2025

ପୂର୍ବତନ ମୁଖ୍ୟ ସଚିବ ଡକ୍ଟର ସୁବାସ ପାଣିଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର : ପୂର୍ବତନ ମୁଖ୍ୟ ସଚିବ ଡକ୍ଟର ସୁବାସ ପାଣିଙ୍କ ପରଲୋକ । ୭୬ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଆଜି ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ହେବ। ସେ ଜଣେ ବିଶିଷ୍ଟ ଲେଖକ, ଅନୁବାଦକ, ସଙ୍ଗୀତ…

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବିଜେଡିର ଆସନ୍ତା ୭ ତାରିଖରେ ପୁରୀ ବନ୍ଦ ଡାକରା

ପୁରୀ: ଆସନ୍ତା ୭ ତାରିଖରେ ପୁରୀ ବନ୍ଦ । ୬ ଘଣ୍ଟିଆ ପୁରୀ ବନ୍ଦ ଡାକରା ଦେଇଛି ବିଜେଡି । ସକାଳ ୬ ଟା ଠାରୁ ଦିନ ୧୨ ଟା ଯାଏ ବନ୍ଦ ରହିବ ପୁରୀ । ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ…

ଚୀନ ଭାରତର ୨୦୦୦ କିମି ଦଖଲ କରିଛି ବୋଲି ଜାଣିଲ କିପରି ? ରାହୁଲଙ୍କୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ: ଭାରତ-ଚୀନ ଉତ୍ତେଜନା ଉପରେ ଦେଇଥିବା ମନ୍ତବ୍ୟ ପାଇଁ ସୁପ୍ରିମକୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା କରିଛନ୍ତି। ରାହୁଲ ୨୦୨୨ ଭାରତ ଯୋଡୋ ଯାତ୍ରା ସମୟରେ ଏହି ବିବାଦୀୟ ବୟାନ ଦେଇଥିଲେ। ଏହି ମାମଲାକୁ ରଦ୍ଦ କରିବା ପାଇଁ ଆସିଥିବା…

ଏଣିକି ବିଭିନ୍ନ ଘରୋଇ ସଂସ୍ଥାରେ ରାତିରେ କାର୍ଯ୍ୟ କରିପାରିବେ ମହିଳା

ଭୁବନେଶ୍ୱର: ଏଣିକି ମହିଳାମାନେ ରାତିରେ ବିଭିନ୍ନ ଘରୋଇ ସଂସ୍ଥାରେ କାର୍ଯ୍ୟ କରିପାରିବେ। ରାତିରେ କାମ କରିବା ପାଇଁ ମହିଳା କର୍ମଚାରୀଙ୍କ ସହମତି ଆବଶ୍ୟକ। ନାଇଟ୍‌ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର। ଏନେଇ ଶ୍ରମ ବିଭାଗ ପକ୍ଷରୁ…

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗ, ଓକିଲ ସଙ୍ଘ କୋର୍ଟକୁ ବଲ୍ ଫିଙ୍ଗିଲେ ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଓକିଲ ସଙ୍ଘ କୋର୍ଟକୁ ବଲ୍ ଫିଙ୍ଗିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଯଶବନ୍ତ ସିଂହ କମିଶନ ହାଇକୋର୍ଟ ବେଞ୍ଚ ନେଇ ମାପଦଣ୍ଡ ସ୍ଥିର କରିଛନ୍ତି । କେଉଁଠି ହାଇକୋର୍ଟ…

ଗିରଫ ହେଲେ କୋଟିପତି ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦା

ଭୁବନେଶ୍ୱର: ଗିରଫ ହେଲେ ବୌଦ୍ଧ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)ର ମୋଟର ଭେଇକିଲ୍‌ ଇନ୍ସପେକ୍ଟର (ଏମଭିଆଇ) ଗୋଲାପ ଚନ୍ଦ୍ର ହାଂସଦା । ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଲକ୍‌ ଗୁଡ଼ିଡ଼ିହ ଗାଁରେ ଥିବା ହାଂସଦାଙ୍କ ପୈତୃକ…

ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା, ସାମ୍ନାକୁ ଆସିବ ବଳଙ୍ଗା ସତ

ଭୁବନେଶ୍ୱର : ବଳଙ୍ଗା ସତ ନିଶ୍ଚିତ ସାମ୍ନାକୁ ଆସିବ। ଖୁବ ଶୀଘ୍ର ସତ ସାମ୍ନାକୁ ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ପୋଲିସ ପ୍ରଶାସନ ନିଷ୍ଠାର ସହ ତଦନ୍ତ କରୁଥିବା ସେ କହିଛନ୍ତି । ପୀଡ଼ିତାଙ୍କ ପରିବାର ଏକ ଗରିବ…

ପ୍ରକୃତ ଭାରତୀୟ କେବେ ବି ଏଭଳି ମନ୍ତବ୍ୟ ଦେବ ନାହିଁ; ରାହୁଲଙ୍କୁ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: “ପ୍ରକୃତ ଭାରତୀୟ କେବେ ବି ଏଭଳି ମନ୍ତବ୍ୟ ଦେବ ନାହିଁ।” ଶୁଣାଣି ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଏଭଳି କହିଲେ ସୁପ୍ରିମକୋର୍ଟ। ‘ଭାରତ ଯୋଡୋ ଯାତ୍ରା’ ସମୟରେ ରାହୁଲ କରିଥିବା ଦାବିକୁ ନେଇ ସୁପ୍ରିମକୋର୍ଟ ତାଙ୍କ ଉପରେ ବର୍ଷିଥିବା…

ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଇଁ ଅନଲାଇନ ଆବେଦନ ଆରମ୍ଭ

ଭୁବନେଶ୍ବର: ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଇଁ ଅନଲାଇନ ଆଜିଛୁ ଆବେଦନ ଆରମ୍ଭ।ରାଜ୍ୟରେ ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଆଜିଠୁ ଅନଲାଇନ ଆବେଦନ ଆରମ୍ଭ ହେବ। ଏଥିରେ ମନୋନୀତ…

ଶିବୁ ସୋରେନଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର: ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ ଜଣେ ପ୍ରମୁଖ ଆଦିବାସୀ ନେତା ଥିଲେ । ଆଦିବାସୀ ଅବହେଳିତ ଲୋକଙ୍କ ଅଧିକାର ଲଢେଇ ପାଇଁ…