2025

ଓଟିଇଟି ପ୍ରଶ୍ନପତ୍ର ଲିକ୍: ବନ୍ଧା ହେଲେ ବୋର୍ଡ ଉପସଭାପତି

ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଜି ମୁଖ୍ୟ ଅଭିଯୁକ୍ତ ବୋର୍ଡ ସଭାପତିଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ପୋଲିସ୍ । ଗତକାଲି ବୋର୍ଡ ସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ପ୍ରଶ୍ନ ପତ୍ର ଲିକ୍ ନେଇ ପଚରାଉଚରା କରିଥିବା ବେଳେ ଆଜି ତାଙ୍କୁ ଗିରଫ…

ପାକିସ୍ତାନରେ ତେଲ ନାହିଁ, ଅସୀମ ମୁନିର ଭୁଲ ସୂଚନା ଦେଇଛନ୍ତି: ବଲୁଚ ନେତା

ନୂଆଦିଲ୍ଲୀ: ଆମେରିକା ଅଶୋଧିତ ତେଲକୁ ନେଇ ପାକିସ୍ତାନ ସହିତ ଏକ ଚୁକ୍ତି କରିଛି। ପାକ୍ କହିଛି ଯେ ବଲୁଚିସ୍ତାନରେ ତେଲ ଏବଂ ଅନ୍ୟାନ୍ୟ ଖଣିଜ ପଦାର୍ଥର ଭଣ୍ଡାର ଅଛି। ଏହି ସମୟରେ, ବଲୁଚିସ୍ତାନ ନେତା ମୀର ୟାର ବଲୁଚ୍ ଆମେରିକା ରାଷ୍ଟ୍ରପତି…

ସ୍କୁଲରେ ପାଠ ପଢ଼ାଇଲେ ଜିଲ୍ଲାପାଳ, ବୁଝିଲେ ସ୍କୁଲ ସମସ୍ୟା

ଯାଜପୁର : ସ୍କୁଲରେ ପାଠ ପଢ଼ାଇଲେ ଜିଲ୍ଲାପାଳ । ବରୀ ବ୍ଲକ ଗସ୍ତ ଅବସରରେ ଏକ ସ୍କୁଲକୁ ଯାଇ ଛାତ୍ର ଛାତ୍ରୀ ମାନଙ୍କୁ ପାଠ ପଢାଇଥିଲେ ନୂତନ ଭାବେ ଯୋଗ ଦେଇଥିବା ଯାଜପୁର ଜିଲ୍ଲାପାଳ ଅମ୍ବର କୁମାର କର । ଜିଲ୍ଲାପାଳ…

ଭିଜିଲାନ୍ସ ଜାଲରେ ବୌଦ୍ଧ ଏମଭିଆଇ ଗୋଲାପ; ୬ ସ୍ଥାନରେ ଚଢାଉ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ଏମଭିଆଇ । ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଚାଲିଛି ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଜାରି ରହିଛି । ବାରିପଦା, ବୌଦ୍ଧ ଓ ଭୁବନେଶ୍ବର…

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ନବମ ଶେଣ୍ରୀର ଛାତ୍ରୀର ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମରେ ଟୁଇଟ୍‌ କରି ମୋହନ ମାଝୀ କହିଛନ୍ତି, ବଳଙ୍ଗା ଘଟଣାରେ…

ମଦଭାଟି ଉପରେ ଚାଲିଲା ବୁଲଡୋଜର

ଆଠଗଡ: ଚୋରା ଦେଶୀ ମଦର କୂଟୀର ଶିଳ୍ପ ପାଲଟିଥିବା ଆଠଗଡ ଥାନା ଅନ୍ତର୍ଗତ କୋରଙ୍ଗା ଗ୍ରାମରେ ଶନିବାର ସକାଳେ ଅବକାରୀ ବିଭାଗ ଚଢାଉ କରି ପ୍ରଥମ ଥର ପାଇଁ ବେଆଇନ ମଦଭାଟିଗୁଡିକୁ ବୁଲଡୋଜର ସାହାଯ୍ୟରେ ଭଙ୍ଗାଯାଇଛି। ଚଡାଉ ସମୟରେ ପ୍ରଥମେ ବେଆଇନ…

ପୁରୀ ବଳଙ୍ଗା ପୀଡ଼ିତାଙ୍କର ଦିଲ୍ଲୀ ଏମ୍‌ସରେ ପରଲୋକ, ୧୫ ଦିନର ସଂଘର୍ଷ ପରେ ଜୀବନ ଯୁଦ୍ଧରେ ହାରିଗଲେ ନାବାଳିକା ୦

ଭୁବନେଶ୍ୱର: ପୁରୀ ଜିଲ୍ଲାର ବଳଙ୍ଗା ପୀଡ଼ିତା ଆଉ ନାହାନ୍ତି। ଦୀର୍ଘ ୧୫ ଦିନ ଧରି ମୃତ୍ୟୁ ସହ ସଂଘର୍ଷ କରିବା ପରେ ଶେଷରେ ସେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ଶନିବାର ସନ୍ଧ୍ୟା ୬ଟା ୨୨ ମିନିଟରେ ଦିଲ୍ଲୀ ସ୍ଥିତ ଅଖିଳ…

ନିଜ ନାମ ପଢିପାରୁନାହାନ୍ତି ତେଜସ୍ୱୀ: ସମ୍ରାଟ

ପାଟନା: ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଭୋଟର ତାଲିକାର ସଠିକତା ଏବଂ ନିରପେକ୍ଷତାକୁ ସୁନିଶ୍ଚିତ କରିବା ପାଇଁ ଏକମାସ ଧରି ବିହାରରେ ଭୋଟର ତାଲିକା ସଂଶୋଧନ ଅଭିଯାନ (ଏସଆଇଆର) କରାଯାଇଥିଲା। ଅଗଷ୍ଟ ୧…

ଅମରନାଥ ଯାତ୍ରା ୩ ପର୍ଯ୍ୟନ୍ତ ସ୍ଥଗିତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ପ୍ରବଳ ବର୍ଷା ଯୋଗୁଁ ଅମରନାଥ ଯାତ୍ରାକୁ ଆସନ୍ତା ୩ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଅମରନାଥ ଗୁମ୍ଫାକୁ ସଂଯୋଗ କରୁଥିବା ଉଭୟ ପହଲଗାଓଁ ଓ ବାଲତାଲ ରାସ୍ତା କ୍ଷତିଗ୍ରସ୍ତ ହୋଇଛି। ମରାମତି ପାଇଁ ଦୁଇଦିନ ସମୟ ଲାଗିବ ବୋଲି ପ୍ରଶାସନ…

ମିଛ କହି ଧରାପଡ଼ିଲେ ତେଜସ୍ଵୀ ଯାଦବ

ପାଟନା : ବିହାରର ଆରଜେଡି(ରାଷ୍ଟ୍ରୀୟ ଜନତା ଦଳ) ନେତା ତେଜସ୍ଵୀ ଯାଦବ ମିଛ କହି ଧରାପଡ଼ିଛନ୍ତି। ଶନିବାର ତେଜସ୍ଵୀ ଭାରତୀୟ ନିର୍ର୍ବାଚନ ଆୟୋଗ(ଇସିଆଇ)ଙ୍କ ବିରୋଧରେ ଅଭିଯୋଗ ଆଣି ଚିଠା ଭୋଟର ତାଲିକାରେ ତାଙ୍କ ନାମ ନ ଥିବା କହିଥିଲେ। ନିର୍ବାଚନ ଆୟୋଗ…