ଆୟୁଷ୍ମାନ ଭାରତରେ ମହିଳାଙ୍କୁ ମିଳିବ ୧୦ ଲକ୍ଷର ବୀମା ସୁବିଧା
ଭୁବନେଶ୍ଵର: ଆୟୁଷ୍ମାନ ଭାରତରେ ମହିଳାଙ୍କୁ ମିଳିବ ୧୦ ଲକ୍ଷର ବୀମା ସୁବିଧା । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଇ-କେୱାଇସି ଡାଟାବେସ୍କୁ ଆଧାର କରି ଏହି କାର୍ଡ ଦିଆଯିବ । ଯେଉଁମାନଙ୍କର ଇ-କେୱାଇସି ହୋଇନାହିଁ ସେମାନଙ୍କ…