ପୋଲିସର ଅମାନୁଷିକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା
ଭୁବନେଶ୍ୱର : ବିଜେଡିର ଶାନ୍ତିପୂର୍ଣ୍ଣ ପ୍ରତିବାଦ ଉପରେ ପୋଲିସର ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା । ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା…
ଭୁବନେଶ୍ୱର : ବିଜେଡିର ଶାନ୍ତିପୂର୍ଣ୍ଣ ପ୍ରତିବାଦ ଉପରେ ପୋଲିସର ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା । ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା…
ଭୁବନେଶ୍ୱର: ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ଏନେଇ ସୂଚନା ଜାରି କଲା ସାଧାରଣ ପ୍ରଶାସନ ବିଭାଗ। ଅନିବାର୍ଯ୍ୟ କାରଣ ଯୋଗୁଁ ବନ୍ଦ ରହିବ ଅଭିଯୋଗ ଶୁଣାଣି। ଜୁଲାଇ ୭ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି…
ବଢ଼ିବ ସେନାର ବଳ। ଆସନ୍ତା ସପ୍ତାହ ସୁଦ୍ଧା ଭାରତକୁ ମିଳିବ ୩ ଲଢ଼ୁଆ ଆପାଚି ହେଲିକପ୍ଟର । ଏହି ଲଢ଼ୁଆ ହେଲିକପ୍ଟରକୁ ପାକିସ୍ତାନ ସୀମାରେ ମୁତୟନ କରାଯିବ ବୋଲି ସୂଚନା ମିଳିଛି । ଆସନ୍ତା ୨୧ରେ ଏହି ଲଢ଼ୁଆ ହେଲିକପ୍ଟର ଭାରତରେ…
ଭୁବନେଶ୍ବର: ବାଲେଶ୍ବର ଏଫଏମ ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ମାମଲାରେ ଆଜି ବିରୋଧୀ ବିଜେଡି ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିବା ବେଳେ ମୁହଁମୁହିଁ ହୋଇଥିଲା ପୋଲିସ୍ ବିଜେଡି କର୍ମୀ । ଯେଉଁଥିରେ ଆନ୍ଦୋଳନକାରୀ ବିଜେଡି ନେତାଙ୍କୁ ପୋଲିସ୍…
କଟକ ଏସସିବି ମେଡିକାଲରେ ପୁଣି ସଫଳ ହେଲା କାର୍ଡାଭାରିକ କିଡନୀ ପ୍ରତିରୋପଣ ଅସ୍ତ୍ରୋପଚାର। ଗତ କାଲି ବିଳମ୍ବିତ ରାତିରେ କାଡାଭୋରିକ୍ କିଡନି ପ୍ରତିରୋପଣ ହୋଇଛି । ସୌମ୍ୟଙ୍କ ପାଇଁ ଲକ୍ଷ୍ମୀନାରାୟଣ ପାଇଲେ ନୂଆ ଜୀବନ । ପୁରା ପରିବାରରେ ଖେଳିଯାଇଛି ଆନନ୍ଦର…
ଭୁବନେଶ୍ବର: ଆଜି ସିନା ସୌମ୍ୟାଶ୍ରୀ ନାହାନ୍ତି, ହେଲେ ତାଙ୍କୁ ବଞ୍ଚାଇବା ପାଇଁ ଶତ ଚେଷ୍ଟା କରିଥିବା ଯୁବକ ଜଣଙ୍କ ପୋଡାଜଳା ଯନ୍ତ୍ରଣା ସହ ଯୁଝି ହେଉଛନ୍ତି । ହେଲେ ତାଙ୍କୁ ଅଣଦେଖା କରାଯାଇଛି । ଯାହା ବିଭିନ୍ନ ଗଣମାଧ୍ୟମରେ ଆଜି ସକାଳୁ…
ନୂଆଦିଲ୍ଲୀ: ୟୁକ୍ରେନ ଉପରେ ଋଷର ଆକ୍ରମଣକୁ ନେଇ ପାଶ୍ଚାତ୍ୟ ଦେଶ ଏବଂ ଋଷ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି । ଏହାରି ଭିତରେ ନାଟୋର ମହାସଚିବ ମାର୍କ ରୁଟେ ଏକ କଡ଼ା ଚେତାବନୀ ଦେଇଛନ୍ତି, ଯାହାର ସିଧାସଳଖ ସଙ୍କେତ ଭାରତ ଏବଂ…
ପୁରୀ : ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକରେ ପ୍ରତିଦିନ ହଇଜା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ବିଶେଷ କରି କଣାସ ଅଞ୍ଚଳରେ ଝାଡାବାନ୍ତିରେ ଜଣଙ୍କ ମୃତ୍ୟୁ ହେବା ସହ ପ୍ରତିଦିନ ୧୫ରୁ ୨୦ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି । କଣାସ ବ୍ଲକରେ…
ଭୁବନେଶ୍ୱର: ଭୁବନେଶ୍ୱରର ଲୋକସେବା ଭବନ ଅଭିମୁଖେ ବିଜେଡିର ପଦଯାତ୍ରା ସମୟରେ ଦଳୀୟ ନେତା ପ୍ରଣବ ପ୍ରକାଶ ଦାସ ଏବଂ ପ୍ରୀତିରଞ୍ଜନ ଘଡ଼ାଇ ଆହତ ହୋଇଛନ୍ତି। ଏଫଏମ କଲେଜର ୨୦ ବର୍ଷୀୟ କଲେଜ ଛାତ୍ରୀଙ୍କ ପାଇଁ ନ୍ୟାୟ ଦାବି କରି ଏହି ବିକ୍ଷୋଭ…
ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପତ୍ର ଲେଖି ଜମ୍ମୁ-କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି କରିଛନ୍ତି। ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଏହି ପଦକ୍ଷେପକୁ ସ୍ୱାଗତ କରିଛନ୍ତି। କଂଗ୍ରେସକୁ…