ଅହମ୍ମଦାବାଦ ଭଳି ଆଉ ଏକ ବିମାନ ଦୁର୍ଘଟଣା, ଉଡାଣ କିଛି ସମୟରେ ଜଳିଗଲା ବିମାନ
ନୂଆଦିଲ୍ଲୀ: ଗୁଜରାଟର ଅହମ୍ମଦାବାଦ ଭଳି ଆଉ ଏକ ବିମାନ ଦୁର୍ଘଟଣା ଘଟିଛି । ଲଣ୍ଡନର ସାଉଥ୍ଏଣ୍ଡ ବିମାନବନ୍ଦରରୁ ଉଡାଣ ଭରିବାର କିଛି ସମୟ ପରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ଜଳି ଯାଇଥିବା ସୂଚନା ମିଳିଛି…
