2025

ଓଡ଼ିଶାରେ ପ୍ରଥମ ଏମ୍. ଆର୍. ଓ. ସୁବିଧା ସ୍ଥାପନ ହେବ

ଭୁବନେଶ୍ବର: ବିମାନ ଚଳାଚଳ ଭିତ୍ତିଭୂମିକୁ ଏକ ରଣନୈତିକ ପ୍ରୋତ୍ସାହନ ସ୍ୱରୂପ ଓଡ଼ିଶା ସରକାର ଭୁବନେଶ୍ୱରରେ ରାଜ୍ୟର ପ୍ରଥମ ରକ୍ଷଣାବେକ୍ଷଣ, ମରାମତି ଏବଂ ପୁନଃସ୍ଥାପନ (ଏମ. ଆର. ଓ.) ସୁବିଧା ପ୍ରତିଷ୍ଠା ପାଇଁ ସମସ୍ତ ଔପଚାରିକତା ପୂରଣ କରିଛନ୍ତି। ଯାହା ବିମାନ ଚଳାଚଳ…

ପୁଣି ବ୍ରାହ୍ମଣୀ ନଦୀରେ ବୁଲିଲା କୁମ୍ଭୀର, ଖେଳ ପଡିଆରେ ବୁଲିଲା କୁମ୍ଭୀର

ପଟ୍ଟାମୁଣ୍ଡାଇ : ପୁଣି ବ୍ରାହ୍ମଣୀ ନଦୀରେ ବୁଲିଲା କୁମ୍ଭୀର। କେନ୍ଦ୍ରାପଡାର ବନ୍ୟା ଅଞ୍ଚଳରେ କୁମ୍ଭୀର ଆତଙ୍କ l ଆଜି ପୁଣି ଥରେ କୁମ୍ଭୀର ନଦୀକୂଳରେ ବୁଲୁଥିବା ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ ବ୍ଲକ ଡାମରପୁର ପଞ୍ଚାୟତର ଜେନାପାଟଣା ଗାଁରେ ଏକ କୁମ୍ଭୀର ଦେଖିବାକୁ…

୪୬ ମିଶ୍ରଣ ସ୍କୁଲରୁ ତାଲା ଖୋଲିଲେ ରାଜ୍ୟ ସରକାର

ଭୁବନେଶ୍ବର: ଆଜି ଖୋଲିଲା ୪୬ଟି ମିଶ୍ରଣ ସ୍କୁଲ । ରାଜ୍ୟରେ ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ମଧ୍ୟରୁ ରାଜ୍ୟ ସରକାର ୪୬ଟିରୁ ତାଲା ଖୋଲିଛନ୍ତି । ଖୁବ୍‌ଶୀଘ୍ର ଆଉ ୪ଟି ସ୍କୁଲ ଖୋଲିବା ନେଇ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ…

କମ ଭକ୍ତ, ଅଧିକ ଗୁଣ୍ଡା: କାଉଡିଆଙ୍କୁ ନେଇ ବିବାଦୀୟ ବୟାନ ଦେଲେ ସପା ବିଧାୟକ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟିର ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ ଏବଂ ସମ୍ଭଲର ଏସପି ବିଧାୟକ ନବାବ ଇକବାଲ ମହମୁଦ କାଉଡିଆମାନଙ୍କ ବିଷୟରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏସପି ବିଧାୟକ କହିଛନ୍ତି ଯେ କାଉଡିଆମାନଙ୍କ ମଧ୍ୟରେ ଶିବ ଭକ୍ତ କମ୍ ଏବଂ ଗୁଣ୍ଡା…

ପୁରୀ ବଳଙ୍ଗାରେ ନାବାଳିକାଙ୍କୁ ଜାଳିଦେବା ଘଟଣା, ବଳଙ୍ଗା ଥାନାରେ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ଟିମ୍

ବଳଙ୍ଗା : ପୁରୀ ବଳଙ୍ଗାରେ ନାବାଳିକାଙ୍କୁ ଜାଳିଦେବା ଘଟଣାରେ ବଳଙ୍ଗା ଥାନାରେ ପହଞ୍ଚିଛି କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ଟିମ୍ । କ୍ରାଇମବ୍ରାଞ୍ଚର ୫ ଜଣିଆ ସ୍ବତନ୍ତ୍ର ଟିମ୍ ତନାଘନା ତଦନ୍ତ ଜାରି ରଖିଛି । ଏହା ପରେ କ୍ରାଇମବ୍ରାଞ୍ଚ ଟିମ ସ୍ପଟକୁ ଯାଇଛି…

ଠକ ଏଜେଣ୍ଟ କଥାରେ ଫସିଗଲେ ନିଆଳିର ୪ ଯୁବକ;ମ୍ୟାମାରରୁ ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି

ଭୁବନେଶ୍ବର:ଠକ ଏଜେଣ୍ଟ କଥାରେ ଫସିଗଲେ ଓଡିଆ ଯୁବକ । ନିଆଳିର ୪ଜଣ ଯୁବକଙ୍କୁ ହଙ୍ଗକଙ୍ଗ୍‌ର ଏକ ଫୁଡ୍ ପ୍ୟାକେଜିଂ କମ୍ପାନିରେ କାମ କରିବାକୁ କହି ଜଣେ ଏଜେଣ୍ଟ ନେଇଯାଇଥିଲେ।ଉକ୍ତ ଏଜେଣ୍ଟ ଅଧିକ ରୋଜଗାରର ଲୋଭ ଦେଖାଇ ସେମାନଙ୍କୁ ମ୍ୟାମାର୍‌ ଦେଶକୁ ନେଇ…

ଦ୍ଵିତୀୟ ଦିନରେ ଡିଏଫଓ ନିତ୍ୟାନନ୍ଦଙ୍କ ଘରେ ଚଢ଼ାଉ ଜାରି

କେଉଁଝର : ଦ୍ଵିତୀୟ ଦିନରେ ମଧ୍ୟ କେନ୍ଦୁଲିଫ ଡିଏଫଓ ନିତ୍ୟାନନ୍ଦ ନାୟକଙ୍କ ଘରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ । ଶାଗୁଆନ କାଠର ଘର କରଣା ସାମଗ୍ରୀର ଆକଳନ କରୁଛି ଭିଜିଲାନ୍ସ ଫରେଷ୍ଟ ୱିଙ୍ଗ। ଅନୁଗୁଳ ଚଢ଼ାଉ ପରେ ନିତ୍ୟାନନ୍ଦ ନାୟକଙ୍କୁ…

ଢାକାରେ କଲେଜ ଉପରେ ଖସିପଡ଼ିଲା ବିମାନ: ମୃତ୍ୟୁ ସଂଖ୍ୟା ୧୯ ଛୁଇଁଲା

ଢାକା: ବାଂଲାଦେଶ ବାୟୁସେନାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୋମବାର ଦ୍ଵିପ୍ରହର ସମୟରେ ବାଂଲାଦେଶ ବାୟୁସେନାର F7 ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଢାକାର ଉତ୍ତରାରେ ଥିବା ଦିଆବାରି ଅଞ୍ଚଳରେ ମାଇଲଷ୍ଟୋନ ସ୍କୁଲ ଆଣ୍ଡ କଲେଜ ପରିସରରେ ବିମାନଟି ଖସିପଡ଼ିଛି। ବିମାନ…

ରେଭେନ୍ସା ରାଗିଂ ଘଟଣାର ନାଟକୀୟ ମୋଡ଼: କେହି ରାଗିଂ ଅଭିଯୋଗ କରିନାହାଁନ୍ତି କହିଲେ ପ୍ରଥମ ବର୍ଷ ଛାତ୍ର

କଟକ: ରେଭେନ୍ସା ଇଷ୍ଟ ହଷ୍ଟେଲ୍‌ରେ ରାଗିଂ ଅଭିଯୋଗର ନାଟକୀୟ ମୋଡ଼। କୁଳପତିଙ୍କ କାର୍ଯ୍ୟାଳୟ ଆଗରେ ଉଭୟ ଛାତ୍ରଙ୍କ ଧାରଣା। ଉଭୟ ୟୁଜି ପ୍ରଥମ ଓ ତୃତୀୟ ବର୍ଷ ଛାତ୍ର ଦେଇଛନ୍ତି ଧାରଣା। କେହି ରାଗିଂ ଅଭିଯୋଗ କରିନଥିବା କହିଲେ ପ୍ରଥମ ବର୍ଷ…

ସରଣ୍ଡା ଜଙ୍ଗଲରୁ ଜବତ ହେଲା ମାଓ ବିସ୍ଫୋରକ ସାମଗ୍ରୀ

ରାଉରକେଲା: ଓଡ଼ିଶା-ଝାଡ଼ଖଣ୍ଡ ସୀମା ସରଣ୍ଡା ଜଙ୍ଗଲରୁ ବିପୁଳ ପରିମାଣର ବିସ୍ଫୋରକ ଜବତ। ବିପୁଳ ଆଇଇଡି ସହ ହ୍ୟାଣ୍ଡ ଗ୍ରେନେଡ ଏବଂ ବିସ୍ଫୋରକ ପାଉଡର ଜବତ କଲା ସୁରକ୍ଷା ବାହିନୀ। ତେବେ ଏହାକୁ ସୁରକ୍ଷାକର୍ମୀଙ୍କ ବଡ଼ ସଫଳତା ବୋଲି କୁହାଯାଉଥିବା ବେଳେ ବର୍ତ୍ତମାନ…