2025

ପୁଲିସକୁ ଚାପୁଡ଼ା ମାରି ବନ୍ଧା ହେଲେ ମନ୍ତ୍ରୀଙ୍କ ଭାଇ

ମନ୍ଦିରରେ ମୁତୟନ ପୁଲିସ କର୍ମଚାରୀଙ୍କୁ ଚାପୁଡ଼ା ମାରି ଗିରଫ ହୋଇଛନ୍ତି ଜଣେ ମନ୍ତ୍ରୀଙ୍କ ଭାଇ। ଘଟଣାଟି ଘଟିଛି ଆନ୍ଧ୍ରପ୍ରଦେଶରେ। ଗିରଫ ଅଭିଯୁକ୍ତ ହେଲେ ରାଜ୍ୟର ରାସ୍ତା ଏବଂ ଗୃହନିର୍ମାଣ ବିଭାଗ ମନ୍ତ୍ରୀ ବି.ସି. ଜନାର୍ଦ୍ଦନଙ୍କ ଭାଇ ମଦନ ଭୂପାଳ ରେଡ୍ଡୀ। ସୂଚନା…

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ, ୫୦୦୦ ଟଙ୍କା ଲାଞ୍ଜ ନେବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍

ଯାଜପୁର ରୋଡ଼ : ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ବ ସହାୟକ କିରାଣୀ ହେମନ୍ତ କୁମାର ପେରେଇ ୫୦୦୦ ଟଙ୍କା ଲାଞ୍ଜ ନେଉଥିବା ବେଳେ ମାଡିବସିଲା…

‘ପଦରୁ ହଟାନ୍ତୁ’: ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ ଉପସଭାପତିଙ୍କ ଉପରେ ପ୍ରଶ୍ନ ଉଠାଇଲେ ବିଜୟ

ଭୁବନେଶ୍ବର: ଏବେ ରାଜ୍ୟରେ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ନେଇ ଉତ୍ତେଜନା ଜାରି ରହିଥିବା ବେଳେ ଏଥିରେ ଉପସଭାପତିଙ୍କ ଭୂମିକା ନେଇ ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ । ଏନେଇ ବିଜୟ କହିଛନ୍ତି, ହାତ ଲେଖା ପ୍ରଶ୍ନପତ୍ର…

ଅନୀଲ ଅମ୍ବାନୀଙ୍କ ଅଡୁଆ ବଢ଼ିଲା, ସମନ ଜାରି କଲା ପ୍ରବର୍ତ୍ତନ ନିର୍ଦେଶାଳୟ

ରିଲାଏନ୍ସ ଗ୍ରୁପ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦେଶକ ଅନୀଲ ଅମ୍ବାନୀଙ୍କ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ବ୍ୟାଙ୍କ ଋଣ ଜାଲିଆତି ମାମଲା ପରେ ଏବେ ୬୮ କୋଟି ଟଙ୍କାର ନକଲି ବ୍ୟାଙ୍କ ଗ୍ୟାରେଣ୍ଟି ମାମଲାର ତଦନ୍ତକୁ ତ୍ଵରାନ୍ବିତ କରିଛି ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି)।…

ମହିଳା ଥାନାରେ ହାଜର ହେଲେ OAS ବାବୁ, ଦୁଇ ଦିନ ତଳେ ଏତଲା ଦେଇଥିଲେ ପତ୍ନୀ

ଭୁବନେଶ୍ବର: ଭୁବନେଶ୍ବର ମହିଳା ଥାନାରେ ହାଜର ହେଲେ OAS ବାବୁ । OSDMA ରେ କାର୍ଯ୍ୟରତ DGM ସାର୍ଥକ ସୌରଭ ମହାପାତ୍ର ହାଜର ହୋଇଛନ୍ତି । ଦୁଇ ଦିନ ତଳେ ଓଏଏସ୍ ବାବୁଙ୍କ ପତ୍ନୀ ମହିଳା ଥାନାରେ ଏତଲା ଦେଇଥିଲେ ।…

ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ୍ ମନ୍ତ୍ରୀଙ୍କ ସୂଚନା, ୨ ଜଣ ବିଶେଷଜ୍ଞଙ୍କୁ ମନୋନୀତ କଲା ଆରବିଆଇ

ଭୁବନେଶ୍ୱର: ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ୍ ମନ୍ତ୍ରୀଙ୍କ ସୂଚନା। ୨ ଜଣ ଏକ୍ସପର୍ଟ ଦେବା ପାଇଁ RBIକୁ ଚିଠି ଲେଖିଛନ୍ତି ସରକାର। RBI ୨ ଜଣ ଏକ୍ସପର୍ଟଙ୍କ ନାଁ ମଧ୍ୟ ଦେଇଛନ୍ତି। ଖୁବଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ। କମିଟି…

ହେଲମେଟ୍ ବିନା ପେଟ୍ରୋଲ ଦେବା ମହଙ୍ଗା ପଡ଼ିଲା; ପେଟ୍ରୋଲ ପମ୍ପକୁ ସିଲ୍ କଲେ ଜିଲ୍ଲାପାଳ

ଇନ୍ଦୋର: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ଜିଲ୍ଲାପାଳ ହେଲମେଟ୍ ବିନା ପେଟ୍ରୋଲ ଉପରେ ରୋକ ଲଗାଇବା ପାଇଁ ଏକ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ଗତଶୁକ୍ରବାର ଏହି ନିର୍ଦ୍ଦେଶ ଉଲ୍ଲଂଘନ ଉପରେ ପ୍ରଶାସନ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ହେଲମେଟ୍ ବିନା ପେଟ୍ରୋଲ…

OTET ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଶିକ୍ଷକଙ୍କ ରହିଛି ସଂପୃକ୍ତି , ପ୍ରେସମିଟରେ କ୍ରାଇମବ୍ରାଞ୍ଚ DIGଙ୍କ ସୂଚନା

କଟକ : ସ୍ବତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ଜଣେ ଗିରଫ । ଗିରଫ କଳାହାଣ୍ଡିର ଜଣେ ଶିକ୍ଷକ । ସପ୍ତମ ଗିରଫ ଅଭିଯୁକ୍ତ ହେଉଛନ୍ତି ପ୍ରଶାନ୍ତ କୁମାର ଖମାରୀ । ପ୍ରଶ୍ନପତ୍ର ଲିକ୍ ରେ ଶିକ୍ଷକଙ୍କ ହାତ ରହିଥିବା…

ଇଞ୍ଜିନିୟରଙ୍କୁ ପରିସ୍ରା ପିଆଇବା ଘଟଣା: ଗିରଫ ହେଲେ ଅଭିଯୁକ୍ତ ପିଅନ

ଗଜପତି: ଆର. ଉଦୟଗିରି ପୋଲିସ ଆରଡବ୍ଲୁଏସଏସ କାର୍ଯ୍ୟାଳୟରେ କନିଷ୍ଠ ଇଞ୍ଜିନିୟର ସଚିନ ଗୌଡ଼ଙ୍କୁ ପରିସ୍ରା ପରିବେଷଣ କରିବା ଅଭିଯୋଗରେ ପିଅନ ଶିବ ନାରାୟଣ ନାୟକଙ୍କୁ ଗିରଫ କରିଛି । ଜନସାଧାରଣରେ ଅସନ୍ତୋଷ ସୃଷ୍ଟି କରିଥିବା ଏହି ଆଶ୍ଚର୍ଯ୍ୟଜନକ ମାମଲାରେ, ଗଜପତି ଜିଲ୍ଲାର…

ଶରଧାବାଲି ଦଳାଚକଟା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ମିଳିଲା ତଦନ୍ତ ରିପୋର୍ଟ

ଭୁବନେଶ୍ବର: ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସମୟରେ ପୁରୀ ଶରଧାବାଲିରେ ଦଳାଚକଟା ଘଟଣା ଘଟିଥିଲା। ଏହି ଘଟଣାରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉନ୍ନୟନ କମିସନର ଅନୁ ଗର୍ଗ ରିପୋର୍ଟ ଦାଖଲ କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଉନ୍ନୟନ…