ଅହମଦାବାଦ ବିମାନ ଦୁର୍ଘଟଣା : ରିପୋର୍ଟକୁ ନେଇ ପାଇଲଟ ସଂଘ କ୍ଷୁବ୍ଧ, କେମିତି ଲିକ୍ ହେଲା ରିପୋର୍ଟ
ନୂଆଦିଲ୍ଲୀ : ବିଶ୍ବକୁ ସ୍ତବ୍ଧ କରି ଦେଇଥିବା ଅହମଦାବାଦ ବିମାନ ଦୁର୍ଘଟଣା (ଜୁନ୍ ୧୨) ର ପ୍ରାରମ୍ଭିକ ତଦନ୍ତ ରିପୋର୍ଟକୁ ଶନିବାର ସାର୍ବଜନୀନ କରାଯାଇଛି। ୧୫ ପୃଷ୍ଠାର ଏହି ରିପୋର୍ଟରେ ବିମାନର ଇନ୍ଧନ ସ୍ବିଚ୍ ବନ୍ଦ ହେବା ଯୋଗୁଁ ଏହି ଦୁର୍ଘଟଣା…
