ଓଡ଼ିଶା ଆସୁଛନ୍ତି ମହାମହିମ; କମିଶନରେଟ୍ ପୋଲିସର ବ୍ୟାପକ ପ୍ରସ୍ତୁତି
ଭୁବନେଶ୍ବର: ଆସନ୍ତା ୧୪ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାମହିମଙ୍କ ଦୁଇ ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏନେଇ ଜୋରଦାର ଚାଲିଛି ପ୍ରସ୍ତୁତି । ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଉଛି…
