିଶାର ଭାଷାଗତ ଐତିହ୍ୟର ପ୍ରଚାର ଏବଂ ସଂରକ୍ଷଣ ପାଇଁ, ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ବୁଧବାର ଏକ ନିର୍ଦ୍ଦେଶନାମା ଜାରି କରିଛି। ଯେଉଁଥିରେ ପୌର ନିଗମ, ପୌରପାଳିକା ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନରେ ଥିବା ସମସ୍ତ…

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି

ଭୁବନେଶ୍ୱର : :ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ ଅଧ୍ୟକ୍ଷା ଭାବେ ନିଯୁକ୍ତ ପରେ ସୁରେଶ ପୂଜାରୀଙ୍କୁ ସେଜନ୍ୟମୂଳକ ସାକ୍ଷାତ କରିଛନ୍ତି ଶୋଭନା ମହାନ୍ତି । ସରକାର ଯେଉଁ ଗୁରୁ…

ଆଫଗାନିସ୍ତାନରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଆଫଗାନିସ୍ତାନରେ ବୁଧବାର ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରେକର୍ଡ କରାଯାଇଛି । ଭୂକମ୍ପର କେନ୍ଦ୍ରସ୍ଥଳ ଭୂମି ଠାରୁ ୪୭ କିଲୋମିଟର ଗଭୀର ରହିଛି । ଏଥିରେ ଧନଜୀବନ ହାନୀ…

ଏନକାଉଣ୍ଟରରେ ଟପ୍ ମାଓବାଦୀ କମାଣ୍ଡର ନିହତ

ରାଞ୍ଚି: ଝାଡ଼ଖଣ୍ଡର ଗୁମଲା ଜିଲ୍ଲାରେ ବୁଧବାର ସକାଳେ ସୁରକ୍ଷା ବାହିନୀର ଏନକାଉଣ୍ଟରରେ ପିପୁଲ୍ସ ଲିବରେସନ ଫ୍ରଣ୍ଟ ଅଫ୍ ଇଣ୍ଡିଆ (ପିଏଲଏଫଆଇ)ର ଜଣେ ଟପ୍ କମାଣ୍ଡର ନିହତ ହୋଇଛନ୍ତି। ସେ ମୋଷ୍ଟ ୱାଣ୍ଟେଡ ଥିବା ବେଳେ ତାଙ୍କ ଉପରେ ୧୫ ଲକ୍ଷ ଟଙ୍କାର…

ଉତ୍ତରକାଶୀରେ ବାଦଲଫଟା ବର୍ଷା; ୨୮ ପର୍ଯ୍ୟଟକ ନିଖୋଜ

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ଉତ୍ତରକାଶୀରେ ବାଦଲଫଟା ବର୍ଷା ପରେ ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି । ପ୍ରାକୃତିକ ବିପର୍ଯ୍ୟୟରେ କେରଳର ୨୮ଜଣ ପର୍ଯ୍ୟଟକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ପର୍ଯ୍ୟଟକଙ୍କ ସମ୍ପର୍କୀୟ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, କେରଳର ୨୮ ଜଣ…

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

ଦିଲ୍ଲୀରେ ଗୁରୁତ୍ବପୂର୍ଣ୍ଣ ଭେଟଘାଟ୍ । ଓଡ଼ିଶାରେ ରାଜନୈତିକ ଉଷ୍ଣତା । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଉଭୟ ନେତାଙ୍କ ମଧ୍ୟରେ ୱାନ ଟୁ ୱାନ ଆଲୋଚନା ହୋଇଛି । ଭେଟଘାଟ୍ ବେଳେ କଣ…

ସ୍ତନ୍ୟପାନ ଯୋଗୁଁ ମା’ ହୃଦୟର ନିକଟତର ହୋଇପାରିବ ଶିଶୁ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ସ୍ତନ୍ୟପାନ ଯୋଗୁଁ ଶିଶୁ ମା’ର କ୍ଲୋଜ଼ ଟୁ ହାର୍ଟ ଅର୍ଥାତ ମା’ ହୃଦୟର ଆହୁରି ନିକଟତର ହୋଇପାରିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ଅବସରରେ ମତବ୍ୟକ୍ତ କରିଛନ୍ତି। ଆଜି ମହିଳା ଓ ଶିଶୁ…

‘କର୍ତ୍ତବ୍ୟ ଭବନ’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଦିଲ୍ଲୀରେ ଉଦଘାଟିତ ହେଲା ସେଣ୍ଟ୍ରାଲ ଭିଷ୍ଟାର ନୂଆ କୋଠା ‘କର୍ତ୍ତବ୍ୟ ଭବନ’ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କର୍ତ୍ତବ୍ୟ ପଥ ସ୍ଥିତ କର୍ତ୍ତବ୍ୟ ଭବନକୁ ଉଦଘାଟନ କରିଛନ୍ତି । ଏହି ଅବସରରେ କର୍ତ୍ତବ୍ୟ ଭବନ ବୁଲି ଦେଖିଛନ୍ତି ମୋଦୀ । ଆଜି…

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡିବନ୍ଧୁ ବେହେରା

କେଉଁଝର :ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ଅତିରିକ୍ତ ଉପଜିଲ୍ଲାପାଳ ବନ୍ଦୋବସ୍ତ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡିବନ୍ଧୁ ବେହେରା । ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ କରି ଦେବା ପାଇଁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି…