2025

ମହାନଦୀ ଜଳବିବାଦ – ମୁଖ୍ୟମନ୍ତ୍ରୀ ଚିଠି ଲେଖିବା ପରେ ବିଜେଡିର ପ୍ରତିକ୍ରିୟା

ଭୁବନେଶ୍ୱର: ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଗତକାଲି ଜଳବିବାଦର ଆପୋସ ସମାଧାନ ସଂକ୍ରାନ୍ତରେ ଏକ ବୈଠକ ଏବଂ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠିକୁ ନେଇ ବିଜେଡି ଉପସଭାପତି ଦେବୀ ମିଶ୍ର ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି। ବିଜେଡି ଉପସଭାପତି ଶ୍ରୀ ମିଶ୍ର କହିଛନ୍ତି,…

ପି.ଏମ୍ କିଷାନ ଯୋଜନା: ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

ଭୁବନେଶ୍ୱର: ଚାଷୀଙ୍କ ମୁହଁରେ ଫୁଟିଲା ହସ। ଆର୍ଥିକ ସହାୟତା ଦେଲେ ସରକାର। ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ…

‘ଏନ୍‌ଆଇଏ’ର ଏସ୍‌ପି ହେଲେ ସାଗରିକ ନାଥ

ଭୁବନେଶ୍ବର: ସାଗରିକା ନାଥ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ଏସ୍‌ପି ଭାବେ ନିଯୁକ୍ତି ପାଇଛନ୍ତି। ୨୦୧୬ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଭାରତୀୟ ପୁଲିସ ସେବା (ଆଇପିଏସ୍‌) ଅଫିସର ସାଗରିକା ନାଥଙ୍କ ‘ଏନ୍‌ଆଇଏ’ରେ ଏସ୍‌ପି ନିଯୁକ୍ତି ନେଇ ଗୃହ ମନ୍ତ୍ରଣାଳୟର ସଚିବ ସଂଜୀବ…

‘ମାଲେଗାଓଁ ବିସ୍ଫୋରଣ ମାମଲାରେ ଯୋଗୀ ଓ ମୋଦୀଙ୍କୁ ଫସାଇବାକୁ ଯୋଜନା ହୋଇଥିଲା’

ନୂଆଦିଲ୍ଲୀ: ମାଲେଗାଓଁ ବିସ୍ଫୋରଣ ମାମଲାରେ ନିର୍ଦ୍ଦୋଷ ସାବ୍ୟସ୍ତ ହେବା ପରେ, ପୂର୍ବତନ ବିଜେପି ସାଂସଦ ପ୍ରଜ୍ଞା ଠାକୁର ତଦନ୍ତକାରୀ ଅଧିକାରୀଙ୍କ ବିରୁଦ୍ଧରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ସେ ଦାବି କରିଛନ୍ତି ଯେ ମାମଲାର ତଦନ୍ତ କରୁଥିବା ଅଧିକାରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଏମସି ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ଉଦ୍ଧବଙ୍କ ଶିବସେନା

ନୂଆଦିଲ୍ଲୀ: ବିଏମସି ନିର୍ବାଚନ ପୂର୍ବରୁ, ଉଦ୍ଧବ ଠାକରେଙ୍କ ଶିବସେନା ଅଧିକ ଶକ୍ତିଶାଳୀ ହେଉଥିବା ପରି ମନେ ହେଉଛି। ପ୍ରକୃତରେ, ମହାରାଷ୍ଟ୍ରରେ ଶେତକରୀ କ୍ରାନ୍ତି ସଂଗଠନ ଶନିବାର (୦୨ ଅଗଷ୍ଟ) ଦିନ ଉଦ୍ଧବ ଠାକରେଙ୍କ ଦଳ ଶିବସେନା (ୟୁବିଟି)ରେ ବିଲୟ ହୋଇଯାଇଛି |…

ଅଗଷ୍ଟ ୧୫ରୁ ଲାଗୁ ହେବ ବାର୍ଷିକ ଫାଷ୍ଟାଗ୍ ପାସ୍ ବ୍ୟବସ୍ଥା

ନୂଆଦିଲ୍ଲୀ : ଅଗଷ୍ଟ ୧୫ ଠାରୁ, ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (ଏନଏଚଏଆଇ) ବାର୍ଷିକ ଫାଷ୍ଟାଗ୍ ପାସ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ଯାଉଛି, ଯାହା ଟୋଲ୍ ଦେୟକୁ ସହଜ ଏବଂ ଶସ୍ତା କରିବ। ଏବେ ଆପଣ ଫାଷ୍ଟାଗ୍ ମାଧ୍ୟମରେ ଗୋଟିଏ ବର୍ଷ…

ସିଏମସି ଯୁଗ୍ମ କମିସନରଙ୍କ ସମେତ ୩୦ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ପ୍ରସଙ୍ଗ, ମେୟର କହିଲେ- ଏହା ଆରମ୍ଭ ମାତ୍ର

କଟକ: ବିଳମ୍ବରେ ଅଫିସ ଆସିବା ଓ ସରକାରୀ କାର୍ଯ୍ୟରେ ଅବହେଳା ଅଭିଯୋଗରେ ସିଏମସି ଯୁଗ୍ମ କମିସନରଙ୍କ ସମେତ ୩୦ କର୍ମଚାରୀଙ୍କ ଉପରେ ଆକ୍ସନ ହୋଇଛି। ନୂଆ କମିସନର କିରନଦୀପ କୌର ସହୋତା ଜଣେ ଯୁଗ୍ମ କମିସନର ଏବଂ ୩୦ କର୍ମଚାରୀଙ୍କୁ କାରଣ…

୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

ଭୁବନେଶ୍ୱର : ୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ । ଜଳସେଚନ ବିଭାଗର ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ ଅନୁମୋଦନ । ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ । ୨୦୨୫-୨୦୨୬ ରୁ ୨୦୨୯-୩୦ ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନା ବ୍ୟୟ ହେବ…

୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

ଭୁବନେଶ୍ୱର : ଆସନ୍ତା ବିଧାନସଭା ଅଧିବେଶନ ଘେରାଉ କରିବେ କେବଳ ମହିଳା । ପ୍ରାୟ ୨୦ ହଜାର ମହିଳା ଏକତ୍ରିତ ହୋଇ ବିଧାନସଭା ସମ୍ମୁଖରେ ନିଜର ସୁରକ୍ଷା, ସ୍ୱାଭିମାନ ଓ ଅଧିକାର ସରକାରଙ୍କ ସମ୍ମୁଖରେ ଉପସ୍ଥାପନ କରିବେ । କଂଗ୍ରେସ ଏହି…

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର: 12th ଫେଲ୍ ଶ୍ରେଷ୍ଠ ଫିଚର ଫିଲ୍ମ, ଶାହରୁଖ ଖାନ ଶ୍ରେଷ୍ଠ ଅଭିନେତା

ନୂଆଦିଲ୍ଲୀ: ୨୦୨୩ ପାଇଁ ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ଯେଉଁଥିରେ ବଲିଉଡ୍ ବାଦଶାହା ଅଭିନେତା ଶାହରୁଖ ଖାନଙ୍କୁ ମିଳିଛି ଶ୍ରେଷ୍ଠ ଅଭିନେତା ପୁରସ୍କାର । ‘ଯଓ୍ୱାନ’ ଫିଲ୍ମ ପାଇଁ…