ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା : ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି
ଭୁବନେଶ୍ୱର : ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିବାଦରେ ଲୋକସେବା ଭବନ ଘେରାଉ କରିବ ବିଜେଡି। ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି । ଆଜି ସନ୍ଧ୍ୟାରେ ଦଳ ପକ୍ଷରୁ candle rally କରାଯିବ। ସିଟିଂ ଜଜଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ…
