‘ବିଜେପି ସରକାରରେ ମହିଳାମାନେ କୌଣସି କ୍ଷେତ୍ରରେ ସୁରକ୍ଷିତ ନାହାନ୍ତି’
ଭୁବନେଶ୍ୱର: ନାରୀ ନିର୍ଯାତନାକୁ ନେଇ ସମଗ୍ର ରାଜ୍ୟ ଉଦ୍ବିଗ୍ନ ଥିଲାବେଳେ ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ମହିଳାଙ୍କୁ ଧର୍ମଶାଳା ବିଧାୟକଙ୍କ ଅସଦାଚରଣ ଘଟଣାରେ ପୁଲିସ୍ ଏତଲା ଗ୍ରହଣ ନ କରିବା ଉଦ୍ବେଗଜନକ ବୋଲି ବିଜୁ ଜନତା ଦଳ (ବିଜେଡି) କହିଛି। ଆଜି ଶଙ୍ଖ…
